କର୍ଣ୍ଣାଟକ ସଙ୍କଟ: ସନ୍ଧ୍ୟା ୬ ସୁଦ୍ଧା ଆସ୍ଥା ଭୋଟ ସମାପ୍ତ କରିବାକୁ ନିର୍ଦ୍ଦେଶ ଦେଲେ ରାଜ୍ୟପାଳ

ବେଙ୍ଗାଲୁରୁ: କର୍ଣ୍ଣାଟକ ବିଧାନଭାରେ ଅଚଳାବସ୍ଥା ଜାରି ରହିଛି । ଆଜି ଦିନ ୧ଟା ୩୦ ସୁଦ୍ଧା ରାଜ୍ୟପାଳ ଯେଉଁ ନିର୍ଦ୍ଦେଶ ଦେଇଥିଲେ ଗୃହର ବାଚସ୍ପତିଙ୍କୁ ତାହା କାର୍ଯ୍ୟକାରୀ ହୋଇପାରିଲା ନାହିଁ । ତେଣୁ ରାଜ୍ୟପାଳ ଏସମ୍ପର୍କୀତ ବିଧାନସଭାରେ ଏକ ନୂଆ ନିର୍ଦ୍ଦେଶାନାମା ଜାରି...

କର୍ଣ୍ଣାଟକ ସଙ୍କଟ: ଆସ୍ଥା ଭୋଟ୍ ଲାଗି ଆରମ୍ଭ ହେଲା ଆଲୋଚନା

ବେଙ୍ଗାଲୁରୁ: ରାଜ୍ୟପାଳଙ୍କ ନିର୍ଦ୍ଦେଶକ୍ରମେ କର୍ଣ୍ଟାଟକ ବିଧାନସଭାରେ ଆଜି ଅନୁଷ୍ଠିତ ହେବାକୁ ଥିବା ଆସ୍ଥା ଭୋଟ୍ ଲାଗି ଆରମ୍ଭ ହେଲା ଆଲୋଚନା । ଦିନ ଗୋଟାଏ ୩୦ ମିନିଟରେ ଆସ୍ଥା ଭୋଟ ଲାଗି ଆଲୋଚନା ଆରମ୍ଭ କରିବାକୁ କର୍ଣ୍ଣାଟକ ରାଜ୍ୟପାଳ ବିଧାନସଭା ବାଚସ୍ପତିଙ୍କୁ ନିର୍ଦ୍ଦେଶ...

କର୍ଣ୍ଣାଟକ ସଙ୍କଟ: ଆଜି ବିଧାନସଭାରେ ଆସ୍ଥା ଭୋଟ୍

ବେଙ୍ଗାଲୁରୁ: କର୍ଣ୍ଣାଟକରେ ରାଜନୈତିକ ଅସ୍ଥିରତା ଜାରି ରହିଥିବାବେଳେ ଶୁକ୍ରବାର ଦିନ ଦେଢଟା ସୁଦ୍ଧା କଂଗ୍ରେସ-ଜେଡିଏସ୍ ମେଣ୍ଟ୍ ଆସ୍ଥା ଭୋଟର ସମ୍ମୁଖୀନ ହେବାକୁ ଯାଉଛନ୍ତି। ଏଚ.ଡି କୁମାରସ୍ୱାମୀଙ୍କ ସରକାରକୁ ଆଜି ନିଜର ଶକ୍ତି ପରୀକ୍ଷା ତଥା ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବାକୁ ଥିବାବେଳେ ତାଙ୍କ ସରକାର...

କର୍ଣ୍ଣାଟକ ବିଧାନସଭାରେ ଆଜି ହେଲାନି ଆସ୍ଥା ଭୋଟ, ଜୁଲାଇ ୧୯ ତାରିଖକୁ ଘୁଞ୍ଚାଇଲେ ଉପ ବାଚସ୍ପତି

ବେଙ୍ଗାଲୁରୁ: କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଏଚ୍‌ ଡ଼ି କୁମାରସ୍ୱାମୀଙ୍କ ସରକାର ନିଜର ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବା ଉଦ୍ଦେଶ୍ୟରେ ଗୁରୁବାର ଆସ୍ଥା ଭୋଟର ସାମ୍ନା କରିଥାନ୍ତା । ଏହାକୁ ବିଧାନସଭାର ଉପ ବାଚସ୍ପତି ଜୁଲାଇ ୧୯ ତାରିଖ ଦିନ ୧୧ଟା ପର୍ଯ୍ୟନ୍ତ ଘୁଞ୍ଚାଇ ଦେଇଛନ୍ତି। ମିଳିଥିବା...

ଆମେରିକାରେ ପାଳିତ ହେଲା ରଥଯାତ୍ରା, ‘ହରିବୋଲ୍’ ଧ୍ୱନୀରେ କମ୍ପିଲା ଚିକାଗୋ…

ଚିକାଗୋ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ସୁଦୂର ଆମେରିକାର ଚିକାଗୋ ସହରରେ ପାଳିତ ହୋଇଯାଇଛି । ଚିକାଗୋ ସହରରେ ବସବାସ କରୁଥିବା ପ୍ରବାସୀ ଓଡ଼ିଆ ମାନଙ୍କ ଦ୍ୱାରା ସ୍ଥାପିତ ‘ଶ୍ରୀ ଜଗନ୍ନାଥ ସୋସାଇଟି ଅଫ ଗ୍ରେଟର୍ ଚିକାଗୋ’ ଆନୁକୂଲ୍ୟରେ ମହାପ୍ରଭୁଙ୍କ ଘୋଷଯାତ୍ରା ସମେତ,...

କୁଳଭୂଷଣଙ୍କ ଫାଶୀ ଦଣ୍ଡକୁ ରହିତାଦେଶ ଦେଲେ ଆଇସିଜେ

ନୂଆଦିଲ୍ଲୀ: ଭାରତ ପାଇଁ ଏକ ବଡ଼ ସଫଳତା । ପାକିସ୍ତାନ ଜେଲରେ ବନ୍ଦିଥିବା ଭାରତର ପୂର୍ବତନ ନୌସେନା ଅଧିକାରୀ କୁଳଭୂଷଣ ଯାଦବଙ୍କ ଫାଶୀ ଦଣ୍ଡାଦେଶ ଉପରେ ରହିତାଦେଶ ଜାରି କରିଛନ୍ତି ଅନ୍ତରାଷ୍ଟ୍ରୀୟ ଅଦାଲତ (ଆଇସିଜେ) । ସୂଚନା ମୁତାବକ ଅନ୍ତରାଷ୍ଟ୍ରୀୟ ଅଦାଲତରେ ଉପସ୍ଥିତ ଥିବା...

କୁଖ୍ୟାତ ଆତଙ୍କବାଦୀ ହାଫିଜ ସୟିଦ୍ ଗିରଫ

ଇସଲାମାବାଦ: ମୋଷ୍ଟ ୱାଣ୍ଟେଡ୍ ଆତଙ୍କବାଦୀ ତଥା ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ହାଫିଜ୍ ସୟିଦ୍ ଗିରଫ ହୋଇଛି । ଏନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି । https://twitter.com/ANI/status/1151390532935049217?s=08 ମିଳିଥିବା ସୂଚନାନୁଯାୟୀ ପାକିସ୍ତାନର କାଉଣ୍ଟର ଟେରରିଜିମ୍ ଡିର୍ପାଟମେଣ୍ଟ୍ ଓ ପାକିସ୍ତାନର ପଞ୍ଜାବ ପୋଲିସ ମିଳିତ ଉଦ୍ୟମରେ ହାଫିଜକୁ...

ଆସାମରେ ବନ୍ୟା ବିତ୍ପାତ: ଜଳମଗ୍ନ କାଞ୍ଜିରଙ୍ଗା ଅଭୟାରଣ୍ୟ

ନୂଆଦିଲ୍ଲୀ: ଆସମାରେ ଗତକିଛି ଦିନ ହେବ ଜାରି ରହିଥିବା ପ୍ରବଳ ବର୍ଷା ଯୋଗୁଁ ବ୍ରହ୍ମପୁତ୍ର ନଦୀ ଜଳ ପ୍ରାୟ ୩୦ଟି ଜିଲ୍ଲାରେ ପ୍ରବେଶ କରିବା ଫଳେ ଭୀଷଣ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଏହି ବନ୍ୟା ଯୋଗୁଁ ଆସାମରେ ପାଖାପାଖି ୨୬ ଲକ୍ଷରୁ...

କର୍ଣ୍ଣାଟକ ସଙ୍କଟ: ଆସ୍ଥା ଭୋଟରେ ଅସନ୍ତୁଷ୍ଟ ବିଧାୟକ ଭାଗ ନେବା ଜରୁରୀ ନୁହେଁ: ସୁପ୍ରିମକୋର୍ଟ

ବେଙ୍ଗାଲୁରୁ: କର୍ଣ୍ଣାଟକ ରାଜନୀତି ଏବେ ଦିନକୁ ଦିନ ଜଟିଳ ହେବାରେ ଲାଗିଥିଲେ ମଧ୍ୟ ବୁଧବାର ଦିନ ସୁପ୍ରିମକୋର୍ଟଙ୍କ ଶୁଣାଣି ପରେ ଏବେ ସରଗରମ ହୋଇଉଠିଛି କର୍ଣ୍ଣାଟକ ବିଧାନସଭା । ଏହି ମାମଲାରେ ବୁଧବାରଦିନ ସୁପ୍ରିମକୋର୍ଟ ତାଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ କହିଛନ୍ତି ଯେ,...

ମୁମ୍ବାଇରେ କୋଠା ଭୁଶୁଡିବା ଘଟଣା: ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି

ମୁମ୍ବାଇ: ମୁମ୍ବାଇର ଡୋଙ୍ଗ୍ରି ଅଞ୍ଚଳରେ ୪ ମହଲା କୋଠା ଭୁଶୁଡିବା ଘଟଣାରେ ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି । ଏନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି । https://twitter.com/ANI/status/1151303155130519552?s=08 ଅନ୍ୟପକ୍ଷରେ ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ ସହ ଅଗ୍ନିଶମ ବିଭାଗ ଓ ଏନଡିଆରଏଫ୍ ଟିମ୍ ଓ...

ସାହିତ୍ୟ