Latest Odisha News

BREAKING NEWS

Browsing Category

ରଥ ପଥ ଜଗନ୍ନାଥ

ଆଲୋକର ପର୍ବ ଦୀପାବଳି

ଲକ୍ଷ୍ମଣ ସାହୁଙ୍କ ନିୟମିତ ସ୍ତମ୍ଭ ଭାରତୀୟମାନଙ୍କର ଦୀପାବଳି ଏକ ଆଲୋକର ପର୍ବ । ଏହି ପର୍ବ ଅକ୍ଟୋବରର ଅଧାରୁ ନଭେମ୍ବର ଅଧା ଭିତରେ ପଡ଼ିଥାଏ । ହିନ୍ଦୁମାନଙ୍କ ପାଇଁ ଦୀପାବଳି ଏକ ମୁଖ୍ୟ ପର୍ବ ହୋଇ ଥିବାରୁ ଘରକୁ ରଙ୍ଗିନ୍ ସାଜସଜ୍ଜା ସହ ମାଟି ନିର୍ମିତ ଦୀପ ଜାଳି କରି ଏହି ପର୍ବକୁ ପାଳନ…

ଶ୍ରୀ ଜଗନ୍ନାଥ ତତ୍ତ୍ଵ ଓ ତଥ୍ୟ : ମହାପ୍ରଭୁଙ୍କ ଆରାଧନା

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ପ୍ରସନ୍ନତା ପାଇଁ ପ୍ରତ୍ୟେକ ବ୍ୟକ୍ତି ସଂସାରର ଆସକ୍ତି ବା ମୋହ, ରାଗ,ତଥା ଆକର୍ଷଣ (ସାଂସାରିକ ବନ୍ଧନ )ରହିତ ହୋଇ ନିଜର ଶରୀର, ଇନ୍ଦ୍ରିୟ, ମନ ଓ ବାଣୀକୁ ସମର୍ପିତ…

ଶ୍ରୀ ଜଗନ୍ନାଥ ତତ୍ତ୍ଵ ଓ ତଥ୍ୟ : ଦେବ ଦୀପାବଳି

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ବେଶ ବର୍ଣ୍ଣନା କରିବା ଅବସରରେ ମନରେ ପ୍ରଶ୍ନ ଆସେ ପ୍ରଭୁ ମଣିଷମାନଙ୍କ ଭଳି ସବୁ ଲୀଳା କରୁଛନ୍ତି, ବେଶ ଗୁଡିକ ମଧ୍ୟ ଧାରଣ କରୁଛନ୍ତି ତେବେ ମାର୍ଗଶିର ମାସ କୃଷ୍ଣ…

ଶ୍ରୀଜଗନ୍ନାଥ ତତ୍ତ୍ଵ ଓ ତଥ୍ଯ : ସେବା ପୂଜାରେ ପୂଜକଙ୍କ ଲକ୍ଷଣ (୪)

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ସେବା ପୂଜାରେ ନିଜକୁ ନିୟୋଜିତ କରିଥିବା ପୂଜକ/ଅର୍ଚ୍ଚକମାନଙ୍କ ଲକ୍ଷଣ ବିଷୟରେ ଆଲୋଚନା ଜାରିରହିଛି। ଦାରୁବ୍ରହ୍ମରୂପୀ ପରଂବ୍ରହ୍ମ ଶ୍ରୀଜଗନ୍ନାଥ ଯେ କଳିଯୁଗର…

ଶ୍ରୀଜଗନ୍ନାଥ ତତ୍ତ୍ଵ ଓ ତଥ୍ଯ : ସେବା ପୂଜାରେ ପୂଜକଙ୍କ ଲକ୍ଷଣ (୩)

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ସେବା ପୂଜାରେ ନିୟୋଜିତ ଥିବା ପୂଜକ ବା ସେବକମାନଙ୍କ ଲକ୍ଷଣ ବିଷୟରେ ଆଲୋଚନା ଜାରି ରହିଛି। ଏହି ଆଲୋଚନା ବର୍ତ୍ତମାନର ପରିସ୍ଥିତିରେ ନିତାନ୍ତ ଜରୁରୀ ହୋଇଛି ଏଇଥିପାଇଁ…

ଶ୍ରୀଜଗନ୍ନାଥ ତତ୍ତ୍ଵ ଓ ତଥ୍ଯ : ସେବା ପୂଜାରେ ପୂଜକଙ୍କ ଲକ୍ଷଣ (୨)

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ପୂଜକ /ଅର୍ଚ୍ଚକମାନଙ୍କ ପ୍ରକୃତି ବା ଲକ୍ଷଣ କିଭଳି ହେବା ଆବଶ୍ୟକ ଆମେ ସେହି ଆଲୋଚନା ଜାରି ରଖିଛେ। ସେହି ପରିପ୍ରେକ୍ଷୀରେ ଆମେ ଜାଣିଲେ ଜଣେ ପୂଜକ ବା ସେବକ ପ୍ରଥମେ…

ଶ୍ରୀଜଗନ୍ନାଥ ତତ୍ତ୍ଵ ଓ ତଥ୍ଯ : ସେବା ପୂଜାରେ ପୂଜକଙ୍କ ଲକ୍ଷଣ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ସେବା ପୂଜାରେ ନିଜକୁ ନିୟୋଜିତ କରିଥିବା ପୂଜକ/ଅର୍ଚ୍ଚକମାନଙ୍କ ଲକ୍ଷଣ ବିଷୟରେ ଆଲୋଚନା ଜାରିରହିଛି। ଦାରୁବ୍ରହ୍ମରୂପୀ ପରଂବ୍ରହ୍ମ ଶ୍ରୀଜଗନ୍ନାଥ ଯେ କଳିଯୁଗର…

ଶ୍ରୀଜଗନ୍ନାଥ ତତ୍ତ୍ଵ ଓ ତଥ୍ଯ : ନବଧା ଭକ୍ତି ଅନ୍ତର୍ଗତ ସେବା ପୂଜା

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କୁ ବର୍ତ୍ତମାନ ସମୟରେ ଏକମାତ୍ର ଜଗତ ଉଦ୍ଧାରକାରୀ ଦେବତା ହିସାବରେ ସ୍ୱୀକାର କରାଯାଇଛି। ସାରା ଜଗତରେ ଶ୍ରୀଜଗନ୍ନାଥ ସଂସ୍କୃତି ଯେପରି ଆଦୃତ ହେଉଛି, ସେ ସମୟରେ ଭକ୍ତ ଓ…

ଶ୍ରୀଜଗନ୍ନାଥ ତତ୍ତ୍ଵ ଓ ତଥ୍ଯ : ନୀଳାଦ୍ରି ମହୋଦୟ ଗ୍ରନ୍ଥ (ଅଷ୍ଟମ ଅଧ୍ୟାୟ- ୩)

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ, ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରରେ ଅନୁସୃତ ବିଧି ବିଧାନ ଓ ନୀତି ନିୟମ ବିଷୟରେ ଅନୁଧ୍ୟାନ କଲେ ଆଶ୍ଚର୍ଯ୍ୟ ହେବାକୁ ପଡେ । ସତରେ କେତେ ପ୍ରାଞ୍ଜଳ ଓ ସଠିକ ଭାବରେ ସବୁକିଛି ପାଳିତ ହେଉଛି…

ଶ୍ରୀଜଗନ୍ନାଥ ତତ୍ତ୍ଵ ଓ ତଥ୍ଯ : ନୀଳାଦ୍ରି ମହୋଦୟ ଗ୍ରନ୍ଥ (ଅଷ୍ଟମ ଅଧ୍ୟାୟ-୨)

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରରେ ପ୍ରଚଳିତ ଏକ ଅମୂଲ୍ୟ ଗ୍ରନ୍ଥ ହେଉଛି ନୀଳାଦ୍ରି ମହୋଦୟ। ଏଥିରେ କେବଳ ମହାପ୍ରଭୁଙ୍କର ପୂଜା ବିଧି ଓ ରୀତିନୀତି ବର୍ଣ୍ଣିତ ହୋଇନାହିଁ ଏହା ଶ୍ରୀମନ୍ଦିର ଓ…