ଢେଙ୍କାନାଳରୁ ପୁରୀ ଶ୍ରୀକ୍ଷେତ୍ର; ବାଇକ୍‌ରେ ଭକ୍ତ ଆଣୁଛନ୍ତି ତୁଳସୀ !

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପୂଜାର୍ଚ୍ଚନାରେ ତୁଳସୀ ଏକ ଅପରିହାର୍ଯ୍ୟ ଦ୍ରବ୍ୟ । ସମସ୍ତ ପୁଷ୍ପ ଅପେକ୍ଷା ତୁଳସୀ ପ୍ରତି ଶ୍ରୀଜଗନ୍ନାଥଙ୍କର ଶ୍ରଦ୍ଧା ଅଧିକ ମାତ୍ରାରେ ରହିଥାଏ । ଦୈନିକ ଭକ୍ତମାନେ ବିଭିନ୍ନ ସ୍ଥାନରୁ ତୁଳସୀ ଆଣି ଶ୍ରୀମନ୍ଦିରରେ ଯୋଗାଇଦେଇ ଥାଆନ୍ତି । ଏବେ...

ନୀରବରେ ଶେଷ ହୋଇଗଲା ସାହିଯାତ

ପୁରୀ: ଶ୍ରୀକ୍ଷେତ୍ର ପୁରୀରେ ଏଥର ନୀରବରେ ସାହିଯାତ ଶେଷ ହୋଇଯାଇଛି । ପୁରୀବାସୀଙ୍କ ସବୁଠାରୁ ପ୍ରିୟ ସାହିଯାତରେ ଏଥର କିଛି ବାଦି ନ ଥିଲା କି ପ୍ରତିଯୋଗିତା ନ ଥିଲା । ଗୁରୁବାର ଶ୍ରୀରାମାଭିଷେକ ନୀତି ପରେ ସାହିଯାତ ବିଧିବଦ୍ଧ ଭାବେ ସମାପ୍ତ...

ଲକ୍‌ଡାଉନ୍ ପ୍ରଭାବ: ଶ୍ରଦ୍ଧାଳୁଙ୍କ ବିନା ଉପସ୍ଥିତିରେ ପାଳିତ ହେବ ଚନ୍ଦନ ଯାତ୍ରା !

ପୁରୀ: କରୋନା ମହାମାରୀ ସଂକ୍ରମଣ ରୋକିବା ଲାଗି ଏବେ ଓଡ଼ିଶା ସମେତ ସାରା ଭାରରେ ଚାଲିଛି ଲକ୍‌ଡ଼ାଉନ୍ । ଲକ୍‌ଡ଼ାଉନ୍ ପ୍ରଭାବରେ ପୁରୀରେ କିପରି ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଳିତ ହେବ ଏବେ ସେନେଇ ବିଭିନ୍ନ ମହଲରେ ଚିନ୍ତା ଉପୁଜିଛି । ରଥଯାତ୍ରାର ଅବ୍ୟବହିତ...

ଶ୍ରୀମନ୍ଦିରରେ ଶ୍ରୀହନୁମାନ ଜୟନ୍ତୀ: ଆଜ୍ଞାମାଳ ମିଳିବାପରେ ପାଇଲେ ପୂଜା

ପୁରୀ: ଆଜି ମହାବିଷୁବ ସଂକ୍ରାନ୍ତି । ଓଡ଼ିଶାର ଘରେ ଘରେ ପଣା ସଂକ୍ରାନ୍ତି ଭାବେ ଏହି ଦିବସଟିକୁ ପାଳନ କରାଯାଇଛି । ଆଜିର ଦିନରେ ଶ୍ରୀରାମଙ୍କ ପରମ ଭକ୍ତ ଶ୍ରୀ ହନୁମାନଜୀଙ୍କ ଜୟନ୍ତୀ । ଶ୍ରୀକ୍ଷେତ୍ରସ୍ଥିତ ଶ୍ରୀମନ୍ଦିରରେ ଆଜି ହନୁମାନଜୀଙ୍କ ପୂଜାର୍ଚ୍ଚନା ଅନୁଷ୍ଠିତ...

ଶ୍ରୀମନ୍ଦିରରେ ଶ୍ରୀହନୁମାନ ଦେବଙ୍କର ଜନ୍ମୋତ୍ସବ ପାଳିତ ହୋଇଥାଏ

ପୁରୀ: ଶ୍ରୀକ୍ଷେତ୍ର ପୁରୀରେ ପଣା ସଂକ୍ରାନ୍ତି ବହୁ ଜାକମକରେ ପାଳିତ ହୁଏ । କରୋନା ଯୋଗୁ ଯାଗାଘରଗୁଡିକ ବନ୍ଦ ରହିଛି । ଏଠାରେ ପହିଲିମାନ ମାନେ ହନୁମାନଙ୍କୁ ଆରାଧାନ କରିବା ସହ କୁସ୍ତି ଲଢ଼ିଥାନ୍ତି । ପଣା, ଛତୁଆରେ ଶ୍ରୀକ୍ଷେତ୍ର ଭାସିଥାଏ କହିଲେ...

ପୁରୀରେ ପହଞ୍ଚିଲା ୬ଷ୍ଠ ପର୍ଯ୍ୟାୟ ରଥକାଠ

ପୁରୀ: ଆସନ୍ତା ଏପ୍ରିଲ୍ ୨୬ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା ତିଥି । ଏହି ପବିତ୍ର ତିଥିରେ ପୁରୀ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି ପାଳିତ ହେବା ସହିତ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ଅନୁଷ୍ଠିତ ହେବ । ନରେନ୍ଦ୍ର ପୁଷ୍କରିଣୀରେ ଏହି ଦିନ ଚାପ...

ପୁରୀ ସାହିଯାତ: ଶ୍ରୀ ଜଗନ୍ନାଥ ବଲ୍ଲଭ ମଠରେ ସମ୍ପନ୍ନ ହେଲା ରାବଣ ବଧ ନୀତି

ପୁରୀ: ପୁରୀ ସାହିଯାତ ପ୍ରସିଦ୍ଧି ଲାଭ କରିଥିବା ବେଳେ ଲକ୍‌ଡାଉନରେ ଏହି ସାହିଯାତର ମଜ୍ଜା ଦେଖିବାକୁ ମିଳିନାହିଁ । ଔପଚାରିକ ଭାବେ ଆଜି ଅନୁଷ୍ଠିତ ହୋଇଯାଇଛି ରାବଣ ବଧ ନୀତି । ପୁରୀ ଶ୍ରୀମନ୍ଦିରରୁ ଶ୍ରୀରାମ ଲକ୍ଷ୍ମଣଙ୍କ ଚଳନ୍ତି ପ୍ରତିମା ଶ୍ରୀ ଜଗନ୍ନାଥ...

ପୁରୀରେ ପହଞ୍ଚିଲା ୫ମ ପର୍ଯ୍ୟାୟ ରଥକାଠ

ପୁରୀ: ଆସନ୍ତା ଏପ୍ରିଲ୍ ୨୬ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା ତିଥି । ଏହି ପବିତ୍ର ତିଥିରେ ପୁରୀ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି ପାଳିତ ହେବା ସହିତ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ଅନୁଷ୍ଠିତ ହେବ । ନରେନ୍ଦ୍ର ପୁଷ୍କରିଣୀରେ ଏହି ଦିନ ଚାପ...

ସାନିଟାଇଜ୍‌ ହେଲା ପୁରୀ ବଡ଼ଦାଣ୍ଡ ସହ ଶ୍ରୀମନ୍ଦିର ଚାରିପାଖ

ପୁରୀ: କରୋନା ମହାମାରୀ କବଳରୁ ବର୍ତ୍ତିବା ଲାଗି ଏବେ ସାରା ଓଡ଼ିଶାରେ ଜାରି ରହିଛି ଲକ୍‌ଡାଉନ୍ । ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ଭକ୍ତମାନଙ୍କ ଲାଗି ବନ୍ଦ ରହିଥିଲେ ମଧ୍ୟ ସେବାୟତମାନଙ୍କ ଦ୍ୱାରା ଶ୍ରୀଜୀଉମାନଙ୍କ ଦୈନିକ ନୀତିକାନ୍ତି ଚାଲୁ ରହିଛି ।...

ଭକ୍ତଙ୍କୁ ବାଧକ ହେଉନି ଲକ୍‌ଡାଉନ୍‌; ୬୦ କିଲୋମିଟର ଆସି ମହାପ୍ରଭୁଙ୍କୁ ଦେଉଛନ୍ତି ତୁଳସୀ !

ସାହିତ୍ୟ