Latest Odisha News

BREAKING NEWS

Browsing Category

କଳା ସଂସ୍କୃତି

ପବିତ୍ର ମହାବିଷୁବ ସଂକ୍ରାନ୍ତି, ଘରେ ଘରେ ଚଉରା ମୂଳେ ବନ୍ଧାହେବ ବସୁନ୍ଧରା ଠେକି

ଭୁବନେଶ୍ଵର: ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି । ଓଡ଼ିଆ ପରମ୍ପରା ଓ ସଂସ୍କୃତିର ଏକ ଆନନ୍ଦ ଉଲ୍ଲାସର ଦିନ। ପଣା ସଂକ୍ରାନ୍ତି ଅବସରରେ ଆଜିଠାରୁ ନୂତନ ପଞ୍ଜିକା ଓଡ଼ିଶାରେ ଲାଗୁ ହେଉଥିବାରୁ ଏହାକୁ ଓଡ଼ିଆ ନବବର୍ଷ ଭାବେ ପାଳନ କରାଯାଉଛି। ଜ୍ୟୋତିଷ ଶାସ୍ତ୍ର ଅନୁସାରେ…

ଗୁରୁକୂଳ ଉତ୍ସବ ୨୦୨୩ ଉଦଯାପିତ

ଭୁବନେଶ୍ୱର : ଗୁରୁ ରାମହରି ଦାସ ଓଡ଼ିଶୀ ଗୁରୁକୁଳ ପକ୍ଷରୁ ଆୟୋଜିତ ଗୁରୁକୁଳ ଉତ୍ସବ-୨୦୨୩ ଉଦଯାପିତ ହୋଇଯାଇଛି । ତିନିଦିନ ଧରି ଅନୁଷ୍ଠିତ ଏହି ଗୁରୁକୂଳ ଉତ୍ସବର ଅନ୍ତିମ ସନ୍ଧ୍ୟାରେ ଗୁରୁ ଅରୁଣା ମହାନ୍ତି ଏବଂ ଗୁରୁ ବିଜୟ କୁମାର ଜେନା ଅତିଥି ଭାବରେ ଯୋଗ ଦେଇଥିଲେ । ଗୁରୁକୂଳର ସଚିବ ଗୁରୁ…

ଗୁରୁକୁଳ ଉତ୍ସବ ୨୦୨୩ ଦ୍ୱିତୀୟ ସନ୍ଧ୍ୟାରେ ଦର୍ଶକ ବିଭୋର

ଭୁବନେଶ୍ୱର : ଗୁରୁ ରାମହରି ଦାସ ଓଡ଼ିଶୀ ଗୁରୁକୁଳ ପକ୍ଷରୁ ଆୟୋଜିତ ଗୁରୁକୁଳ ଉତ୍ସବ-୨୦୨୩ ର ଦ୍ଵିତୀୟ ସନ୍ଧ୍ୟାକୁ ଓଡ଼ିଶା ସଂଗୀତ ନାଟକ ଏକାଡେମୀର ସଚିବପ୍ରବୋଧ କୁମାର ରଥ ଆନୁଷ୍ଠାନିକ ପ୍ରଦୀପ ପ୍ରଜ୍ବଳନ କରି ଶୁଭାରମ୍ଭ କରିଥିଲେ। ଏହି କାର୍ଯକ୍ରମରେ ଦ୍ବୈତ ହିନ୍ଦୁସ୍ତାନୀ କଣ୍ଠ…

ଗୁରୁକୁଳ ଉତ୍ସବ-୨୦୨୩ ଉଦଘାଟିତ

ଭୁବନେଶ୍ୱର : ଗୁରୁ ରାମହରି ଦାସ ଓଡ଼ିଶୀ ଗୁରୁକୁଳ ପକ୍ଷରୁ ଗୁରୁକୁଳ ଉତ୍ସବ ୨୦୨୩ ଉଦଘାଟିତ ହୋଇଯାଇଛି । ଏହି ଉତ୍ସବରେ ଉତ୍କଳ ସଂସ୍କୃତି ବିଶ୍ଵବିଦ୍ୟାଳୟର କୁଳପତି ପ୍ରସନ୍ନ କୁମାର ସ୍ବାଇଁ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ କଳା ସଂସ୍କୃତି ଓ ଓଡ଼ିଶୀ ସଙ୍ଗୀତ କ୍ଷେତ୍ରରେ ଗୁରୁକୁଳର ଅବଦାନ…

ଆଜି ପବିତ୍ର ଦୋଳ ପୂର୍ଣ୍ଣିମା; ଝିମିରି ଫଗୁରେ ଭକ୍ତଙ୍କ ସହ ହୋଲି ଖେଳିବେ ମହାପ୍ରଭୁ

ପୁରୀ: ଆଜି ପବିତ୍ର ଦୋଳ ପୂର୍ଣ୍ଣିମା । ଗାଁ ଗାଁରେ ଜମୁଛି ଦୋଳ ମେଲଣ। ଗାଁକୁ ଗାଁ, ସାହିକୁ ସାହି ବୁଲି ବୁଲି ଭୋଗ ଖାଇବା ସହ ରଙ୍ଗବେରଙ୍ଗ ଅବିରରେ ହୋଲି ଖେଳିବେ ଦୋଳ ଗୋବିନ୍ଦ। ଏହି ଅବସରରେ ଅନେକ ସ୍ଥାନରେ ବାଡ଼ିଖେଳ ମଧ୍ୟ ହେବ। ସେପଟେ ଏଥିପାଇଁ ଆଜି ଶ୍ରୀମନ୍ଦିରରେ ସ୍ବତନ୍ତ୍ର…

ବିଦେଶ ମାଟିରେ ଚମକିଲେ ଜନଜାତି ଶିଳ୍ପୀ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ସରକାରଙ୍କ ଅଧୀନରେ ଓଡ଼ିଶା ଲଳିତ କଳା ଏକାଡେମୀ ଦ୍ଵାରା ଦୁବାଇଠାରେ ଓଡ଼ିଶା ଜନଜାତି ଚିତ୍ର କଳା ପ୍ରଦର୍ଶନୀ ଭାରତର କନ୍ସୁଲ ଜେନେରାଲ  ସତିଶ କୁମାର ଶିବମଙ୍କ ଦ୍ୱାରା ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ଏକାଡେମୀର…

ପ୍ରଥମ ଥର ଓଡ଼ିଶା ଜନଜାତି ଶିଳ୍ପୀମାନେ ବିଦେଶ ମାଟିରେ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନରେ ଓଡ଼ିଶା ଲଳିତ କଳା ଏକାଡେମୀ ଦ୍ୱାରା ଓଡ଼ିଶାର ୧୫ ଜଣ ଜନଜାତି ଶିଳ୍ପୀ ଦୁବାଇଠାରେ ଆଦିବାସୀ ଜୀବନୀ ଓ ଚାଲିଚଳଣି ଚିତ୍ର ଅଙ୍କନ କରୁଛନ୍ତି । ପ୍ରଥମ ଥର ପାଇଁ ବିଦେଶ ମାଟିରେ, ହ୍ୟାଟ ପ୍ଲେସ ଦୁବାଇ ଅଲ ରିଗାଠାରେ ୩ ଦିନ ଧରି…

ଗୁରୁ ସିଂହାରୀ ଶ୍ୟାମସୁନ୍ଦର କରଙ୍କ ୧୧୬ତମ ଜୟନ୍ତୀ ପାଳିତ

ଭୁବନେଶ୍ୱର : ଗୁରୁ କେଳୁ ଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମିଳିତ ଆନୁକୂଲ୍ୟରେ ଗବେଷଣା କେନ୍ଦ୍ରର ପ୍ରେକ୍ଷାଳୟ ‘ଉତ୍କଳ ରଙ୍ଗମଞ୍ଚ’ ରେ ଗୁରୁ ସିଂହାରୀ ଶ୍ୟାମସୁନ୍ଦର କରଙ୍କ ୧୧୬ତମ ଜୟନ୍ତୀ ଉପଲକ୍ଷେ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ…

ଓଡ଼ିଶା ଲଲିତ କଳା ଏକାଡ଼େମର ରାଜ୍ୟସ୍ତରୀୟ ମହିଳା ଚିତ୍ର ଶିଳ୍ପୀ ଶିବିର ଉଦ୍‌ଯାପିତ

ଭୁବନେଶ୍ୱର : ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଓଡ଼ିଶା ଲଲିତ କଳା ଏକାଡ଼େମୀ , ଓଡିଆ ଭାଷା ,ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ଵାରା ସ୍ଥାନୀୟ ପାନ୍ଥନିବାସଠାରେ ଆୟୋଜିତ ରାଜ୍ୟସ୍ତରୀୟ ନାରୀ ଚିତ୍ରଶିଳ୍ପୀ ଶିବିର ଉଦ୍‌ଯାପିତ ହୋଇଯାଇଛି । ଏହି ଅବସରରେ ଚଳିତ ବର୍ଷ ପଦ୍ମଶ୍ରୀ ପୁରସ୍କାର…

ମହାଶିବରାତ୍ରୀ: ଶିବଲିଙ୍ଗରେ ବେଲପତ୍ର ଦେଉଥିଲେ ମାନନ୍ତୁ ଏହି ନିୟମ

ଭୁବନେଶ୍ଵର: ମହାଶିବରାତ୍ରୀ ହିନ୍ଦୁମାନଙ୍କର ପ୍ରମୁଖ ପର୍ବ ଅଟେ । ଏହି ପର୍ବରେ ଭଗବାନ୍ ଶିବଙ୍କୁ ଆରାଧନା କରାଯାଇଥାଏ । ଫାଲଗୁନ ମାସ କୃଷ୍ଣ ଚତୁର୍ଦ୍ଦଶୀରେ ଶିବରାତ୍ରୀର ପାର୍ବଣ ଅବସର ପାଳନ ହୋଇଥାଏ । ପୁରାଣରେ ରହିଛି, ଏହିଦିନ ମଧ୍ୟରାତ୍ରୀରେ ଭଗବାନ୍ ଶିବ ରୁଦ୍ର ରୂପରେ ଅବତରଣ କରିଥିଲେ…