Latest Odisha News

ମିହିର ଦାସଙ୍କ ସାମ୍ବାଦିିକତା ଆଉ ‘କିନ୍ତୁ’ : ‘ଚିତ୍ର ଲହରୀ’

ଛାୟାଲିପି : ଭାଗ ସତର  ମିହିର ଦାସ ଚାଲିଗଲେ ଆଜି ! ଆଜି ଘୋର ଦୁର୍ଦ୍ଦିନରେ, ତାଙ୍କୁ ସ୍ମରଣ କରି କେତେକେତେ ଶ୍ରଦ୍ଧାଞ୍ଜଳି ଓ ଶୋକାଞ୍ଜଳି ଅର୍ପଣ ହୋଇଛି, କେତେ କେତେ ଧାର ଲୁହରେ ଓଦା ହୋଇଛି ଛାତି ଆଉ ମନ, କେତେ କେତେ ଦୀର୍ଘଶ୍ୱାସରେ ଉନ୍ମନା ହୋଇଛି କେତେ ହୃଦୟ ତା’ର ଇୟତ୍ତା ନାହିଁ ।…

‘ଇନ୍ଦ୍ରଧନୁ’ର ନବରଙ୍ଗ ଚଳଚ୍ଚିତ୍ର ଅବୋଲକରା କାହାଣୀ

ଛାୟାଲିପି: ଭାଗ ଷୋହଳ  ‘ଇନ୍ଦ୍ରଧନୁ’ ଚଳଚ୍ଚିତ୍ର ପତ୍ରିକାରେ କେବଳ ଚଳଚ୍ଚିତ୍ର ଭିତ୍ତିକ ଖବର କି ଆଲୋଚନା କି ଭିତିରି କଥା ନଥିଲା, ଆହୁରି ଥିଲା ‘ସମୟ ସ୍ରୋତ’ ଶୀର୍ଷକରେ ରାଜନୀତି ଚର୍ଚ୍ଚା, ‘ଭାଗ୍ୟଲିପି’ ଶିରୋନାମାରେ ରାଶିଫଳ, ‘ସାମାନ୍ୟ ସମ୍ବାଦ ଓ ଅସାମାଡ଼୍ୟ ତଡ଼ିତ୍‌’ ନାମରେ ଖେଳ…

‘ଇନ୍ଦ୍ରଧନୁ’ ପଛରେ ଜନ ସାହିତ୍ୟ

ଛାୟାଲିପି : ଭାଗ ୧୫  ପଚାଶ ଦଶକର ଶେଷ ଓ ଷାଠିଏ ଦଶକର ଆରମ୍ଭ ଭାଗରେ ଓଡ଼ିଆ ପତ୍ରପତ୍ରିକାର ବିଷୟ ଚୟନରେ କ୍ଷେତ୍ରରେ ଯେଉଁ ନୂଆ ଭାଗଟି ଯୋଡ଼ି ହେଲା ତାହା ହେଉଛି ଚଳଚ୍ଚିତ୍ର । ପଚାଶ ଓ ଷାଠିଏ ଦଶକରେ ଓଡ଼ିଆ ସାଂସ୍କୃତିକ ଚେତନାରେ ଓଡ଼ିଆ ଚଳଚ୍ଚିତ୍ର ନିଜର ଭାଗ ବସାଇବା ଆରମ୍ଭ କରିଥିଲା ।…

ଚିତ୍ରପୁରୀ : ଅର୍ଦ୍ଧେକ ଇନ୍ଦ୍ରଜାଲ, ଅର୍ଦ୍ଧେକ ଦ୍ୟୋତକ

ଭାଗ : ୧୪ ଏହା ଏହି ସ୍ତମ୍ଭରେ ‘ଚିତ୍ରପୁରୀ’ ସମ୍ବନ୍ଧିତ ଶେଷ ଲେଖା । ଚଳଚ୍ଚିତ୍ରର ଇନ୍ଦ୍ରଜାଲରେ ଛନ୍ଦି ହୋଇଥିବା ‘ଚିତ୍ରପୁରୀ’ର ସମ୍ପୂର୍ଣ୍ଣ କଲେବରରୁ ଅଧା ସାହିତ୍ୟ ଆଉ ଅଧା ଚଳଚ୍ଚିତ୍ର ବୋଲି ମୁଁ ଆଗରୁ କହିସାରିଛି । ଏଠି ସ୍ପଷ୍ଟ କରିଦିଏ ଯେ ଯେଉଁ ଅଧା କଳେବର ଚଳଚ୍ଚିତ୍ର ବିଷୟ…

ଚିତ୍ରପୁରୀ : ଲଘୁଧର୍ମୀ ସାହିତ୍ୟ ପାଇଁ ଛବି

ଭାଗ : ୧୩ ମୁଁ ସେହି ସମୟ କଥା କହୁଛି, ଯେତେବେଳେ ଚଳଚ୍ଚିତ୍ର ଥିଏଟର୍ ଟିକଟ ଝରକା ଆଗରେ ଲମ୍ବା ଧାଡ଼ି ଲାଗୁଥିଲା । ସେହି ସମୟର କଥା କହୁଛି ଯେତେବେଳେ ଚଳଚ୍ଚିତ୍ର ମୁକ୍ତିଲାଭ କରିବା ଆଗରୁ ଅଧିକାଂଶ କାନ୍ଥରେ ବିଜ୍ଞାପନ ମଡ଼ା ଯାଉଥିଲା । ଚଳଚ୍ଚିତ୍ର ମୁକ୍ତିଲାଭ କରିବା ଆଗରୁ ସେହି…

ଚିତ୍ରପୁରୀ : ୩ଟି ସୂତ୍ର

ଭାଗ : ୧୨ ବସନ୍ତ ପଟ୍ଟନାୟକଙ୍କ ପ୍ରକାଶିତ ଓ ସମ୍ପାଦିତ ‘ଚିତ୍ରପୁରୀ’ ପ୍ରକାଶନ ଓ ସମ୍ପାଦନା କ୍ଷେତ୍ରରେ ଯେଉଁସବୁ ନୂଆ ନୂଆ ଦିଗ ଉନ୍ମୁକ୍ତ କଲା, ସେଥିରୁ ଓଡ଼ିଆ ଚଳଚ୍ଚିତ୍ର ପତ୍ରିକାକୁ ଅବଦାନ ସମ୍ପନ୍ଧରେ ଅନ୍ତତଃ ତିନିଟି ପର୍ଯ୍ୟାୟରେ ଲକ୍ଷ୍ୟ କରିବାକୁ ହେବ । ଏକ: ପତ୍ରିକାର ଆକାର ଓ…

ଚିତ୍ରପୁରୀ : କେତେ ସିଧା କେତେ ଓଲଟା ? କେତେ ରଙ୍ଗ କେତେ ରୂପ?

ଭାଗ – ୧୧  ଓଡ଼ିଶାର ଘରେ ଘରେ ଯାହାର ଆଦର ବଢ଼ି ଚାଲିଛି ତା କ’ଣ ? ତା’ ହେଉଛି ଆପଣଙ୍କ ପ୍ରିୟ ପତ୍ରିକା ‘ଚିତ୍ରପୁରୀ’ । ଏହା ୧୯୬୬ ମସିହାର ଅକ୍‌ଟୋବର ମାସ ୨ ତାରିଖରେ ସମାଜରେ ପ୍ରକାଶିତ ବିଜ୍ଞାପନର ଲେଖା । ତୃତୀୟ ପୃଷ୍ଠାରେ ବିଜ୍ଞାପନ ପ୍ରକାଶିତ । ତତ୍କାଳୀନ ସର୍ବାଧିକ ପ୍ରସାରିତ…

ଚିତ୍ରପୁରୀ : ଅନାମ-ନାମ

ଭାଗ - ୧୦  ଏମିତି ଏକ ବିଚିତ୍ର ଶୀର୍ଷକ ଦେଖି ଆଶ୍ଚର୍ଯ୍ୟ ହୁଅନ୍ତୁ ନାହିଁ । ଓଡ଼ିଆ ଚଳଚ୍ଚିତ୍ରର ଅନ୍ୟତମ ପତ୍ରିକା ଏହା ହିଁ ଥିଲା । ଅନାମଙ୍କ ସଂପର୍କରେ ଛାପୁଥିଲା, ନାମ ବା ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସଂପର୍କରେ ବି ଛାପୁଥିଲା । ନିଜେ ସମ୍ପାଦକ ବିଭିନ୍ନ ତାରକାଙ୍କ ସହ ଛବି ଉଠାଇ…

ଛାୟାଲିପି : ଗଳ୍ପ ପରି ଲାଗେ, ଗଳ୍ପ ନୁହେଁ ମୋଟେ

ଭାରତରେ ଚଳଚ୍ଚିତ୍ରର ପ୍ରାରମ୍ଭିକ ସ୍ଥିତିରେ ବି ଷ୍ଟୁଡିଓର କାନ୍ଥ ବାହାରେ ଚଳଚ୍ଚିତ୍ର ସମ୍ବନ୍ଧିତ ଆଉ ଏକ ବିଶ୍ୱ ଥିଲା । ଷ୍ଟୁଡିଓ ଓ ଥିଏଟର ହଲ ମଝିରେ ଥିବା ସେଇ ବିଶ୍ୱରେ ଯେଉଁମାନେ ଥିଲେ ସେମାନେ ହେଲେ ପ୍ରୋଜେକ୍ଟନିଷ୍ଟ, ପୋଷ୍ଟର ଚିତ୍ରକର, ପୋଷାକ ଯୋଗାଣକାରୀ, ପ୍ରଚାର ପୁରୁଷ,…

ଛାୟାଲିପି : ରୂପକଥାରୁ ଚିତ୍ର ଜଗତ

ଏହି ସମୟ ପର୍ଯ୍ୟନ୍ତ ଯେତିକି ଚଳଚ୍ଚିତ୍ର ପତ୍ରିକା ପ୍ରକାଶିତ ହୋଇଛି ଓ  ଯେଉଁସବୁର ଚର୍ଚ୍ଚା ଏହି ସ୍ତମ୍ଭରେ ହୋଇସାରିଛି, ତାହାର ଭାଷାଗତ ବୈଚିତ୍ରକୁ ଏଥର ସୂଚୀତ କରିଦିଏ । ସହଜ ଭାଷାର ପ୍ରୟୋଗ ଓ ଅଳଙ୍କାରହୀନ ବାକ୍ୟଗଠନର ଯେଉଁ ପ୍ରକ୍ରିୟା ପ୍ରଥମ ଚଳଚ୍ଚିତ୍ର ପତ୍ରିକା ‘ସିନେ…