Latest Odisha News

BREAKING NEWS

Browsing Category

ପୁରୀ

Puri

ଶ୍ରୀମନ୍ଦିର ରତ୍ନଭଣ୍ଡାର କାନ୍ଥରେ ଫାଟ

ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର କାନ୍ଥରେ ଫାଟ ସୃଷ୍ଟି ହୋଇଛି । ରତ୍ନଭଣ୍ଡାରର ଉତ୍ତର ପାଶ୍ୱର୍ରେ ଏହି ଫାଟ ହୋଇଥିବା ଦେଖିବାକୁ ମିଳିଛି । ଏଏସଆଇ ପକ୍ଷରୁ କରାଯାଇଥିବା ଲେଜର ସ୍କାନିଂରୁ ରିପୋର୍ଟ ତଥ୍ୟ ମିଳିଛି କି ରତ୍ନ ଭଣ୍ଡାରର କାନ୍ଥରେ ବିଭିନ୍ନ ସ୍ଥାନରେ ଫାଟ ସୃଷ୍ଟି ହୋଇଛି ।…

ବାଲୁକାକଳାରେ ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା ଜଣେଇଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ଦେଶ ପାଳୁଛି ୭୫ତମ ସାଧାରଣତନ୍ତ୍ର ଦିବସ । ସେଥିପାଇଁ ସବୁଠି ଉତ୍ସାହ । ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଦେଶବାସୀଙ୍କୁ ବାଲୁକାକଳାରେ ଶୁଭେଚ୍ଛା ଜଣାଇଛନ୍ତି ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ଏକ ସୁନ୍ଦର ବାଲୁକା କଳା କରି ସେଥିରେ ହୀନ୍ଦିରେ ମେରା ଭାରତ୍…

ଶ୍ରୀକ୍ଷେତ୍ର ପରିକ୍ରମା ପ୍ରକଳ୍ପ: ଶ୍ରଦ୍ଧାଳୁ ଓ ପର୍ଯ୍ୟଟକମାନଙ୍କ ପାଇଁ ବିପଣନର ବିବିଧ ସୁବିଧା

ପୁରୀ: ମହାପ୍ରଭୁଙ୍କ ଠାରୁ ଆରମ୍ଭ କରି ମହୋଦଧି ପର୍ଯ୍ୟନ୍ତ, ପୁରୀର ସବୁକିଛି ଅନନ୍ୟ । ଭକ୍ତ ଓ ଭଗବାନ, ପୁର ଓ ପଲ୍ଲବ ହୁଅନ୍ତି ଏଠି ଏକତ୍ର । ତେଣୁ ଏହାର ନାମ ଶ୍ରୀକ୍ଷେତ୍ର । ବିଶ୍ୱ ମାନଚିତ୍ରରେ ପୁରୀର ସ୍ଥାନ ସ୍ୱତନ୍ତ୍ର । ମହୋଦଧିରେ ସ୍ନାନସାରି ମହାପ୍ରଭୁଙ୍କ ଦର୍ଶନ କରି ପବିତ୍ର…

ଲକ୍ଷ୍ମୀ ସାଆନ୍ତାଣୀ ଯେଉଁଠି ଅଛନ୍ତି ସେଠି ଭଣ୍ଡାର କେବେ ଖାଲି ରହିବ କି? ୫ଟି ଅଧକ୍ଷ ଭି କେ ପାଣ୍ଡିଆନଙ୍କୁ ଛାତ୍ର…

ପୁରୀ: 5T ଅଧକ୍ଷ ଭିକେ ପାଣ୍ଡିଆନଙ୍କ ଶ୍ରୀମନ୍ଦିର ଗସ୍ତକୁ ବିରୋଧ କଲା ଛାତ୍ର କଂଗ୍ରେସ । ପରିକ୍ରମା ପ୍ରକଳ୍ପକୁ କେନ୍ଦ୍ର କରି ହୋଇଥିବା ପ୍ରତିଶୃତି ପୁରଣ ନ ହେବା ଏବଂ ୪ଟି ଶୌଚାଳୟ ଓ ରାସ୍ତା ନିର୍ମାଣ କରି ଜଗତର ନାଥ ଜଗନ୍ନାଥ ଙ୍କ ନାମରେ ରାଜନୀତି କରିବା ତଥା ଅର୍ପଣ ରଥ ମାଧ୍ୟମରେ ନିଜ…

ବାଲୁକା ଆନିମେସନ ଚଳଚ୍ଚିତ୍ରରେ ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପ

ପୁରୀ: ବାଲୁକା ଆନିମେସନ ଚଳଚ୍ଚିତ୍ରରେ ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପ । ୫ ମିନିଟ ୩୦ ସେକେଣ୍ଡର ଏହି କ୍ଷୁଦ୍ର ବାଲୁକା ଆନିମେସନ ଚଳଚ୍ଚିତ୍ରରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଅତି ନିଖୁଣ ଭାବରେ ଦର୍ଶାଇଛନ୍ତି ବାଲୁକା ଶିଳ୍ପୀ ମାନସ ସାହୁ | ଏହି କ୍ଷୁଦ୍ର  ଚଳଚ୍ଚିତ୍ରରେ ଅନେକ…

ଅଯୋଧ୍ୟାରୁ ଆସିଛି ଡାକରା, ପ୍ରାଣପ୍ରତିଷ୍ଠା ଉତ୍ସବରେ ଯୋଗ ଦେବେ ପୁରୀର ୬ ମଠାଧୀଶ

ପୁରୀ: ଅଯୋଧ୍ୟାରୁ ଆସିଛି ଡାକରା । ଅଯୋଧ୍ୟା ଯିବେ ପୁରୀର ୬ ମଠାଧୀଶ । ଆସନ୍ତା ଜାନୁଆରୀ ୨୨ ତାରିଖ ପୌଷ ଶୁକ୍ଳ ଦ୍ଵାଦଶୀ ତିଥିରେ ଅଯୋଧ୍ୟାର ଭବ୍ୟ ରାମ ମନ୍ଦିରରେ ହେବ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା । ଏହି ମହୋତ୍ସବ ପାଇଁ ଜାନୁଆରୀ ୧୯ ତାରିଖରେ ଅଯୋଧ୍ୟା ଯାତ୍ରା କରିବେ ଏହି ମଠାଧୀଶ…

ଲୋକାର୍ପିତ ହୋଇଛି ବାଲୁକାଶିଳ୍ପୀ ମାନସ କୁମାର ସାହୁଙ୍କ ବାଲୁକା ପାର୍କ

ପୁରୀ: ଚାଲିଛି ପର୍ଯ୍ୟଟନ ଋତୁ । ପୁରୀ ବେଳାଭୂମିରେ ଲାଗି ରହୁଛି ପର୍ଯ୍ୟଟକଙ୍କ ଭିଡ଼ । ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ବାଲୁକା ଶିଳ୍ପୀ ମାନସ ସାହୁଙ୍କ ନିଆରା ପ୍ରୟାସ । ସବୁବର୍ଷ ଭଳି ଚଳିତବର୍ଷ ମଧ୍ୟ ଖ୍ରୀଷ୍ଟମାସ ଉପଲକ୍ଷେ ପୁରୀ ଲାଇଟ୍ ହାଉସ ନିକଟସ୍ଥ ମାନସ ସାହୁ ସ୍ୟାଣ୍ଡ ଆର୍ଟ…

ପଣ୍ଡିଆନଙ୍କ ଶ୍ରୀମନ୍ଦିର ପରିଦର୍ଶନ, ଡିସେମ୍ବର ୧୫ ସୁଦ୍ଧା ପରିକ୍ରମା ପ୍ରକଳ୍ପ କାମ ସମ୍ପୂର୍ଣ୍ଣ ପାଇଁ ନିର୍ଦ୍ଦେଶ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଆଜି ପ୍ରତ୍ୟୁଷରୁ ପୁରୀ ଶ୍ରୀମନ୍ଦିର ପରିଦର୍ଶନ କରି ପରିକ୍ରମା ପ୍ରକଳ୍ପ ସମୀକ୍ଷା କରିଛନ୍ତି। ଏହାସହ ଭକ୍ତମାନଙ୍କ ସୁବ୍ୟବସ୍ଥିତ ଦର୍ଶନ ପାଇଁ କେତେକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି।…

କାର୍ତ୍ତିକ ପୂର୍ଣ୍ଣମୀ ପ୍ରସ୍ତୁତି: ପୁରୀରେ ସୁରକ୍ଷା ବ୍ୟବସ୍ଥା କଡାକଡି

ପୁରୀ: ଆସନ୍ତାକାଲି ପବିତ୍ର କାର୍ତ୍ତିକ ପୂର୍ଣ୍ଣମୀ । ଏଥିପାଇଁ ଆଜିଠାରୁ ଶ୍ରୀମନ୍ଦିରରେ ନାହିଁନଥିବା ଭିଡ଼ ଦେଖିବାକୁ ମିଳିଛି । ଶ୍ରୀକ୍ଷେତ୍ରର ବିଭିନ୍ନ ତୀର୍ଥ ପୁଷ୍କରିଣୀ ଏବଂ ମହୋଦଧିରେ ଲକ୍ଷାଧିକ ଶ୍ରଦ୍ଧାଳୁ ସ୍ନାନ ଓ ବୋଇତ ବନ୍ଦାଣ କରିବା ପରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ।…

କାର୍ତ୍ତିକ ମାସ ପାଇଁ ଶ୍ରୀକ୍ଷେତ୍ରରେ ଅସମ୍ଭବ ଭିଡ, ୫ ଦିନ ବଡ଼ଦାଣ୍ଡରେ ଥିବା ସମସ୍ତ ଉଠାଦୋକାନ ବନ୍ଦ ରଖିବାକୁ…

ପୁରୀ: ପବିତ୍ର କାର୍ତ୍ତିକ ମାସ ଯୋଗୁଁ ଶ୍ରୀକ୍ଷେତ୍ରରେ ଅସମ୍ଭବ ଭିଡ ପରିଲକ୍ଷିତ ହେଇଛି। ଆସନ୍ତାକାଲିଠୁ ପଞ୍ଚୁକ ଆରମ୍ଭ ହେଉଥିବାରୁ ଏହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପଞ୍ଚୁକ ୫ ଦିନ ବଡ଼ଦାଣ୍ଡରେ ଥିବା ସମସ୍ତ ଉଠାଦୋକାନ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛି ପ୍ରଶାସନ ।…