ବଲାଙ୍ଗିର ଜିଲ୍ଲା ୪ ଦିନ ସଟ୍‌ଡାଉନ୍‌

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ଦିନକୁ ଦିନ ବଢ଼ୁଛି କରୋନା ସଂକ୍ରମଣ । ଏଥିପାଇଁ ସ୍ଥିତି ନିୟନ୍ତ୍ରଣ ଲାଗି ଜିଲ୍ଲା ପ୍ରଶାସନ ପୁଣି ଥରେ କଡା ପଦକ୍ଷେପ ନେଇଛି । ଜିଲ୍ଲାକୁ ୪ ଦିନିଆ ସଟଡାଉନ ଘୋଷଣା କରାଯାଇଛି । ଆସନ୍ତା ୮ ତାରିଖରୁ...

‘ପ୍ରକୃତି ଉପରେ ସରକାରଙ୍କ ନିୟନ୍ତ୍ରଣ ନାହିଁ’

ଭୁବନେଶ୍ୱର: କଂଗ୍ରେସର ପୂର୍ବତନ ବିଧାୟକ ଦେବାଶିଷ ପଟ୍ଟନାୟକ ଆଜି ପ୍ରେସମିଟ୍ କରି ରାଜ୍ୟ ସରକାରଙ୍କ କୃଷି ତଥା ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁଙ୍କୁ ଟାର୍ଗେଟ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ, କୃଷି ମନ୍ତ୍ରୀ କହୁଛନ୍ତି, ଚାଷୀଙ୍କୁ ଅନଲାଇନରେ ପାଠ ପଢାଇଛୁ...

ରାଜ୍ୟର ସବୁ କୋଭିଡ୍ ହସପିଟାଲର ଯାଂଚ ହେବ: ଅଗ୍ନିଶମ ଡିଜି

ଭୁବନେଶ୍ୱର: ଅହମ୍ମଦାବାଦର କୋଭିଡ୍ ହସପିଟାଲରେ ଅଗ୍ନିକାଣ୍ଡ ଘଟି ୮ ଜଣଙ୍କ ଜୀବନ ଚାଲିଯିବା ପରେ ଆମ ରାଜ୍ୟର ବିଭିନ୍ନ କୋଭିଡ୍ ହସପିଟାଲରେ ଥିବା ଅଗ୍ନି ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନ ଉଠିଛି । ଏଭଳି ସ୍ଥିତିରେ ଅଗ୍ନିଶମ ଡିଜି ସତ୍ୟଜିତ୍ ମହାନ୍ତି ଟ୍ୱିଟ୍...

ଅହମ୍ମଦାବାଦ ଅଗ୍ନିକାଣ୍ଡ: ଟ୍ୱିଟ୍ କରି ଦୁଃଖ ପ୍ରକାଶ କଲେ ନବୀନ

ଭୁବନେଶ୍ୱର: ଗୁଜୁରାଟର ଅହମ୍ମଦାବାଦରେ କୋଭିଡ୍ ହସପିଟାଲରେ ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍‌ରେ ନବୀନ ଲେଖିଛନ୍ତି ଯେ, ଦୁର୍ଘଟଣାରେ ସେ ଗଭୀର ଭାବେ ମର୍ମାହତ । ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ଏଭଳି...

୯ରେ ଆଉ ଏକ ଲଘୁଚାପ, ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ରାଜସ୍ୱମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ପୁଣି ଏକ ଲଘୁଚାପ ସୃଷ୍ଟି ହେଉଛି । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷାର ଆକଳନ କରାଯାଇଛି । ଏଥିପାଇଁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜସ୍ୱମନ୍ତ୍ରୀ ସୁଦାମ ମାର୍ଣ୍ଣି । ଯଦି କେଉଁଠି ବର୍ଷା...

ସ୍ୱାସ୍ଥ୍ୟ ବିଭାଗର ୧୦ କର୍ମୀ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୧୦ ଜଣ କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ ଗତ ଅଗଷ୍ଟ ୧ ତାରିଖରେ ବିଭାଗର ଜଣେ ଫାଇନାନ୍ସ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହେବା ପରେ ପ୍ରାୟ ୨୦...

ଖୋର୍ଦ୍ଧା ଏସପି କରୋନା ସଂକ୍ରମିତ

ଭୁବନେଶ୍ୱର: ଖୋର୍ଦ୍ଧା ଏସପି ଅଜୟ ପ୍ରତାପ ସ୍ୱାଇଁ କରୋନା ସଂକ୍ରମିତ । କୋଭିଡ୍ ଟେଷ୍ଟ ରିପୋର୍ଟ ପଜିଟିଭ୍ ବାହାରିଛି । ଏନେଇ ନିଜେ ସୂଚନା ଦେଇଛନ୍ତି ଖୋର୍ଦ୍ଧା ଏସପି । ପୂର୍ବରୁ ଜିଲ୍ଲା ପୋଲିସ ମୁଖ୍ୟାଳୟର ଜଣେ କର୍ମଚାରୀ ପଜିଟିଭ୍ ଚିହ୍ନଟ ହୋଇଥିଲେ ।...

୧୦ କରୋନା ଯୋଦ୍ଧାଙ୍କ ସମେତ ମାଲକାନଗିରିରେ ୭୨ ଆକ୍ରାନ୍ତ

ମାଲକାନଗିରି: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରିରୁ ୭୨ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୪୭ ଜଣ ମାଲକାନଗିରି...

ପଶ୍ଚିମ ଓଡ଼ିଶାରେ ମାଡୁଛି କରୋନା, ଫୋକସରେ S-S-B ଜିଲ୍ଲା

ଭୁବନେଶ୍ୱର: ଦକ୍ଷିଣ ପରେ ପଶ୍ଚିମ ଓଡ଼ିଶାରେ ମାଡ଼ି ମାଡ଼ି ଚାଲିଛି କରୋନା ଚେର । ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବରେ ବଢ଼ି ଚାଲିଛି । ଗତ ୨୪ ଘଣ୍ଟାରେ ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାରେ ପଜିଟିଭ୍ କେସ ଶତକ ପାର କରିଥିବା ବେଳେ ବରଗଡ଼...

ଦିନ ୨ଟା ସୁଦ୍ଧା ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୪ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, ଭଦ୍ରକ, ମୟୁରଭଞ୍ଜ ଓ କେନ୍ଦୁଝର...

ସାହିତ୍ୟ