Latest Odisha News

BREAKING NEWS

ସିନ୍ଧିଆଙ୍କ ପରେ ଇସ୍ତଫା ଦେଲେ ୨୦ କଂଗ୍ରେସ ବିଧାୟକ

ଭୋପାଲ: ମଧ୍ୟପ୍ରଦେଶ ରାଜନୈତିକ ସମୀକରଣରେ ନୂଆମୋଡ ନେଇଛି । ଜ୍ୟୋତିରାଦିତ୍ୟ ସିନ୍ଧିଆ କଂଗ୍ରେସ ଛାଡିବା ପରେ ୨୦ ଜଣ କଂଗ୍ରେସ ବିଧାୟକ ମଧ୍ୟ ଇସ୍ତଫା ଦେଇଛନ୍ତି । ଇସ୍ତଫା ଦେଇଥିବା ଏହି ବିଧାୟକଙ୍କ ମଧ୍ୟରେ ୫ ଜଣ ମନ୍ତ୍ରୀ ମଧ୍ୟ ସାମିଲ ଅଛନ୍ତି । ସେମାନେ ବିଧାନସଭାର ବାଚସ୍ପତିଙ୍କୁ ନିଜ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି ।
ଏହି ସମସ୍ତ ବିଧାୟକ କର୍ଣ୍ଣାଟକ ଯାଇଥିଲେ । ସେମାନେ ନିଜର ଏକ ଫଟୋ ମଧ୍ୟ ଜାରି କରିଛନ୍ତି । ଜ୍ୟୋତିରାଦିତ୍ୟ ସିନ୍ଧିଆ ଓ ପରେ ପରେ ୨୦ ବିଧାୟକଙ୍କ ଇସ୍ତଫା ପରେ କମଲନାଥ ସରକାର ମଧ୍ୟପ୍ରଦେଶରୁ ଯିବା ଏକ ପ୍ରକାର ନିଶ୍ଚିତ ହୋଇଯାଇଛି ।

Leave A Reply

Your email address will not be published.