Latest Odisha News

BREAKING NEWS

ପୁରୀରୁ ୨.୩୬ଲକ୍ଷ ଟଙ୍କାର କୋରେକ୍ସ ଜବତ, ୧୨ ଗିରଫ

ପୁରୀ: ପୁରୀର ବିଭିନ୍ନ ସ୍ଥାନରେ ପୋଲିସ ଆଜି ଚଢଉ କରି ୨୧୪୯ ବୋତଲ କୋରେକ୍ସ ଜବତ କରିଛି । ଏହାର ଆନୁମାନିକ ମୂଲ୍ୟ ୨ ଲକ୍ଷ ୩୬ ହଜାର ୩୯୦ ଟଙ୍କା ହେବ ବୋଲି ଜଣାପଡିଛି । ଏଥି ସହ ଏହି ଘଟଣାରେ ପୋଲିସ ୧୨ ଜଣଙ୍କୁ ଗିରଫ କରିଛି । ମିଳିଥିବା ସୂଚନା ଅନୁଯାୟୀ, ପୋଲିସ ବାସେଳୀ ସାହିରୁ…

ଆଜିଠାରୁ ଦୁଇଦିନିଆ ବ୍ୟାଙ୍କ ଧର୍ମଘଟ

ଭୁବନେଶ୍ୱର: ବ୍ୟାଙ୍କ ଘରୋଇକରଣକୁ ବିରୋଧ କରି ୟୁନାଇଟେଡ୍ ଫøାରମ୍ ଅଫ୍ ବ୍ୟାଙ୍କ ୟୁନିଅନ(ୟୁବିଏଫ୍‌ୟୁ) ପକ୍ଷରୁ ଆଜି ଓ ଆସନ୍ତାକାଲି ଧର୍ମଘଟ ଡାକରା ଦିଆଯାଇଛି । ତେଣୁ ନଅଟି ବ୍ୟାଙ୍କ କର୍ମଚାରୀ ସଂଘ ଓ ଅଧିକାରୀ ସଂଘ ଆଜିର ଧର୍ମଘଟରେ ସାମିଲ ହୋଇଛନ୍ତି । ଦେଶବ୍ୟାପୀ ପ୍ରାୟ ୧୦ ଲକ୍ଷରୁ…

ଏମଏସ୍‌ଏମଇ ବାଣିଜ୍ୟ ମେଳାରେ ମନ ମୋହିଲା ମୌସୁମୀଙ୍କ ହାତ ତିଆରି ଚକୋଲେଟ୍ ଓ ମିଠା ଦହି

ଭୁବନେଶ୍ୱର: ଚଳିତ ବର୍ଷ ଏମଏସ୍‌ଏମ୍‌ଇ ବାଣିଜ୍ୟ ମେଳାରେ ୩୬ ନମ୍ବର ଷ୍ଟଲରେ ଦେଖିବାକୁ ମିଳିଥିଲା ଭିଡ । ଷ୍ଟଲରେ ମିଳୁଥିଲା ହାତ ତିଆରି ଚକୋଲେଟ୍ ଓ ମିଠା ଦହି । ଯାହାକୁ ଖାଇବା ପାଇଁ ଲୋକଙ୍କ ମଧ୍ୟରେ ବେଶ୍ ଆଗ୍ରହ ଦେଖିବାକୁ ମିଳିଥିଲା । ଏହି ଷ୍ଟଲର ମାଲିକ ଥିଲେ ମୌସୁମୀ ପଟ୍ଟନାୟକ ।…

ଗୀତାଙ୍କ ବଜ୍ର ଶପଥ: ଆଉ ହେବନି ବାଲ୍ୟ ବିବାହ

(ମହିଳା ଦିବସ ଅବସରରରେ ‌ସ୍ୱତନ୍ତ୍ର ଆଲେଖ୍ୟ) ସୋନପୁରର ସୁନବୋହୂ ଗୀତାଞ୍ଜଳି । ଯେବେ ବୟସ ପୂର୍ବରୁ କିଏ ସିନ୍ଦୁର ପିନ୍ଧେ । ଯେବେ ସମୟ ପୂର୍ବରୁ କାହାର ସାହାନାଈ ବାଜେ । ଯେବେ କଅଁଳ ହାତରେ ହାତଘଣ୍ଟି ପଡ଼େ । ଗୀତାଞ୍ଜଳିଙ୍କ ମନ ଅଥୟ ହୋଇଯାଏ । ସଂସାରକୁ ବୁଝିବା ପୂର୍ବରୁ ଘରସଂସାର…

ବସ୍ତି ପାଇଁ ବବିତା ଦିଦି…

(ମହିଳା ଦିବସ ଅବସରରରେ ‌ସ୍ୱତନ୍ତ୍ର ଆଲେଖ୍ୟ) ଭୁବନେଶ୍ୱର: ସେ ସାଜିଛନ୍ତି ବସ୍ତିର ବିଦ୍ୟାଦାତ୍ରୀ, ସେ ପୁଣି ବନିଛନ୍ତି ସେବାର ଦେବୀ । ବସ୍ତିବାସିନ୍ଦାଙ୍କ ସୁଖ ଦୁଃଖର ସାଥୀ ହୋଇଛନ୍ତି ବବିତା ଦିଦି । ଭୁବନେଶ୍ୱରର ବିଭିନ୍ନ ବସ୍ତି ଲୋକଙ୍କ ପାଇଁ ଆଗ ଡାକରା ନାଁ ବବିତା । ସେ…

ଅସହାୟ ମହିଳାଙ୍କ ପାଇଁ ଆଶାର କିରଣ ସାଜିଛନ୍ତି ଆନନ୍ଦିନୀ : ପାଲଟିଛନ୍ତି ଜଟିଳ ଜୀବନର ସରଳ ସୂତ୍ରଧର

(ମହିଳା ଦିବସ ଅବସରରରେ ‌ସ୍ୱତନ୍ତ୍ର ଆଲେଖ୍ୟ) ଝାରସୁଗୁଡା: ଦିନେ ସୀତାଙ୍କୁ ଦେବାକୁ ପଡିଥିଲା ଅଗ୍ନିପରୀକ୍ଷା । ଅପମାନିତ ହେବାକୁ ପଡିଥିଲା ଦ୍ରୋପଦୀଙ୍କୁ । କୁନ୍ତିଙ୍କୁ ବି ନିଜ ରକ୍ତର ପୁଅ କର୍ଣ୍ଣଙ୍କ ପାଖରୁ ସହିବାକୁ ପଡିଥିଲା ଅଭିମାନ । ଏବେ ତ ବଦଳି ଯାଇଛି ସମୟ । ବଦଳି ଯାଇଛି…

ଜାଣନ୍ତୁ, କେମିତି କଟିବ ଆଜିର ଦିନ…

ଆଜିର ରାଶିଫଳ ତା ୧-୩-୨୦୨୧ ସୋମବାର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ମସିହା ମାର୍ଚ୍ଚ ମାସ ୧ତାରିଖ ସୋମବାର କୁମ୍ଭ ୧୮ ଦିନ ଫାଲଗୁନ ମାସ କୃଷ୍ଣପକ୍ଷ ଦ୍ଵିତୀୟା ଭୁକ୍ତ ତୃତୀୟା ତିଥି ହସ୍ତା ନକ୍ଷତ୍ର କନ୍ୟା ଚନ୍ଦ୍ର ଆଜିର ଘାତ ବାର- ମିଥୁନ ରାଶିର ଆଜିର ଘାତ ଚନ୍ଦ୍ର- ବୃଷ ରାଶି…

ଉତ୍କଳ- ପ୍ରତିଟି ଓଡ଼ିଆ ପ୍ରାଣର ପ୍ରତିଧ୍ୱନି

(ମାତୃଭାଷା ଦିବସ ଅବସରରେ ସ୍ୱତନ୍ତ୍ର ଆଲେଖ୍ୟ) ଓଡ଼ିଆ – କେବଳ ଏକ ଭାଷା ନୁହେଁ , ଏହା ପ୍ରତିଟି ଓଡ଼ିଆଙ୍କ ଛାତି ତଳେ ଚାପି ରହିଥିବା ସେହି ଅଖଣ୍ଡ ଶକ୍ତିଟିଏ । ଐକ୍ୟ ଓ ଅଖଣ୍ଡତାର ସମାହାରରେ ପୁଷ୍ପିତ , ଆର୍ଯ୍ୟରଷିମାନଙ୍କ ଉଦରା ମାନବିକତାର ଏକ ଶ୍ରେଷ୍ଠ ଉଚ୍ଚାରଣ ବସୁଧୈବ କୁଟୁମ୍ବକମ,…

ଛଉନୃତ୍ୟ ପ୍ରେମରେ କଲମ୍ବିଆର ନୃତ୍ୟଶିଳ୍ପୀ କେରୋଲିନା

ବାରିପଦା : ମୟୂରଭଞ୍ଜର ଐତିହ୍ୟସମ୍ପନ୍ନ ଛଉନୃତ୍ୟ ଦେଶ ବିଦେଶରେ ବେଶ୍ ଲୋକପ୍ରିୟ । ଅନେକ ବିଦେଶୀ ବି ଏହାର ପ୍ରେମରେ ପଡିଯାନ୍ତି । ଏମିତି ଜଣେ ବିଦେଶୀନି ହେଉଛନ୍ତି କଲମ୍ବିଆର କେରୋଲିନା ପ୍ରାଦା । କରୋଲିନା ଜଣେ ଛଉନୃତ୍ୟ ଶିଳ୍ପୀ ଭାବେ ବେଶ୍ ନାଁ କରିଛନ୍ତି । କରୋନା ଯୋଗୁଁ ସରକାର…

ବ୍ରିସବେନ ବିଜୟ ନେଇ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ବ୍ରିସବେନ ବିଜୟ ସହ ଟିମ୍ ଇଣ୍ଡିଆ ଇତିହାସ ରଚିଛି । ସାରା ଦେଶ ଏଥି ପାଇଁ ଉତ୍ସବ ମନାଉଛି । ଆଉ ଟିମ୍ ଇଣ୍ଡିଆକୁ ଏହି ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେ ଲେଖିଛନ୍ତି ଯେ, 'ଅଷ୍ଟ୍ରେଲିଆରେ ଭାରତର ବିଜୟକୁ ନେଇ ସମସ୍ତେ ଖୁସିର ବିଭୋର ।…