Latest Odisha News

BREAKING NEWS

ମାନବିକତା ଆଗରେ ଫିକା ପଡିଲା ରକ୍ତ ସଂପର୍କ !

ବୁଗୁଡା: ଆଜି ବି ବଂଚିଛି ମାନବିକତା । ଏହି ଧାଡିଟିକୁ ଲେଖିବା, ପଢିବା କିମ୍ବା କାହାକୁ କହିବା ବେଶ ସହଜ । ହେଲେ ତାକୁ ସତ ପ୍ରମାଣିତ କରିବା ଅନେକଙ୍କ ପକ୍ଷେ ଅସମ୍ଭବ । ତେବେ ମାନବିକତାର ଏକ ଜ୍ୱଳନ୍ତ ଉଦାହରଣ ବ୍ରହ୍ମପୁର ବୁଗୁଡାର ଚିରିକିପଡା ଗାଁରେ ସାମ୍ନାକୁ ଆସିଛି । ଚିରିକିପଡା…

ବୁଗୁଡ଼ାରେ ଘର ଘର ବୁଲି ସ୍ୱାସ୍ଥ୍ୟ ପରୀକ୍ଷା କଲେ ସ୍ୱାସ୍ଥ୍ୟକର୍ମୀ

ବୁଗୁଡ଼ା: ଗଞ୍ଜାମ ଜିଲ୍ଲାରେ ଜିଲ୍ଲା ପ୍ରଶାସନର ନିର୍ଦ୍ଦେଶକ୍ରମେ ସ୍ୱାସ୍ଥ୍ୟକର୍ମୀମାନେ ଘରକୁ ଘର ବୁଲି ସ୍ୱାସ୍ଥ୍ୟ ପରୀକ୍ଷା ଆରମ୍ଭ କରିଛନ୍ତି । ବୁଗୁଡ଼ାରେ ମଧ୍ୟ ସ୍ୱାସ୍ଥ୍ୟକର୍ମୀମାନେ ଘରେ ଘରେ ସ୍ୱାସ୍ଥ୍ୟ ପରୀକ୍ଷା କରିଛନ୍ତି । ବୁଗୁଡ଼ାରେ ସୋମବାର ଦିନ ଠାରୁ କର୍ମଚାରୀବୃନ୍ଦ ଘରକୁ ଘର…

ବିମାନ ଯୋଗେ ଆସାମରୁ ଫେରିଲେ ୭୦ ପ୍ରବାସୀ ଶ୍ରମିକ

ବୁଗୁଡା: ଗଞ୍ଜାମ ଜିଲ୍ଲାର ୭୦ ଶ୍ରମିକ ଆସାମରେ ଫସି ରହିଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହସ୍ତକ୍ଷେପ ପରେ ସ୍ୱତନ୍ତ୍ର ବିମାନ ଯୋଗେ ଜୁନ ୩ ତାରିଖ ରାତ୍ରରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି। ଗଞ୍ଜାମ ଜିଲ୍ଲାର ୭୦ ଜଣ ଶ୍ରମିକ ଆସାମରେ ଫସି ରହିଥିବା ଖବର ପୋଲସରା…

ତାମିଲନାଡୁରୁ ନିଜ ଗାଁ’ରେ ପହଞ୍ଚିଲା ପ୍ରବାସୀ ଓଡ଼ିଆ ଶ୍ରମିକ ତ୍ରିନାଥଙ୍କ ମରଶରୀର

ବୁଗୁଡା: ଗଞ୍ଜାମ ଜିଲ୍ଲା ବୁଗୁଡା ବ୍ଲକ ଖୋଳଖାଳି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବେଠିଆ ବୋରଦା ଗ୍ରାମର ତ୍ରିନାଥ ମହାରଣା (୭୬)ଙ୍କ ମରଶରୀର ତାମିଲନାଡୁରୁ ନିଜ ଗ୍ରାମ ବେଠିଆ ବରଦାରେ ୨୫ ତାରିଖ ସକାଳେ ପହଞ୍ଚିଥିବା ଜଣାପଡିଛି। ଘଟଣା କ୍ରମରେ ସ୍ବର୍ଗତ ତ୍ରିନାଥ ମହାରଣାଙ୍କ ସମେତ ୧୬ ଜଣ ଓଡ଼ିଆ…

ବୁଗୁଡା ବ୍ଲକର ବିଭିନ୍ନ ଅସ୍ଥାୟୀ ସଙ୍ଗରୋଧ କେନ୍ଦ୍ରରୁ ୨୫୧ ଜଣ ଫେରିଲେ ଘରକୁ

ବୁଗୁଡା: ଗଞ୍ଜାମ ଜିଲ୍ଲା ବୁଗୁଡା ବ୍ଲକର ବିଭିନ୍ନ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ସଙ୍ଗରୋଧରେ ଥିବା ୨୫୧ ଜଣ  ବ୍ୟକ୍ତି ଘରେ ପହଞ୍ଚିଛନ୍ତି । ପ୍ରଶାସନ ପକ୍ଷରୁ  ମଇ ୨୨ ତାରିଖ ସନ୍ଧ୍ୟା ସୁଦ୍ଧା ନିଜ ଘରେ ଛଡ଼ା ଯାଇଥିବା ବେଳେ ଦୁଇ ସପ୍ତାହ ନିଜ ଘରେ ସଙ୍ଗରୋଧରେ ରହିବାବୁ ପରାମର୍ଶ…