Home ଧର୍ମ ଓ ପରମ୍ପରା ରଥ ପଥ ଜଗନ୍ନାଥ

ରଥ ପଥ ଜଗନ୍ନାଥ

ବିଦେଶରେ ରଥଯାତ୍ରା: ସାରା ଜଗତରେ ପ୍ରକମ୍ପିତ ହୁଏ ‘ଜୟ ଜଗନ୍ନାଥ’ ଧ୍ୱନୀ

ପୁରୀ : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା କେବଳ ଯେ ପୁରୀରେ ପ୍ରସିଦ୍ଧି ଲାଭ କରି ପାରିଛି ତାହାନୁହେଁ, ବରଂ ବିଶ୍ୱାସ ଓ ଭକ୍ତିଭାବନାର ଦେବତା ତଥା ସାରା ଜଗତର ନାଥ ସ୍ୱୟଂ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଦେଶ ବିଦେଶରେ ମଧ୍ୟ ମହାସମାରୋହରେ ଅନୁଷ୍ଠିତ ହେବାରେ...

ଭକ୍ତଙ୍କ ଭିଡ଼ରେ ବଡ଼ଦାଣ୍ଡ ଦୁଲୁକୁଛି : ମହାପ୍ରଭୁ ଝୁଲି ଝୁଲି ପହଣ୍ଡି ବିଜେ କଲେ, ଆନନ୍ଦରେ ରଥାରୂଢ ହେଲେ

ପୁରୀ : ଆଜି ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା । ସମସ୍ତ ରତ୍ନବେଦୀ ନିକଟରେ ସମସ୍ତ ପାରମ୍ପରିକ ନୀତିକାନ୍ତି ସମାପ୍ତ ପରେ ଚତୁର୍ଦ୍ଦା ମୂରତୀ ପହଣ୍ଡି ବିଜେ ଶେଷ କଲେ । ପହଣ୍ଡିରେ ଝୁଲି ଝୁଲି ମହାପ୍ରଭୁ ଶ୍ରୀଜଗନ୍ନାଥ ବାଇସି ପାହାଚ ଓ ପରେ...

ପବିତ୍ର ସ୍ନାନପୂର୍ଣ୍ଣିମା: ଲକ୍ଷାଧିକ ଭକ୍ତଙ୍କ ସମାଗମରେ ମହାପ୍ରଭୁଙ୍କ ଜନ୍ମତିଥି ଓ ସ୍ନାନବିଧି ପାଳନ

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥ ରତ୍ନବେଦୀରୁ ପହଣ୍ଡି ବିଜେକରି ରତ୍ନବେଦୀରେ ସ୍ନାନ କରିଛନ୍ତି । ସ୍ନାନପୂର୍ଣ୍ଣିମାରେ ପୁରୀ ବଡ଼ଦାଣ୍ଡ ଗୁରୁବାର ଦିନ ଲକ୍ଷାଧିକ ଭକ୍ତଙ୍କ ସମାଗମରେ ଉଛୁଳି ପଡୁଛି । ଆଜି ପାରମ୍ପରିକ ଭାବେ ବଡ଼ଠାକୁର ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା, ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ...

ପ୍ରଭୁ ଅଲାରନାଥଙ୍କୁ ଦର୍ଶନ ଲାଗି ବ୍ରହ୍ମଗିରିରେ ଶ୍ରଦ୍ଧାଳୁଙ୍କ ଭିଡ଼

ପୁରୀ/ବ୍ରହ୍ମଗିରି : ପୁରୀ ଶ୍ରୀମନ୍ଦିରର ଅଣସର ଘରେ ଏବେ ମହାପ୍ରଭୁ ଶ୍ରୀଜଗନ୍ନାଥ । ପୁରୀରୁ ୩୫ କିମି ଦୂର ବ୍ରହ୍ମଗିରିରେ ପ୍ରଭୁ ଅଲାରନାଥଙ୍କୁ ଏବେ ଭକ୍ତମାନେ ଦର୍ଶନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ କାମନା କରୁଛନ୍ତି । ହଜାର ହଜାର ଭକ୍ତମାନେ ଭିଡ଼ ଲାଗିଲାଣି...

କିମ୍ବଦନ୍ତୀରେ ଶ୍ରୀକ୍ଷେତ୍ର, ଶ୍ରୀମନ୍ଦିର ଓ ଶ୍ରୀଜଗନ୍ନାଥ

ଶ୍ରୀଜଗନ୍ନାଥ - ଯେଉଁ ନାମଟିକୁ ଉଚ୍ଚାରଣ କଲେ ହିଁ ପ୍ରତ୍ୟେକ ପ୍ରାଣ ସ୍ପନ୍ଦନ ସ୍ୱତଃ ଉଦ୍ବେଳିତ ହୋଇଉଠେ । ଜୟ ଜଗନ୍ନାଥ - ଏହି ନାମଟିକୁ ମନନ କରିବା ମାତ୍ରେ ହିଁ ଭକ୍ତର ହୃଦୟ ତନ୍ତ୍ରୀ ଅପୂର୍ବ ଭକ୍ତି ଭାବନାରେ ମନ୍ତ୍ରମୁଗ୍ଧ ହୋଇଉଠେ...

ରଥଯାତ୍ରା ସମନ୍ୱୟ କମିଟି ବୈଠକ ୬ ତାରିଖକୁ ଘୁଞ୍ଚିଲା

ଭୁବନେଶ୍ୱର : ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ତାରିଖରେ ତୃତୀୟ ତଥା ଶେଷ ରଥଯାତ୍ରା ସମନ୍ୱୟ କମିଟି ବୈଠକ ଯୋଗ ଦେବାକୁ ସ୍ଥିର ହୋଇଥିଲା । ଏହି ବୈଠକ ୩ ତାରିଖ ପରିବର୍ତ୍ତେ ଆସନ୍ତା ୬ ତାରିଖରେ ଅନୁଷ୍ଠିତ ହେବ ବୋଲି...

ମହାପ୍ରଭୁଙ୍କ ସେବାରେ ପୁରୀ ଗଜପତି ମହାରାଜା

ପୁରୀ : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା, ଠାକୁର ରାଜା ତଥା ଦାରୁବ୍ରହ୍ମଙ୍କର ପ୍ରଥମ ସେବକ ହେଲେ ପୁରୀ ଗଜପତି ମହାରାଜା । ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପରିପ୍ରେକ୍ଷୀରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ସୁନାବେଣ୍ଟ ଖଚିତ ସମାର୍ଜନୀରେ ରଥାରୂଢ ଶ୍ରୀବିଗ୍ରହମାନଙ୍କର ତିନି...

ଶ୍ରୀମନ୍ଦିରରେ ପ୍ରଥମାଷ୍ଟମୀ: ଜଗତର ବଡ଼ଠାକୁର ଶ୍ରୀଜଗନ୍ନାଥ କିପରି ହୁଅନ୍ତି ପଢୁଆଁ, ଜାଣନ୍ତୁ…

ପ୍ରଥମାଷ୍ଟମୀ ମାର୍ଗଶିର ମାସ କୃଷ୍ଣପକ୍ଷ ଅଷ୍ଟମୀକୁ‘ ପ୍ରଥମାଷ୍ଟମୀ’ କୁହାଯାଏ । ଓଡ଼ିଆ ପଞ୍ଜିକା ଅନୁସାରେ ମାର୍ଗଶୀର ମାସକୁ ବର୍ଷର ଆଦ୍ୟମାସ ବା ପ୍ରଥମମାସ ଭାବରେ ଗଣନା କରାଯାଏ । ସେଥପାଇଁ ‘ମାର୍ଗଶିର’ ମାସକୁ ‘ଅଗ୍ରହାୟଣ ମାସ’ ବୋଲି କୁହାଯାଇଥାଏ । ବର୍ଷର ପ୍ରଥମମାସର...

ରଥଯାତ୍ରାରୁ ବାହୁଡା: ଜାଣନ୍ତୁ, ପୁରୀର ଟ୍ରାଫିକ୍ ବ୍ୟବସ୍ଥା

ପୁରୀ : ଆଜି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ‘ରଥଯାତ୍ରା’ । ଏହି ଅବସରରେ ଶ୍ରଦ୍ଧାଳୁଙ୍କ ଭିଡକୁ ନଜରରେ ରଖି ପ୍ରଶାସନ ପକ୍ଷରୁ ପୁରୀରେ ସୁରକ୍ଷା ବ୍ୟବସ୍ଥା କଡକଡା କରାଯାଇଛି । ପ୍ରତିବର୍ଷ ପରି ଚଳିତ ବର୍ଷ ଧିରେଧିରେ ବଢୁଥିବା ଜନସମାଗମକୁ ଦେଖି ବ୍ୟାପକ ଟ୍ରାଫିକ ବନ୍ଦୋବସ୍ତ...

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପୁରୀକୁ କାହିଁକି କୁହାଯାଏ ଶଙ୍ଖକ୍ଷେତ୍ର !

ପୁରୀ: ଶ୍ରୀକ୍ଷେତ୍ର ପୁରୀକୁ କାହିଁକି ଶଙ୍ଖକ୍ଷେତ୍ର କୁହାଯାଏ ସେ ବିଷୟରେ ଜାଣିବା । ସ୍କନ୍ଦ ପୁରାଣ ଅନୁସାରେ ପୁରୁଷୋତ୍ତମ କ୍ଷେତ୍ରର ଆକାର ଏକ ଶଂଖକ୍ଷେତ୍ର୍ ପରି ହୋଇଥିବାରୁ ଏହାର ନାମ ଏପରି ରଖାଯାଇଛି । ଉକ୍ତ ପୁରାଣ ଅନୁସାରେ ଏହି କ୍ଷେତ୍ରର ଆୟତନ ପଂଚକୋଶ...

ସାହିତ୍ୟ