Latest Odisha News

BREAKING NEWS

ନୀଳାଦ୍ରି ବିଜେ: ସୁଆଦିଆ ରସଗୋଲାରେ ହେବ ଲକ୍ଷ୍ମୀ ସାଆନ୍ତାଣୀଙ୍କ ମାନଭଞ୍ଜନ…

ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ ଭାରତୀୟ ପୁରାଣ ଶାସ୍ତ୍ରରେ ମହାଲକ୍ଷ୍ମୀ ହେଲେ ଜଣେ ଦେବୀ । କିନ୍ତୁ ଶ୍ରୀକ୍ଷେତ୍ର ଶ୍ରୀମନ୍ଦିରର ଲକ୍ଷ୍ମୀ ସାଆନ୍ତାଣୀ ହେଲେ ପ୍ରଥମେ ଜଣେ ପତ୍ନୀ ଓ ପରେ ଦେବୀ । ଏଠାରେ ମହାଲକ୍ଷ୍ମୀଙ୍କର ତାଙ୍କ ସ୍ୱାମୀ…

ହେରାପଞ୍ଚମୀ: ଲକ୍ଷ୍ମୀ ସାଆନ୍ତାଣୀଙ୍କ ମାନ ଅଭିମାନର ଦିନ…

ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ ସ୍ୱୟଂ ନାରାୟଣ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରୂପରେ ପବିତ୍ର ପୁରୀଧାମରେ ମାନବୀୟ ଲୀଳା ପ୍ରକଟ କରିଚାଲିଛନ୍ତି । ଆମ ପରି ସାଧାରଣ ମନୁଷ୍ୟମାନଙ୍କର ଯେପରି ଦୈନିକ ସାଧାରଣ ଜୀବନଚର୍ଯ୍ୟା ଥାଏ ମହାପ୍ରଭୁଙ୍କର…

ଦାସିଆ ନଡ଼ିଆ ସିନା ତୋତେ ବଢିଆ…

ସେ ହେଉଛନ୍ତି ସାକାର ରୂପୀ ପୂର୍ଣ୍ଣବ୍ରହ୍ମ, ସେ ନିରାକାର ସେ ଶୂନ୍ୟବ୍ରହ୍ମ । ସେ ଜଗତର ନାଥ ମହାପ୍ରଭୁ ଶ୍ରୀଜଗନ୍ନାଥ । ମହାପ୍ରଭୁ ଶ୍ରୀଜଗନ୍ନାଥ ଶ୍ରୀକ୍ଷେତ୍ର ଧାମରେ ରହି ଭକ୍ତମାନଙ୍କୁ ବିଭିନ୍ନ ରୂପରେ ତଥା ପରିସ୍ଥିତିରେ ଦର୍ଶନ ଦେଇଛନ୍ତି । ଶ୍ରଦ୍ଧାଳୁଙ୍କ ଦୁଃଖ ଯାତନା ତଥା…

ଜିଓ ପ୍ଲାଟ୍‌ଫର୍ମସ୍‌ରେ ୪୫୪୬.୮୦ କୋଟି ଟଙ୍କା ପୁଞ୍ଜିନିବେଶ କରିବ ଟିପିଜି

ଭୁବନେଶ୍ୱର: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ (ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌) ଓ ଭାରତର ଅଗ୍ରଣୀ ଡିଜିଟାଲ୍ ସେବା ପ୍ଲାଟଫର୍ମ ଜିଓ ପ୍ଲାଟଫର୍ମସ୍ ଲିମିଟେଡ୍ (ଜିଓ ପ୍ଲାଟଫର୍ମସ୍‌) ପକ୍ଷରୁ ଆଜି ଘୋଷଣା କରାଯାଇଛି ଯେ ବିଶ୍ୱସ୍ତରୀୟ ବୈକଳ୍ପିକ ସମ୍ପତ୍ତି ପରିଚାଳନା ସଂସ୍ଥା ଟିପିଜି ପକ୍ଷରୁ…

ଜୀବନ

ଜୀବନ ଅମିୟଭାନୁ ଧଳ ମୁଁ, ତମେ ଓ ଆମେ କେତେ କାଳ ଏଇମିତି ପ୍ରତ୍ୟେକ ମୂହୁର୍ତ୍ତର ପ୍ରଶ୍ୱାସରେ ମରୁଥିବା, -ପାପର ପିପାସା -ମନର ଓର୍‌ମାନ୍‌ -ଦେହର ଦାହ -ଲହୁ-ଲୁହ ମିଶ୍ରିତ କୋହ, କିଛି ସମୟର ରୋମାଞ୍ଚରେ ବାଣ୍ଟି କୁଣ୍ଟି ମେଣ୍ଟେଇବାର ସୁଖ ସ୍ୱପ୍ନ ଲାଗି ଚର୍ବଣ, ଚୋଷଣ, କର୍ଷଣ,…

ବିଶିଷ୍ଟ ସାହିତ୍ୟିକ ପ୍ରଫେସର୍ ନିତ୍ୟାନନ୍ଦ ଶତପଥୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର: ବିଶିଷ୍ଟ ସାହିତ୍ୟିକ ପ୍ରଫେସର୍ ନିତ୍ୟାନନ୍ଦ ଶତପଥୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତିି । ମୁଖ୍ୟମନ୍ତ୍ରୀ ଶୋକ ବ୍ୟକ୍ତ କରି କହିଛନ୍ତି, “ଓଡ଼ିଆ ସାହିତ୍ୟ ଲାଗି ପ୍ରଫେସର୍ ନିତ୍ୟାନନ୍ଦ ଶତପଥୀଙ୍କ ଅବଦାନ ଅତୁଳନୀୟ । ତାଙ୍କର ବିୟୋଗ…

ଯବନ କଣ୍ଠରୁ ମହାପ୍ରଭୁ ଶୁଣିଲେ ଗୀତଗୋବିନ୍ଦର ଅଷ୍ଟପଦୀ !

ଜଗତର ନାଥ ଶ୍ରୀଜଗନ୍ନାଥଙ୍କୁ ନେଇ ଭକ୍ତବୃନ୍ଦଙ୍କର ଅନେକ ଅନୁଭୂତି ରହିଛି । ଅନେକ ହୃଦୟସ୍ପର୍ଶୀ ଆଧ୍ୟାତ୍ମିକ ଅନୁଭୂତି ଜନମାନସରେ ଆଦୃତି ଲାଭ କରିଛି । ମହାପ୍ରଭୁ ଶ୍ରୀଜଗନ୍ନାଥ ପୁରୀ ଶ୍ରୀକ୍ଷେତ୍ର ଧାମରେ ଲୀଳାବିତାନ କରୁଛନ୍ତି । ତାଙ୍କର ଲୀଳା ଅବର୍ଣ୍ଣନୀୟ, ଅମୃତମୟ ଓ ଅତୁଳନୀୟ ।…

ସିବିଏସଇ ଚେୟାରମ୍ୟାନ ଭାବେ ନିଯୁକ୍ତ ହେଲେ ଓଡ଼ିଶା ଆଇଏଏସ ଅଧିକାରୀ

ଭୁବନେଶ୍ୱର: ବରିଷ୍ଠ ଆଇଏଏସ ଅଧିକାରୀ ମନୋଜ ଆହୁଜାଙ୍କୁ ସେଣ୍ଟ୍ରାଲ ବୋର୍ଡ଼ ଅଫ ସେକଣ୍ଡାରୀ ଏଜୁକେସନ (ସିବିଏସଇ)ର ଚେୟାରମ୍ୟାନ ଭାବେ ନିଯୁକ୍ତ କରାଯାଇଛି । ୧୯୯୦ ବ୍ୟାଚର ତଥା ଓଡ଼ିଶା କ୍ୟାଡ଼ର ଆଇଏଏସ ଅଧିକାରୀ ଶ୍ରୀ ଆହୁଜା ଅନିତା କରୱାଲଙ୍କ ବଦଳରେ ଅବସ୍ଥାପିତ ହୋଇଛନ୍ତି । ବର୍ତ୍ତମାନ…

ବାଇଗଣ ବାଡ଼ିରେ ଶ୍ରୀଜଗନ୍ନାଥ: ମହାପ୍ରଭୁ ଶୁଣିଲେ ଗୀତଗୋବିନ୍ଦ !

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପରମ ଭକ୍ତ ଶ୍ରୀଜୟଦେବଙ୍କ ଶ୍ରେଷ୍ଠ କାବ୍ୟକୃତି ଗୀତଗୋବିନ୍ଦକୁ ନେଇ ଅନେକ ସୁନ୍ଦର କିମ୍ବଦନ୍ତିମାନ ରହିଛି । ଗୀତଗୋବିନ୍ଦ ଯେ ମହାପ୍ରଭୁଙ୍କର କେତେ ପ୍ରିୟ ସେହି କଥାର ପ୍ରମାଣ ରହିଛି ଅନେକ କଥାବସ୍ତୁରେ । ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ମେଘନାଥ ପାଚେରୀ…

ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା: ରଥ ନିର୍ମାଣର ଚମତ୍କାରିତା…

ପୁରୀ: ଶ୍ରୀକ୍ଷେତ୍ର ପୁରୀରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରାରେ ନିୟୋଜିତ ହେଉଥିବା ତିନିରଥର ପାରମ୍ପରିକ ନିର୍ମାଣ ଶୈଳୀ ପ୍ରକୃତରେ ଓଡ଼ିଆ କାରିଗରଙ୍କ ଉକ୍ରୃଷ୍ଟ ନିର୍ମାଣ ପ୍ରତିଭାର ନିର୍ଭୁଲ ସ୍ୱାକ୍ଷର । ବଡ଼ଭାଇ ବଡ଼ଠାକୁର ଶ୍ରୀବଳଭଦ୍ର ମହାପ୍ରଭୁ ତାଳଧ୍ୱଜ ରଥରେ, ସାନଭାଇ…