Latest Odisha News

BREAKING NEWS

ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୩ କରୋନା ପଜିଟିଭ, କେଉଁ ଜିଲ୍ଲାରୁ କେତେ ଜାଣନ୍ତୁ

ଭୁବନେଶ୍ୱର: ରାଜ୍ୟରେ ବିଜୁଳି ବେଗରେ ମାଡି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ସକାଳୁ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୬୩ କରୋନା ପଜିଟିଭ ।

ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୩ ରେ ପହଂଚି ଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି ।

ଚିହ୍ନଟ ୬୩ ଆକ୍ରାନ୍ତଙ୍କ ମଧ୍ୟରୁ ୬୧ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୨ ଜଣ ସ୍ଥାନୀୟ ବାସିନ୍ଦା ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି ।

 

Leave A Reply

Your email address will not be published.