Latest Odisha News

BREAKING NEWS

Browsing Category

ରଥ ପଥ ଜଗନ୍ନାଥ

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ସାର୍ବଜନୀନ ପ୍ରେମ ତତ୍ତ୍ୱ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ସମନ୍ୱୟ ଓ ସାମ୍ୟବାଦୀ ଚେତନା ଓ ସନାତନ ଧର୍ମର ପ୍ରାଚୀନତା ବିଷୟ ଆଲୋଚନା କରିବା ପରେ, ଶ୍ରୀଜଗନ୍ନାଥ ସଂସ୍କୃତିର ଆଉ ଏକ ମହାନ ଦିଗ ସାମନାକୁ ଆସେ । ତାହା ହେଉଛି…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ଧରାୟତେ ଇତି ଧର୍ମ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥ ଅନେକ ମତ ଓ ଧର୍ମଧାରାର ସମନ୍ୱୟ ଭାବକୁ ପରିପ୍ରକାଶ କରି ଆଜି ସାରା ବିଶ୍ୱରେ ଆଦୃତ । ଆକ୍ଷରିକ ଭାବରେ “ଧରାୟତେ ଇତି ଧର୍ମ ” । ଅର୍ଥାତ ଯାହାର ଧାରଣ କରିବାର ଶକ୍ତି ଅଛି…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ସର୍ବାଶ୍ଚର୍ଯ୍ୟ ବିଗ୍ରହ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥ କେବଳ ସମନ୍ୱୟର ବିଗ୍ରହ ନୁହନ୍ତି । ସେ ସମନ୍ୱୟର ଅଥଳ ସାଗର, ମତ, ପଥ, ଧର୍ମ, ଧାରଣା, ସିଦ୍ଧାନ୍ତ, ସଂସ୍କୃତି, ସମ୍ପ୍ରଦାୟ, ଇତ୍ୟାଦି ସମସ୍ତ ଧାରା ସେ ସାଗରରେ ଲୀନ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ବିଷ୍ଣୁ ସ୍ୱରୂପ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ସର୍ବବ୍ୟାପକତା ଯୋଗୁ ଆମେ ତାଙ୍କୁ ବିଷ୍ଣୁ ସ୍ୱରୂପ ଜ୍ଞାନ କରି, ବୈଷ୍ଣବ ତନ୍ତ୍ର ଓ କର୍ମକାଣ୍ଡ ଅନୁସାରେ ପୂଜା କରୁଛୁ। ଶ୍ରୀଜଗନ୍ନାଥଙ୍କ ଆବିର୍ଭାବ ପୂର୍ବରୁ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ସର୍ବବ୍ୟାପି ଶ୍ରୀଜଗନ୍ନାଥ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ,ପରଂବ୍ରହ୍ମ ଶ୍ରୀଜଗନ୍ନାଥ ଯେଭଳି ସର୍ବବ୍ୟାପୀ, ସେଭଳି ସର୍ବନାମ ମଧ୍ୟ । ତେଣୁ ସମୟ ସମୟରେ, ନାରାୟଣ, ଗୋବିନ୍ଦ, ବାସୁଦେବ, ହୃଷିକେଶ, ବିଷ୍ଣୁ, ହରି ଓ ସର୍ବୋପରି ଜଗନ୍ନାଥ, ଜଗମୋହନ, ଜଗଦୀଶ,…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ପତିତପାବନ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଅନ୍ୟ ଏକ ଅତ୍ୟନ୍ତ ଭାବପୂର୍ଣ୍ଣ ନାମ ହେଲା ପତିତପାବନ । କେବଳ ଭାବପୂର୍ଣ୍ଣ ନୁହେଁ ଏକ ଆକର୍ଷଣ ଓ ଆବେଗର ଚେତନାକୁ ଧାରଣ କରିଥିବା ନାମ “ପତିତପାବନ ପତିତଜନଙ୍କ ଉଦ୍ଧାର…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ଭାବଗ୍ରାହୀ ଶ୍ରୀଜଗନ୍ନାଥ

ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଅନେକ ଗୁଣ ଆମେ ଆଲୋଚନା କରିସାରିଲେଣି। ଆଜି ତାଙ୍କର ବିଶେଷ ଗୁଣ ଯେଉଁଥିପାଇଁ ସେ ସମସ୍ତଙ୍କ ପ୍ରିୟ ତାହା ବର୍ଣ୍ଣନା କରିବା । ଭାବଗ୍ରାହୀ- ଓଡ଼ିଆର ପ୍ରସିଦ୍ଧ ଜଣାଣ “ସେତ ଭକତ ଭାବରେ ବନ୍ଧାରେ ସେତ ଭକତ ଜୀବନ ଧନ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ପରଂବ୍ରହ୍ମ ଶ୍ରୀଜଗନ୍ନାଥ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରମବ୍ରହ୍ମ ଶ୍ରୀଜଗନ୍ନାଥଙ୍କୁ ଆମେ ପରଂବ୍ରହ୍ମ କାହିଁକି କହିବା? ଏହି ପ୍ରଶ୍ନର ଉତ୍ତରରେ କିଛି ନିର୍ଦ୍ଧିଷ୍ଟ ଗୁଣର ଉପସ୍ଥିତି ବିଷୟରେ ଆଜି ଆଲୋଚନା କରିବା । ୧ . ସ୍ୱୟଂମ୍ଭୁ -ସେ ନିଜେ ନିଜ କୁ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ପୂର୍ଣ୍ଣ ବ୍ରହ୍ମ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପୂର୍ଣ୍ଣ ବ୍ରହ୍ମ ଶ୍ରୀଜଗନ୍ନାଥ କେଉଁ ଅନାଦି କାଳରୁ, ଏ ଜଗତର ସୃଷ୍ଟି ପୂର୍ବରୁ ନିଜକୁ ନିଜେ ସୃଷ୍ଟି କରିଛନ୍ତି । ଅନ୍ୟ ଭାବରେ କହିଲେ ସାରା ଜଗତ ତାଙ୍କ ଠାରୁ ସୃଷ୍ଟି ହୋଇଛି। ଏହାର ପ୍ରମାଣ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ସ୍କନ୍ଦ ପୁରାଣରେ ଶ୍ରୀଜଗନ୍ନାଥ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥ ସତ୍ୟ ଯୁଗରୁ ପ୍ରତିଷ୍ଠା ଲାଭ କରିଥିଲେ। ଏହାର ସମସ୍ତ ପ୍ରମାଣ ସ୍କନ୍ଦ ପୂରଣରେ ଦେଖିବାକୁ ମିଳେ । ଯଦି ଆମେ ରାଜା ଇନ୍ଦ୍ରଦ୍ୟୁମ୍ନଙ୍କୁ ଶ୍ରୀଜଗନ୍ନାଥଙ୍କ ପ୍ରଥମ…