Home ଦେଶ ବିଦେଶ

ଦେଶ ବିଦେଶ

ପାକିସ୍ତାନ ସୀମାରେ ପଶି ଭାରତୀୟ ବାୟୁସେନା ଧ୍ୱଂସ କଲା ଆତଙ୍କୀ କ୍ୟାମ୍ପ୍

ନୂଆଦିଲ୍ଲୀ: ପୁଲୱାମା ଆତଙ୍କବାଦୀ ଆକ୍ରମଣର ୧୨ ଦିନ ପରେ କଡ୍ଡା ଜବାବ ଦେଲା ଭାରତ । ମଙ୍ଗଳବାର ଦିନ ଭୋର ସମୟରେ ୧୨ଟି ମିରେଜ ଜେଟ୍ ପାକ୍ ଅଧିକୃତ କାଶ୍ମୀରରେ ଥିବା ଆତଙ୍କବାଦୀ କ୍ୟାମ୍ପରେ ବୋମା ମାଡ଼ କରି ଧ୍ୱସ୍ତ ବିଧ୍ୱସ୍ତ କରିଦେଇଛନ୍ତି...

ଆଶ୍ଚର୍ଯ୍ୟ ବାଳିକା ‘ଜାହ୍ନବୀ’: ୧୪ ବର୍ଷର ବାଳିକା ଆଇ.ଏ.ଏସ.ଙ୍କୁ ପଢଉଛି ପାଠ

ଚଣ୍ଡିଗଡ଼ : ଜାହ୍ନବୀ ପାନୱାର । ବୟସ ୧୪ ବର୍ଷ । ବର୍ତ୍ତମାନ ସେ ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ କଳାରେ ସ୍ନାତକୋତ୍ତର ଛାତ୍ରୀ । ସେ ପାଠ ପଢିବା ସହିତ ଆଇଏଏସ ପରୀକ୍ଷା ଲାଗି ନିଜକୁ ପ୍ରସ୍ତୁତ କରୁଛନ୍ତି । ଏବେ ତାଙ୍କ ବୟସର...

ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ବିଧାନସଭା ଓ ଲୋକସଭା ନିର୍ବାଚନ: ଏପ୍ରିଲ ୧୧, ୧୮, ୨୩ ଏବଂ ୨୯ ତାରିଖରେ...

ନୂଆଦିଲ୍ଲୀ: ଓଡ଼ିଶାରେ ଏକକାଳୀନ ଲୋକସଭା ଓ ବିଧାନସଭା ନିର୍ବାଚନ ହେବ। ରାଜ୍ୟରେ ୪ଟି ପର୍ଯ୍ୟାୟରେ ମତଦାନ ହେବ। ରାଜ୍ୟର ୨୧ଟି ଲୋକସଭା ଆସନ ଏବଂ ୧୪୭ ବିଧାନସଭା ନିର୍ବାଚନ ପାଇଁ ଏପ୍ରିଲ ୧୧, ୧୮, ୨୩ ଓ ୨୯ରେ ମତଦାନ ହେବ । ଓଡ଼ିଶାରେ...

ମହିଳା ଦିବସ: ଭାରତୀୟ ନାରୀଙ୍କ ଅକ୍ତିଆରରେ ଏବେ ‘ଭୁପୃଷ୍ଠ ଓ ଆକାଶ’

ନୂଆଦିଲ୍ଲୀ : ‘ଅନ୍ତର୍ଜାତୀୟ ମହିଳା ଦିବସ’ ଅବସରରେ ଭାରତୀୟ ରେଳବିଭାଗ ଓ ଏୟାର ଇଣ୍ଡିଆ ପକ୍ଷରୁ ମହିଳାଙ୍କୁ ସମ୍ମାନ ଜଣାଇ ଏକ ଅଭିନବ ପଦକ୍ଷେପ ଗ୍ରହଣ କରାଯାଇଛି । https://twitter.com/SydneyAirport/status/1103870130847531008 ମହିଳାମାନେ ଏବେ କୌଣସି କ୍ଷେତ୍ରରେ ପଛୁଆ ନଥିବାବେଳେ ଡ୍ରିମଲାଇନର୍ ଭଳି ବିମାନ ଉଡାଣ, ଲୋକୋମୋଟିଭ୍...

ମିଲିଟାରି କ୍ୟାପ ପିନ୍ଧି ମ୍ୟାଚ ଖେଳିଲେ ଭାରତୀୟ ଦଳ, ପାକିସ୍ତାନ ଉଠାଇଲା ପ୍ରଶ୍ନ

ଇସଲାମାବାଦ: ପୁଲୱାମାରେ ଆତଙ୍କବାଦୀଙ୍କ ପୈଶାଚିକ କାଣ୍ଡ ପରେ ସହିଦ ଭାରତୀୟ ଯବାନଙ୍କୁ ଭାରତ ତଥା ବିଶ୍ୱବ୍ୟାପୀ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ସେହିଭଳି ଭାରତୀୟ କ୍ରିକେଟ ଦଳ ମଧ୍ୟ ସହିଦ ଭାରତୀୟ ଯବାନମାନଙ୍କ ପ୍ରତି ସମ୍ମାନ ପ୍ରଦର୍ଶନ କରିଛନ୍ତି ଶୁକ୍ରବାର ଦିନ...

ଅଷ୍ଟ୍ରେଲିଆକୁ ୮ରନରେ ପରାସ୍ତ କରି ଭାରତର ୫୦୦ତମ ଦିନିକିଆ ବିଜୟ ହାସଲ

ନାଗପୁର: ଅଧିନାୟକ ବିରାଟ କୋହଲିଙ୍କ ଶତକ ଓ ଅଲରାଉଣ୍ଡର ବିଜୟ ଶଙ୍କରଙ୍କ ଅନ୍ତିମ ଓଭରରେ ଶେଷ ୨ଟି ୱିକେଟ ଅକ୍ତିଆର କରିବା ଫଳରେ ଭାରତ ୨ୟ ଦିନିକିଆରେ ଚିତାକର୍ଷକ ବିଜୟ ହାସଲ କରିପାରିଛି । ଏହା ଭାରତର ରେକର୍ଡ଼ ୫୦୦ତମ ଦିନିକିଆ ବିଜୟ...

ଓଡିଶାରେ ଖୋଲିବ ୪ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ, ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ : ଦେଶର ବିଭିନ୍ନ ସ୍ଥାନରେ ୫୦ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା କରିବାକୁ ଗୁରୁବାର ଦିନ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛି। ସେଥିମଧ୍ୟରେ ଓଡ଼ିଶାରେ ଚାରିଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବ। ମିଳିଥିବା ସୂଚନାନୁଯାୟୀ, କେନ୍ଦୁଝର ଜିଲ୍ଲାର ଚମ୍ପୁଆ ଓ ଆନନ୍ଦପୁର,...

ଓଡ଼ିଶା ବିଧାନସଭା ଓ ଲୋକସଭା ନିର୍ବାଚନ: ଜାଣନ୍ତୁ କେଉଁ ଜିଲ୍ଲାରେ କେବେ ହେବ ମତଦାନ

ଭୁବନେଶ୍ୱର: ରବିବାର ଦିନ ବହୁ ପ୍ରତିକ୍ଷୀତ ବିଧାନସଭା ଏବଂ ଲୋକସଭା ନିମନ୍ତେ ନିର୍ବାଚନ ତାରିଖ ଘୋଷଣା ହେବା ସହିତ ନିର୍ବାଚନ ଆଚରଣ ବିଧି ଲାଗୁ ହୋଇଯାଇଛି । ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଉଭୟ ରାଜ୍ୟ ବିଧାନସଭା ଏବଂ ଲୋକସଭା ନିର୍ବାଚନର ମତଦାନ ଏକସଙ୍ଗେ...

ନିର୍ବାଚନ ଖର୍ଚ୍ଚ ନିମନ୍ତେ ସ୍ୱାଧୀନ ପ୍ରାର୍ଥୀ ବିକିବେ ନିଜ କିଡନୀ !

ଗୌହାଟୀ : ଆସାମର ଜଣେ ଯୁବକ ଆଗାମୀ ଲୋକସଭା ନିର୍ବାଚନ ସ୍ୱାଧୀନ ପ୍ରାର୍ଥୀ ଭାବେ ଲଢିବାକୁ ଯାଉଛନ୍ତି । ତେବେ ନିର୍ବାଚନ ଲାଗି ଅର୍ଥରାଶି ଯୋଗାଡ କରିବା ପାଇଁ ସେ ନିଜ କିଡନୀ ବିକିବେ ବୋଲି କହିଛନ୍ତି । ଯାହାକୁ ନେଇ ଚାରିଆଡେ...

ରାହୁଲ ମତେ ଆଲିଙ୍ଗନ କରିବା ପୂର୍ବରୁ ୧୦ ଥର ଚିନ୍ତା କରିବେ: ଯୋଗୀ ଆଦିତ୍ୟନାଥ

କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆଲିଙ୍ଗନ କରିବା ଘଟଣାକୁ ନେଇ କଡ଼ା ଟିପ୍ପଣୀ ଦେଇଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଯୋଗୀ କହିଛନ୍ତି “ରାହୁଲ ଗାନ୍ଧୀ ତାଙ୍କୁ ଆଲିଙ୍ଗନ କରିବାକୁ ୧୦ ଥର ଚିନ୍ତା କରିବେ ।”...

ସାହିତ୍ୟ