Latest Odisha News

BREAKING NEWS

ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଘୋଡ ଲାଗି ନୀତି

ପୁରୀ: ମାର୍ଗଶିର ଶୁକ୍ଳ ପଞ୍ଚମୀ ରାତିରେ ଶ୍ରୀଜଗନ୍ନାଥ ସବୁ ଦିନ ପରି ପାରମ୍ପରିକ ଗୀତଗୋବିନ୍ଦ ଖଣ୍ଡିଆ ନ ପିନ୍ଧି ଖୁବ୍ ପତଳା ଝୀନ ବସ୍ତ୍ର ପିନ୍ଧନ୍ତି। ଏହାର ତାତ୍ପର୍ଯ୍ୟ ହେଉଛି, ସେ ଶୀତର ପ୍ରକୋପକୁ ଅସ୍ୱୀକାର କରନ୍ତି। କଥିତ ଅଛି ଯେ ଏହା ଫଳରେ ଶୀତ ଡରିଯାଇ ତାଙ୍କର ଶରଣରେ ପଶେ ଏବଂ…

 ଆଜି ପବିତ୍ର ହେରା ପଞ୍ଚମୀ : ଶ୍ରୀଜିଉଙ୍କ ରଥ ଭାଙ୍ଗିବେ ଅଭିମାନିନୀ ମହାଲକ୍ଷ୍ମୀ, ଜାଣନ୍ତୁ କଣ ରହିଛି ଆଜିର…

ଆଜି ହେରା ପଞ୍ଚମୀ । ରଥଯାତ୍ରାରେ ମହାପ୍ରଭୁ ଜଗନ୍ନାଥ ମାଆ ଲକ୍ଷ୍ମୀଙ୍କୁ ସାଙ୍ଗରେ ଆଣି ନଥିବାରୁ ଅଭିମାନ କରି ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଥିବା ରଥକୁ ଭାଙ୍ଗିବେ । ବାହୁଡା ଯାଏ ଚତୁର୍ଦ୍ଧା ମୂର୍ତ୍ତି ଗୁଣ୍ଡିଚା ମନ୍ଦିର ଜନ୍ମବେଦୀରେ ରହିବେ । ଭକ୍ତ ପାଇଲେ ଆଡପ ଅବଢା । ମହାପ୍ରଭୁ…

ଶ୍ରୀମନ୍ଦିରରେ ରୁକ୍ମିଣୀ ହରଣ ଓ ମହାପ୍ରଭୁଙ୍କ ଚମ୍ପକ ଦ୍ବାଦଶୀ ନୀତି

ପୁରୀ : ପରମ୍ପରା ଅନୁଯାୟୀ ରୁକ୍ତିଣୀ ବିବାହ ଅର୍ଥାତ ଜ୍ୟେଷ୍ଠ ଶୁକ୍ଳ ପକ୍ଷ ଦ୍ବାଦଶୀ ତିଥିରେ ମହାପ୍ରଭୁଙ୍କ ଗୁଆଲି ଉତ୍ସବ ଅନୁଷ୍ଠିତ ହୋଇଥାଏ । ଶ୍ରୀମନ୍ଦିରରେ ସକାଳ ଧୂପ ଓ ଭୋଗ ମଣ୍ଡପ ନୀତି ସରିବା ପରେ ବର କନ୍ୟା ବେଶରେ ସଜ୍ଜିତ ମଦନମୋହନ ଓ ଶ୍ରୀଦେବୀ ଆଜ୍ଞାମାଳ ପାଇ ପାଲିଙ୍କିରେ…

ଶ୍ରୀମନ୍ଦିରରେ ଆଜି ରାଜେନ୍ଦ୍ରଭିଷେକ ନୀତି

ଜ୍ୟେଷ୍ଠ ଶୁକ୍ଳ ଦଶମୀ ଦିନ ଶ୍ରୀମନ୍ଦିରରେ ରାଜେନ୍ଦ୍ରଭିଷେକ ନୀତି ପାଳନ କରାଯାଇଥାଏ । ଏହି ଦିନ ସନ୍ଧ୍ୟାଧୂପ ନୀତି ବଢ଼ିଲା ପରେ ଶ୍ରୀମଦନମୋହନ ଆଜ୍ଞା ମାଳ ପାଇ ଭୋଗ ବାଟ ଗଣେଶଙ୍କ ଠାରେ ପଡିଥିବା ଖଟ ଉପରେ ବିଜେ ହୁଅନ୍ତି। ଏହାପରେ ଭିତର ଶୋଧ ଜୟ ବିଜୟ ଦ୍ୱାର ବାନ୍ଦ ହୋଇ ଜଗମୋହନ କୁ…

ଐତିହ୍ୟ ଗ୍ରାମ ରଘୁରାଜପୁରରେ ପଟ୍ଟଚିତ୍ର ଶିଳ୍ପୀଙ୍କୁ ସରକାରୀ ସହାୟତା

ପୁରୀ : ପୁରୀ ଜିଲ୍ଲାର ଶିଳ୍ପୀଗ୍ରାମ ରଘୁରାଜପୁରରେ ଦେଖିବାକୁ ମିଳିଛି ନିଆରା ଚିତ୍ର । ନିଜ ନିଜ ଘର ଦୁଆର କାନ୍ଥରେ ଶିଳ୍ପୀମାନେ ପାରମ୍ପରିକ ଚିତ୍ରକଳା ଆଙ୍କିବାରେ ବ୍ୟସ୍ତ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନବକଳେବର, ଶ୍ରୀକୃଷ୍ଣ ଲୀଳା, ଗିରି ଗୋବର୍ଦ୍ଧନ ପୂଜା, ରଥଯାତ୍ରା ସହ କୋଭିଡ…

ଶ୍ରୀମନ୍ଦିରରେ ଗଜ ଉଦ୍ଧାରଣ ବେଶ

ଆଜି ପବିତ୍ର ମାଘ ପୂର୍ଣ୍ଣିମା । ଏହି ତିଥିରେ ଶ୍ରୀମନ୍ଦିରର ରତ୍ନ ସିଂହାସନାରୂଢ଼ ଶ୍ରୀଜିଉମାନେ ମନୋଜ୍ଞ ଗଜ ଉଦ୍ଧାରଣ ବେଶରେ ଶୋଭାୟମାନ ହୁଅନ୍ତି । ମନେପଡେ ଭକ୍ତ ସାଲବେଗଙ୍କ ସେହି ପ୍ରସିଦ୍ଧ ଭଜନରୁ - ''ହେ ନୀଳ ଶଇଳ-ପ୍ରବଳ-ମତ୍ତ ବାରଣ ମୋ ଆରତ-ନଳିନୀ ବନକୁ କର ଦଳନ ।। ଗଜରାଜ…

ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ନବାଙ୍କ ବେଶ

ପୁରୀ: ମକର ସଂକ୍ରାନ୍ତି ପୂର୍ବଦିନ ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥଙ୍କର ନବାଙ୍ଗ ବେଶ ସହ ଚାଉଳ ମେଳାଣ ଓ ଫୁଲ ମେଳାଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସନ୍ଧ୍ୟା ଆଳତୀ ବେଶରେ ମାଳଚୂଆ ଖୁଣ୍ଟିଆ ଓ ପୁଷ୍ପାଳକ ସେବକମାନେ ଏହି ବେଶ ସମ୍ପାଦନ କରିଥାନ୍ତି । ଏହି ଦିନ ବଡ ସିଂହାର ବେଶରେ ସୋଲ ଓ…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ନୀତି

(ପ୍ରଭୁ ଶ୍ରୀଜଗନ୍ନାଥଙ୍କ ପହିଲି ଭୋଗ ନେଇ ସ୍ବତନ୍ତ୍ର ଉପସ୍ଥାପନା) ବିଶ୍ୱ ପ୍ରସିଦ୍ଧ ଶ୍ରୀଜଗନ୍ନାଥ ମନ୍ଦିରରେ ସକଳ ପ୍ରକାର ନୀତି, ପର୍ବ ପର୍ବାଣି, ଉତ୍ସବ ଇତ୍ୟାଦି ବର୍ଷର ବିଭିନ୍ନ ସମୟରେ ପାଳିତ ହେବା ସଙ୍ଗେ ସଙ୍ଗେ ଅନେକ ପ୍ରକାର ଭୋଗ ଦ୍ରବ୍ୟ ପ୍ରସ୍ତୁତ ହୋଇ ରତ୍ନସିଂହାସନରେ ଅଧିଷ୍ଠିତ…

ଶ୍ରୀମନ୍ଦିରରେ ଆଜିଠୁ ଦୀପାବଳୀ ନୀତି

(ଦୀପାବଳୀ ନୀତିର ପ୍ରଥମ ଦିନ )  କୃଷ୍ଣ ପକ୍ଷେ ଚତୁର୍ଦ୍ଦଶ୍ୟାଂ ତ୍ରିକାଳର୍ଚ୍ଚାବସାନତଃ । ବୃକ୍ଷ ତଣ୍ଡୁଳ କୁଯ୍ୟାତ୍ତନ୍ମଧ୍ୟେ ଘୃତୈଯୁର୍ତାନ । ଆଜି ପବିତ୍ର ଦେବ ଦୀପାବଳୀ ମହାପ୍ରଭୁ ଶ୍ରୀଜଗନ୍ନାଥ ମାନବମାନଙ୍କ ଭଳି ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିନି ଦିନ ଦୀପଦାନ କରନ୍ତି । ମାର୍ଗଶୀର…

ମାର୍ଗଶୀର ଗୁରୁବାର ମାଣବସା ଓଷା

(ମାଣବସାକୁ କୁମାର ଭୀମସେନଙ୍କ ସ୍ବତନ୍ତ୍ର ଉପସ୍ଥାପନା) ମାଣବସା ଓଷା ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର…