Latest Odisha News

BREAKING NEWS

ଗୋଟେ ଚେଇଁ ଉଠୁଥିବା ରାତି…

ବିଡାଏ ଦରଶୁଖିଲା ଘାସ ନେଇ ବଉଳ ଗଛ ମୂଳେ ପକେଇଦେଲା ମକୁ, ଯେଉଁଠି ଦିନସାରା ଝୁମୁରି ବନ୍ଧା ହୁଏ । ଶୁଖିଲା ହୋଇଥାଏ ବୋଲି ଘାସ ଉପରେ ବ୍ରାହ୍ମଣ ମନ୍ତ୍ରପାଣି ଛିଞ୍ଚିଲା ପରି ପାଣି ଅଞ୍ଜୁଳେ ବୁଣିଦେଲା । ଗୁହାଳରୁ ଝୁମୁରିକୁ ଆଉ ତା ସହିତ କିଛିଦିନ ତଳେ ଜନ୍ମିଥିବା କଅଁଳା ଅଣ୍ଡିରା…