Latest Odisha News

BREAKING NEWS

ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା: ତିନି ରଥରେ ’ଛେରାପହଁରା’ ନୀତି କରୁଛନ୍ତି ଗଜପତି ମହାରାଜା

ପୁରୀ: ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଘୋଷଯାତ୍ରା ପାଇଁ ଚଳଚଚଞ୍ଚଳ ଶ୍ରୀକ୍ଷେତ୍ର । ଦୀର୍ଘ ଦୁଇ ବର୍ଷ ପରେ ଭକ୍ତ ଓ ଭଗବାନଙ୍କ ଅପୂର୍ବ ମିଳିନ ହେଉଥିବାରୁ ବାଡ଼ଦାଣ୍ଡରେ ଲକ୍ଷାଧିକ ଲୋକଙ୍କ ଜନସମାଗମ । ତେବେ ଆଜି ସକାଳୁ ତିନି ଠାକୁର ଧାଡ଼ି ପହଣ୍ଡିରେ ଆସି ରଥାରୁଢ଼ ହେବା ପରେ ତିନି…

ରଥ ପ୍ରସ୍ତୁତ, ପଥ ପ୍ରସ୍ତୁତ ..ଭଗବାନଙ୍କ ଅପେକ୍ଷାରେ ଭକ୍ତ

ପୁରୀ : ଆଉ କେଇ ଘଣ୍ଟା ପରେ ରତ୍ନ ସିଂହାସନ ଛାଡି ବଡଦାଣ୍ଡକୁ ଓହ୍ଲାଇ ଆସିବେ ମହାପ୍ରଭୁ । ଭାଇ ଭଉଣୀଙ୍କୁ ସାଙ୍ଗରେ ନେଇ ରଥରେ ବସି ଗୁଣ୍ଡିଚା ମନ୍ଦିରକୁ ଯିବେ । ସକାଳ ୯ଟା.୩୦ରୁ ୧୨ଟା ୩୦ ମଧ୍ୟରେ ହେବ ଶ୍ରୀଜୀଉଙ୍କ ଧାଡ଼ି ପହଣ୍ଡି । ଦିନ ୨ଟାରୁ ୩ଟା ମଧ୍ୟରେ ଛେରାପହଁରା କରିବେ ଗଜପତି ।…

ମହାପ୍ରଭୁଙ୍କ ନବଯୌବନ ବେଶ ଦର୍ଶନ କଲେ ଭକ୍ତ

ପୁରୀ: କରୋନା ଥମିଗଲା। ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଦୀର୍ଘ ଦୁଇ ବର୍ଷ ପରେ ବଡ଼ ଦାଣ୍ଡକୁ ଆସିବେ ମହାପ୍ରଭୁ । ଏବେ ଶ୍ରୀଜିଉଙ୍କ ନବଯୌବନ ଦର୍ଶନ। ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼। ମହାପ୍ରଭୁଙ୍କ ନବଯୌବନ ବେଶ ଦେଖି ଆତ୍ମହରା ହୋଇପଡ଼ୁଛନ୍ତି ଶ୍ରଦ୍ଧାଳୁ । ଅଣସର ପରେ ମହାବାହୁଙ୍କୁ ଦର୍ଶନ କରି କୃତାର୍ଥ…

[ଦେଖନ୍ତୁ ଭିଡିଓ] ଅନବସର ପରେ ଭକ୍ତଙ୍କୁ ଦର୍ଶନ ଦେବେ ମହାବାହୁ । ସୁୁରକ୍ଷା ଉପରେ ଗୁରୁତ୍ୱ

 ପୁରୀ : ଆସନ୍ତାକାଲି ପବିତ୍ର ନବଯୌବନ ଦର୍ଶନ। ୧୫ଦିନର ଅନବସର ପରେ ଭକ୍ତଙ୍କୁ ଦର୍ଶନ ଦେବେ ମହାବାହୁ। ସକାଳ ୮ଟାରୁ ୯ଟା ପର୍ଯ୍ୟନ୍ତ ଟିକେଟ ଦର୍ଶନ ପରେ ୯ ଟାରୁ ୧୦.୩୦ ପର୍ଯ୍ୟନ୍ତ ହେବ ସର୍ବସାଧାରଣ ଦର୍ଶନ। ଏହାଛଡା ରାତି ସାଢେ ବାରଟା ପର୍ଯ୍ୟନ୍ତ ବିଭିନ୍ନ ସମୟରେ ସର୍ବସାଧାରଣ ଦର୍ଶନ ପାଇଁ…

[ଦେଖନ୍ତୁ ଭିଡିଓ] ଶ୍ରୀମନ୍ଦିରରେ ବନକଲାଗି, ବୁଧବାର ମହାପ୍ରଭୁଙ୍କ ନବଯୌବନ ଦର୍ଶନ

ପୁରୀ : ଅନବସରର ଚତୁର୍ଦ୍ଦଶୀ ତିଥିରେ ମହାପ୍ରଭୁଙ୍କ ଖଡି ପ୍ରସାଦ ବିଜେ ସହ ବନକଲାଗି ନୀତି ଆରମ୍ଭ ହୋଇଛି । ମହାପ୍ରଭୁଙ୍କୁ ଲାଗି ହୋଇଥିବା ଖଡିପ୍ରସାଦ ଦଇତାପତି ଓ ଦତ୍ତମହାପାତ୍ର ସେବାୟତମାନେ ରୂପା ଥାଳିରେ ଆଣି ଗଜପତିଙ୍କୁ ଅର୍ପଣ କରିଛନ୍ତି । ଏହା ସହ ଦତ୍ତ ମହାପାତ୍ର ସେବାୟତମାନେ…

ସୁସ୍ଥ ହେଲେ ମହାପ୍ରଭୁ, ଦଶମୂଳ ଔଷଧ ସେବନ କରି ଲାଭ କଲେ ଆରୋଗ୍ୟ

ପୁରୀ: ସୁସ୍ଥ ହେଲେ ମହାପ୍ରଭୁ । ସ୍ନାନପୂର୍ଣ୍ଣିମା ୧୦୮ ଗରା ସୁବାସିତ ଜଳରେ ସ୍ନାନ କରି ଜ୍ୱରରେ ପୀଡ଼ିତ ଥିବା ମହାପ୍ରଭୁ ସୁସ୍ଥ ହୋଇଛନ୍ତି । ଦଶମୀରେ ଚକାବିଜେ ଅନୁଷ୍ଠିତ ହୋଇଥିବାବେଳେ ରାଜବୈଦ୍ୟଙ୍କ ପ୍ରସ୍ତୁତ ଦଶମୂଳ ଔଷଧ ସେବନ କରି ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି ମହାବାହୁ । ଏହି…

[ଦେଖନ୍ତୁ ଭିଡିଓ] ଶ୍ରୀଜିଉଙ୍କ ଅଣସର ଘରେ ଖଳି ଲାଗି ନୀତି

ପୁରୀ: ସମ୍ପୂର୍ଣ୍ଣ ସୁସ୍ଥ ହେବେ ମହାପ୍ରଭୁ । ଆଜି ଖଳି ଲାଗି ଏକାଦଶୀ । ଶ୍ରୀଜିଉଙ୍କ ଅଣସର ଘରେ ଖଳି ଲାଗି ନୀତି ସମ୍ପାଦନ କରିବେ ଦଇତାପତି ସେବାୟତ । ଶ୍ରୀବିଗ୍ରହଙ୍କୁ ଆଜି ଏକାଦଶୀ ତିଥିରେ ଖଳି ଲାଗିରେ ଦଶମୂଳ ଔଷଧ ଲାଗି କରାଯିବା ସହ ତୁଳସୀ ଓ ବିଭିନ୍ନ ରଙ୍ଗୀନ ପୁଷ୍ପ ଲାଗି କରାଯିବାର…

[ଦେଖନ୍ତୁ ଭିଡିଓ] ବିଶ୍ୱସ୍ତରୀୟ ହେବ ପୁରୀ ରେଳ ଷ୍ଟେସନ, ରଥଯାତ୍ରା ପାଇଁ ଗଡ଼ିବ ୨ ଶହ ଟ୍ରେନ୍

ପୁରୀ: ଖୁବଶୀଘ୍ର ପୁରୀ ରେଳ ଷ୍ଟେସନ ହେବ ବିଶ୍ୱସ୍ତରୀୟ । ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁରୀ ଗସ୍ତରେ ଆସି ଏହି ସୂଚନା ଦେଇଛନ୍ତି । ପୁରୀ ଷ୍ଟେସନକୁ ବିଶ୍ୱସ୍ତରୀୟ କରିବା ପାଇଁ ୩୬୪ କୋଟି ଟଙ୍କାର ଟେଣ୍ଡର ହୋଇଛି । ଆଉ ୨ ମାସ ମଧ୍ୟରେ କାମ ଆରମ୍ଭ ହେବ ବୋଲି କହିଛନ୍ତି ରେଳ ମନ୍ତ୍ରୀ ।…

[ଦେଖନ୍ତୁ ଭିଡିଓ] ଜ୍ୱରରୁ ଉପଶମ ପାଇଁ ମହାପ୍ରଭୁଙ୍କୁ ଫୁଲୁରୀ ତେଲ ଲାଗି

ପୁରୀ : ସ୍ନାନ ପୂର୍ଣ୍ଣିମାରେ ଅତ୍ୟଧିକ ସୁବାସିତ ଜଳରେ ସ୍ନାନ କରି ଜ୍ୱରରେ ପିଡିତ ଚତୁର୍ଦ୍ଧା ମୁର୍ତ୍ତି । ଅଣସର ଘରେ ଦଇତାପତି ଓ ପତିମହାପାତ୍ର ସେବକମାନେ ନିଷ୍ଠାର ସହ ମହାପ୍ରଭୁଙ୍କୁ ଆୟୁର୍ବେଦୀୟ ଉପଚାର କରୁଛନ୍ତି। ଏବେ ମହାପ୍ରଭୁଙ୍କୁ ଗରମ ଚିକିତ୍ସା କରାଯାଉଥିବା ବେଳେ ଆଜି…

ସ୍ନାନବେଦୀରେ ଶ୍ରୀଜିଉ, ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ

ପୁରୀ: ଆଜି ଜ୍ୟେଷ୍ଠ ମାସର ପବିତ୍ର ପୂର୍ଣ୍ଣମୀ ତିଥି ।  ସ୍ନାନ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାବାହୁ । ଆଜି  ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ଶ୍ରୀଜିଉ । ଏଥିପାଇଁ ବିଳମ୍ବିତ ରାତିରୁ ଆରମ୍ଭ ହୋଇଛି ସ୍ବତନ୍ତ୍ର ନୀତିକାନ୍ତି  । ରାତି ୩ଟା ୩୦ରୁ ମଙ୍ଗଳାର୍ପଣ ହୋଇ ୪ଟାରୁ…