Latest Odisha News

BREAKING NEWS

Browsing Category

ମଧ୍ୟପ୍ରଦେଶ

Madhyapradesh

ଶୂନ୍ୟରେ ଝୁଲି ରହିଛି ଭୂତ ମନ୍ଦିର, ଜାଣନ୍ତୁ ଏହାର ରହସ୍ୟ

ଓଡ଼ିଶା ସମ୍ବାଦ ବ୍ୟୁରୋ: ସମଗ୍ର ବିଶ୍ୱରେ ଭାରତ ଏକ ପ୍ରମୁଖ ଧାର୍ମିକ ସ୍ଥଳ ଭାବରେ ଜଣାଶୁଣା । ଖାସ କରି ହିନ୍ଦୁ କେନ୍ଦ୍ରସ୍ଥଳ ଭାବରେ ଭାରତ ଜଣାଶୁଣା । ଏଠାରେ ଅନେକ ମନ୍ଦିର ଅବସ୍ଥିତ ରହିଛି । ହେଲେ ଏହି ମନ୍ଦିର ସହ ଜଡ଼ିତ ରହିଥିବା ଅନେକ ରହସ୍ୟମୟ କାହାଣୀ ସମ୍ପର୍କରେ ହୁଏତ ଆପଣ ଜାଣିଥିବେ…

ଗୋଟିଏ ମଞ୍ଚରେ ବିବାହ ବନ୍ଧନରେ ବାନ୍ଧିହେବେ ୧୨୧ ଯୁବତୀ, ଉପହାରରେ ମିଳିବ ଟିଭି, ଫ୍ରିଜ, ଖଟ

ଛତରପୁର: ମହାଶିବରାତ୍ରି ଅବସରରେ ମଧ୍ୟପ୍ରଦେଶର ଛତରପୁରରେ ଥିବା ବାଗେଶ୍ୱର ଧାମରେ ​​୧୨୧ ଜଣ ଯୁବତୀଙ୍କ ସାମୁହିକ ବିବାହ କରାଯିବ। ତେବେ ବଡ କଥା ଯେ ନବ ବିବାହିତ ଦମ୍ପତିଙ୍କୁ ଅନେକ ଉପହାର ଦିଆଯିବ | ବାସ୍ତବରେ ଦିନକୁ ଦିନ ବାହାଘର ପାଇଁ ହେଉଥିବା ଖର୍ଚ୍ଚ ବଢିଚାଲିଥିବାବେଳେ ଆର୍ଥିକ…

[ଦେଖନ୍ତୁ ଭିଡିଓ] ୨ହଜାର ବର୍ଷ ହେଲା ଜଳୁଛି ମାଆ ହରସିଦ୍ଧିଙ୍କ ଅଖଣ୍ଡ ଜ୍ୟୋତି

 ମଧ୍ୟପ୍ରଦେଶ : ମାଆର ନାମ ସ୍ମରଣ କରିଲେ ସମସ୍ତ ଦୁଃଖ କଷ୍ଟ ହରଣ ହୁଏ। ମାଆ ନିକଟରେ ଯାହା ମାନସକି କରିଲେ ସମସ୍ତ ମନୋସ୍କାମନା ପୂରଣ ହୋଇଥାଏ ।  ପ୍ରତ୍ୟେକ୍ଷ ଠାକୁରାଣୀର ଚମତ୍କାରୀ ଆସ୍ଥାନ। ଏହି ସ୍ଥାନକୁ ଯିଏଆସିଲେ ଖାଲି ହାତରେ କେହି ବି ଫେରିନାହିଁ ।  ଉଜ୍ଜୟିନୀର ବିଜାନଗରୀରେ ହଜାର…

କୃଷ୍ଣସାର ମୃଗ ଶିକାର ବେଳେ ପୋଲିସ ସହ ଏନକାଉଣ୍ଟର: ଟଳିଲେ ୩ ପୋଲିସ କର୍ମୀ

ମଧ୍ୟପ୍ରଦେଶ  : ଶିକାରୀଙ୍କୁ ଗୁଳିରେ ଟଳିଲେ ୩ ପୋଲିସ କର୍ମଚାରୀ । ମଧ୍ୟପ୍ରଦେଶରେ ଗୁନାରେ ଘଟିଛି ଏପରି ଅଘଟଣ । କୃଷ୍ଣସାର ମୃଗ ଶିକାରୀ ଓ ପୋଲିସ ମଧ୍ୟରେ ଗୁଳିକାଣ୍ଡ ଘଟି ଏପରି ଘଟିଛି । ଏଠାରେ ଶିକାରୀ ଓ ଓ ପୋଲିସ ମଧ୍ୟରେ ଏନକାଉଣ୍ଟର ହୋଇଥିଲା ଯେଉଁଥିରେ ତିନି ଜଣ ପୋଲିସ କର୍ମୀଙ୍କ…

[ଦେଖନ୍ତୁ ଭିଡିଓ] ୨ ମହଲା ବିଲଡିଂରେ ଲାଗିଲା ନିଆଁ, ୭ ଜଣ ଜୀବନ୍ତ ଦଗ୍ଧ

ଇନ୍ଦୋର: ମଧ୍ୟପ୍ରଦେଶର ଇନ୍ଦୋରରେ ଥିବା ଗୋଟିଏ ଦୁଇ ମହଲା ବିଲଡିଂରେ ଆଜି ଭୋର ସମୟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ନିଆଁରେ ପୋଡ଼ି ହୋଇ ୭ ଜଣଙ୍କ ଜୀବନ ଯାଇଥିବା ବେଳେ ଅଗ୍ନିଶମ ବାହିନୀର ସଦସ୍ୟମାନେ ୯ ଜଣଙ୍କୁ ଉଦ୍ଧାର କରିଛନ୍ତି । ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ରହିଥିବା ଜଣାପଡ଼ିଛି।…

ଅସଦାଚରଣ ନସହିବାରୁ ଟ୍ରେନରୁ ଯୁବତୀଙ୍କୁ ଫିଙ୍ଗିଦେଲା ଯୁବକ

ଇନ୍ଦୋର:  ମଧ୍ୟପ୍ରଦେଶର ଛତରପୁର ଜିଲ୍ଲାର ଖଜୁରାହୋ ନିକଟରେ ଜଣେ ଯୁବକର ଅସଦାଚରଣ ଉଦ୍ୟମକୁ ବିରୋଧ କରିବା ମହଙ୍ଗା ପଡିଛି । ଉତ୍ତରପ୍ରଦେଶର ଜଣେ ୨୫ ବର୍ଷୀୟ ଯୁବତୀ ଅସଦାଚରଣକୁ ବିରୋଧ କରିବାରୁ ଚଳନ୍ତା ଟ୍ରେନରୁ ଜଣେ ମଣିଷ ରୂପୀ ପିଶାଚ ତାଙ୍କୁ ଟ୍ରେନରୁ ଫିଙ୍ଗି ଦେଇଥିବା ଅଭିଯୋଗ…

ଇଟା ଭାଟିରୁ ମିଳିଲା ହୀରା, ରାତାରାତି ହୋଇଗଲେ କୋଟିପତି

ଭୋପାଳ: ଇଟା ଭାଟି ବ୍ୟବସାୟ ରାତାରାତି ହେଲେ କୋଟିପତି । କାରଣ ସେ କାମ କରୁଥିବା ଇଟା ଭାଟିରୁ ମିଳିଲା ୨୬.୧୧ କ୍ୟାରେଟ ହୀରା । ଏଭଳିି ଘଟଣା ଘଟିଛି ମଧ୍ୟପ୍ରଦେଶର ପାନ୍ନ ଜିଲ୍ଲାରେ । ମଙ୍ଗଳବାର ରବି ପଟେଲ ନାମକ ଜଣେ ସରକାରୀ ଅଧିକାରୀ ଏସମ୍ପର୍କରେ ସୂଚନା ଦେଇଛନ୍ତି। ସୂଚନା ଅନୁସାରେ,…

ଇନ୍ଦୋରରେ ସ୍ଥାପିତ ହେବ ଲତା ମଙ୍ଗେଶକରଙ୍କ ପ୍ରତିମୂର୍ତ୍ତି ଓ ସଂଗ୍ରାହଳୟ ଘୋଷଣା କଲେ ସରକାର

ମଧ୍ୟପ୍ରଦେଶ :  ମଧ୍ୟପ୍ରଦେଶ ଇନ୍ଦୋରରେ ସ୍ଥାପିତ ହେବ ଲତା ମଙ୍ଗେଶକରଙ୍କ ପ୍ରତିମୂର୍ତ୍ତି ଓ ସଂଗ୍ରାହଳୟ ।ଏନେଇ ମଧ୍ୟପ୍ରଦେଶ ସରକାର ଘୋଷଣା କରିଛନ୍ତି । ଲତା ମଙ୍ଗେଶକରଙ୍କ ଜନ୍ମ ସ୍ଥାନ ନାଁରେ ଇନ୍ଦୋରରେ ସଙ୍ଗୀତ ଏକାଡେମୀ ଖୋଲାଯିବା ସହ ସଂଗ୍ରାହଳୟ ପ୍ରତିଷ୍ଠା କରାଯିବ ବୋଲି ମଧ୍ୟପ୍ରଦେଶ…

[ଭିଡିଓ] ସ୍କୁଲ ଗ୍ରୀଲ୍‌ରେ ଫସିଗଲା ଯୁବକଙ୍କ ଗଳା, ଆଉ ତା ପରେ…

ଭୁବନେଶ୍ୱର: ସ୍କୁଲ କ୍ୟାମ୍ପସରେ ରେକି କରିବା ଜଣେ ଯୁବକଙ୍କୁ ମହଙ୍ଗା ପଡିଛି । ସ୍ଲାଇଡିଂ ଗ୍ରୀଲରେ ମୁଣ୍ଡ ଗଳାଇ ସ୍କୁଲର କାର୍ଯ୍ୟକଳାପ ଦେଖିବାକୁ ଯୁବକ ଜଣକ ଚେଷ୍ଟା କରିଥିଲେ । ହେଲେ ଭିତରେ କ’ଣ ଚାଲିଛି ଦେଖିବା ପୂର୍ବରୁ ଗ୍ରୀଲରେ ଫସିଯାଇଥିଲା ଗଳା । ଗତକାଲି ମଧ୍ୟପ୍ରଦେଶ…

[ଦେଖନ୍ତୁ ଭିଡିଓ] ଚାହୁଁଚାହୁଁ ବୁଡିଗଲା ଡଙ୍ଗା, ୧୦ ମଧ୍ୟରୁ ୨ ନିଖୋଦ

ଭୁବନେଶ୍ୱର: ମୋବାଇଲ କ୍ୟାମେରାରେ କଏଦ ହୋଇଛି ଛାତି ଥରାଇ ଦେଲାଭଳି ଘଟଣା । ଆଖି ସାମ୍ନାରେ ଚାହୁଁଚାହୁଁ ବୁଡିଗଲା ଯାତ୍ରୀବାହୀ ଡଙ୍ଗା । ଡଙ୍ଗାରେ ୧୦ ଜଣ ସବାର ଥିବାବେଳେ ସେମାନଙ୍କ ମଧ୍ୟରୁ ୨ ଜଣ ନିଖୋଜ ଥିବା ଜଣାପଡିଛି । ଗତ ଶୁକ୍ରବାର ମଧ୍ୟପ୍ରଦେଶ ଭିଣ୍ଡ ଜିଲ୍ଲାରେ ଏପରି ଅଭାବନୀୟ…