ସମାଜସେବୀ ମାଳତୀ ଚୌଧୁରୀ

ମାଳତୀ ଚୌଧୁରୀ (୧୯୦୪-୧୯୯୮) କ୍ଷେତ୍ର: ସମାଜସେବା ଜଣେ ଗାନ୍ଧିବାଦୀ ସମାଜସେବୀ ଓ ସ୍ୱାଧୀନତା ସଂଗ୍ରାମୀ ଭାବେ ମାଳତୀ ଚୌଧୁରୀ ଏକ ସୁପରିଚିତ ନାମ । ୧୯୦୪ରେ ବାରିଷ୍ଟର କୁମୁଦନାଥ ସେନ୍‍ଙ୍କ ଔରସରୁ ତାଙ୍କର ଜନ୍ମ । ସେ ଥିଲେ ଢାକାର ମୂଳ ବାସିନ୍ଦା । ୧୬ ବର୍ଷ ବୟସରେ...

‘କୋରାପୁଟିଆ ଗାନ୍ଧୀ’ ବିଶ୍ୱନାଥ ପଟ୍ଟନାୟକ

ବିଶ୍ୱନାଥ ପଟ୍ଟନାୟକ (୧୯୧୬-୨୦୧୦) କ୍ଷେତ୍ର: ସମାଜସେବା ଅନୁନ୍ନତ କୋରାପୁଟ ଜିଲ୍ଲାର ଆଦିବାସୀମାନଙ୍କ ଶିକ୍ଷା ଓ ସାମାଜିକ ସଚେତନତା ପାଇଁ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ବିଶ୍ୱନାଥ ପଟ୍ଟନାୟକ ‘କୋରାପୁଟିଆ ଗାନ୍ଧୀ’ ଭାବେ ସର୍ବତ୍ର ଜଣାଶୁଣା । ୧୧ ନଭେମ୍ବର ୧୯୧୬ରେ ଜନ୍ମ ହୋଇଥିଲେ ସେ । ଅଷ୍ଟମ ଶ୍ରେଣୀ...

ରମା ଦେବୀ

ରମା ଦେବୀ (୧୮୯୯-୧୯୮୫) କ୍ଷେତ୍ର: ସମାଜସେବା (ସ୍ୱାଧୀନତା ସଂଗ୍ରାମ) ଭାରତୀୟ ମୁକ୍ତି ସଂଗ୍ରାମରେ ଝାସ ଦେଇ ସେବା ଓ ପରୋପକାରରେ ନିଜ ଜୀବନକୁ ଉତ୍ସର୍ଗ କରିଥିବା ଜଣେ ଯୁଗନାରୀ ଥିଲେ ରମା ଦେବୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ସହରର ଏକ...

ତୁଳସୀ ମୁଣ୍ଡା

ତୁଳସୀ ମୁଣ୍ଡା (୧୯୪୭) କ୍ଷେତ୍ର: ସମାଜସେବା (ଆଦିବାସୀ ଶିକ୍ଷା ଓ ନିଶାମୁକ୍ତି) ପ୍ରତିକୂଳ ପରିସ୍ଥିତିକୁ ଖାତିର ନକରି ଆଦିବାସୀବହୁଳ ଅଂଚଳରେ ଶିକ୍ଷାର ପ୍ରସାର ଓ ମଦମୁକ୍ତି ପାଇଁ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ପଦ୍ମଶ୍ରୀ ତୁଳସୀ ମୁଣ୍ଡା ଓଡ଼ିଶାର ଜଣେ ଆଗଧାଡ଼ିର ସମାଜସେବୀ । ୧୯୪୭ ମସିହା...

ଗୋପବନ୍ଧୁ ଦାସ

ଗୋପବନ୍ଧୁ ଦାସ (୧୮୭୭-୧୯୨୮) କ୍ଷେତ୍ର: ସମାଜସେବା ଉତ୍କଳମଣି ଗୋପବନ୍ଧୁ ଦାସ ଓଡ଼ିଆ ଜାତିର ଯୁଗପୁରୁଷ । ଏକାଧାରରେ ସେ ଥିଲେ ସମାଜସେବୀ, ଦେଶପ୍ରେମୀ, ରାଷ୍ଟ୍ରନୀତିଜ୍ଞ, ସଂସ୍କାରକ, ସାମ୍ବାଦିକ, ସୁଲେଖକ, କବି, ଶିକ୍ଷାବିତ୍‍ ଏବଂ ଆଇନଜ୍ଞ । ୧୮୭୭ ମସିହା ଅକ୍ଟୋବର ୯ ତାରିଖରେ ସେ ଜନ୍ମଗ୍ରହଣ କରିଥିଲେ...

ଲକ୍ଷ୍ମୀନାରାୟଣ ସାହୁ

ଲକ୍ଷ୍ମୀନାରାୟଣ ସାହୁ (୧୮୯୦-୧୯୬୩) କ୍ଷେତ୍ର: ସମାଜସେବା ସେ କେଉଁ ଧର୍ମର ବୋଲି ପଚାରିଲେ ‘ସେବା ହିଁ ମୋର ଧର୍ମ’ ବୋଲି ଉତ୍ତର ଦେଉଥିବା ଜଣେ ମହାନ ମାନବବାଦୀ ବ୍ୟକ୍ତିତ୍ୱ ହେଲେ ଲକ୍ଷ୍ମୀନାରାୟଣ ସାହୁ । ୧୮୯୦ ଅକ୍ଟୋବର ୩ରେ ବାଲେଶ୍ୱର ସହରରେ ତାଙ୍କର ଜନ୍ମ । ମା’ଙ୍କ...

ଅନ୍ନପୂର୍ଣ୍ଣା ମହାରଣା

ଅନ୍ନପୂର୍ଣ୍ଣା ମହାରଣା (୧୯୧୭-୨୦୧୨) କ୍ଷେତ୍ର: ସମାଜସେବା ଭାରତୀୟ ମୁକ୍ତି ଆନ୍ଦୋଳନ କାଳର ଅନ୍ୟତମ ନିଷ୍ଠାପର ସମାଜସେବୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ ଅନ୍ନପୂର୍ଣ୍ଣା ମହାରଣା । ୩ ନଭେମ୍ବର ୧୯୧୭ରେ ରମା ଦେବୀ ଓ ଗୋପବନ୍ଧୁ ଚୌଧୁରୀଙ୍କ ଦ୍ୱିତୀୟ ସନ୍ତାନ ଭାବେ ଜନ୍ମ ହୋଇଥିଲେ ଅନ୍ନପୂର୍ଣ୍ଣା...

ସାହିତ୍ୟ