Latest Odisha News

BREAKING NEWS

Browsing Category

ସୁପର୍ ସାଇକ୍ଲୋନ୍ ‘ଅମ୍ଫାନ୍‌’

Super Cyclone ‘Amphan’

ବାତ୍ୟା ଅମ୍ଫାନ: ପଶ୍ଚିମବଙ୍ଗ ଲାଗି ୧୦୦୦ କୋଟି ଟଙ୍କାର ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦୀ

କୋଲକାତା: ଅମ୍ଫାନ ବାତ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ପଶ୍ଚିମବଙ୍ଗ ଲାଗି ୧୦୦୦ କୋଟି ଟଙ୍କାର ଆଗୁଆ ସହାୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆଜି ଆକାଶମାର୍ଗରୁ ପ୍ରଧାନମନ୍ତ୍ରୀ ମୋଦୀ ପଶ୍ଚିମବଙ୍ଗର ବାତ୍ୟା ପ୍ରଭାବିତ ଅଞ୍ଚଳ ଗୁଡ଼ିକୁ ସର୍ବେକ୍ଷଣ କରିବା ସହିତ…

ଆସନ୍ତାକାଲି ଆକାଶମାର୍ଗରୁ ଓଡ଼ିଶାର ବାତ୍ୟାଞ୍ଚଳ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଦିନ ପଶ୍ଚିମବଙ୍ଗ ଓ ଓଡ଼ିଶା ଆସି ଅମ୍ଫାନ ବାତ୍ୟା ପରବର୍ତ୍ତୀ ପରିସ୍ଥିତି ପରଖିବେ । “ପ୍ରଧାନମନ୍ତ୍ରୀ ମୋଦୀ ଆକାଶମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କରି ଏହି ବାତ୍ୟାରେ ହୋଇଥିବା କ୍ଷୟକ୍ଷତି ଏବଂ ବାତ୍ୟା ପରବର୍ତ୍ତୀ…

ଆକାଶ ମାର୍ଗରୁ ବାତ୍ୟା ‘ଅମ୍ଫାନ୍‌’ ପ୍ରଭାବିତ ଜିଲ୍ଲା ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାତ୍ୟା ଅମ୍ଫାନ ପ୍ରଭାବିତ ଜିଲ୍ଲାଗୁଡ଼ିକୁ ଆଜି ଅପରାହ୍ନରେ ଆକାଶମାର୍ଗରୁ ଅନୁଧ୍ୟାନ କରିଛନ୍ତି । ବାତ୍ୟା ଅମ୍ଫାନ ପ୍ରଭାବିତ ଜିଲ୍ଲା ଗୁଡ଼ିକରେ ପୁନରୁଦ୍ଧାର କାର୍ଯ୍ୟ କିପରି ଭାବେ ଚାଲିଛି ଏବଂ ଏହି ବାତ୍ୟା ଯୋଗୁଁ କେତେ କ୍ଷୟକ୍ଷତି ହୋଇଛି…

‘ଅମ୍ଫାନ’କୁ ନେଇ ସଠିକ୍ ହେଲା ଆକଳନ: ଆଇଏମଡି

ନୂଆଦିଲ୍ଲୀ: ବାତ୍ୟା ଅମ୍ଫାନକୁ ନେଇ ସଠିକ୍ ହୋଇଛି ଭାରତୀୟ ପାଣିପାଗ ବିଭାଗର ଆକଳନ । ସଠିକ୍ ଆକଳନ ଯୋଗୁଁ ଜୀବନହାନୀକୁ କମ କରାଯାଇ ପାରିଛି । ଆଇଏମଡିର ଆକଳନ ଅନୁସାରେ ପଶ୍ଚିମବଙ୍ଗ ଦୀଘା, ବାଂଲାଦେଶ ହାତିଆ ସୁନ୍ଦରବନରେ ବାତ୍ୟା ସ୍ଥଳଭାଗ ଛୁଇଁଛି । ପବନର ବେଗ ଯାହା ଯେମିତି ଆକଳନ…

ବାତ୍ୟା ‘ଅମ୍ଫାନ’ ନେଲା ପଶ୍ଚିମବଙ୍ଗରେ ୭୨ ଜଣଙ୍କ ଜୀବନ

କୋଲକାତା: ପଶ୍ଚିମବଙ୍ଗରେ ବିଭିଷିକା ରଚିଛି ବାତ୍ୟା ଅମ୍ଫାନ । ବାତ୍ୟା ଅମ୍ଫାନରେ ପଶ୍ଚିମବଙ୍ଗରେ ୭୨ ଜଣଙ୍କର ଜୀବନ ଯାଇଛି । ବହୁ ସଂଖ୍ୟାରେ ଲୋକ ଆହତ ହୋଇଛନ୍ତି । ଏନେଇ ସୂଚନା ଦେଇଛନ୍ତି ନିଜେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ସେ କହିଛନ୍ତି, ପ୍ରକୃତିର ଏଭଳି ରୂପ ସେ…

ବାତ୍ୟା ଅମ୍ଫନ ପ୍ରଭାବରେ ରାଜ୍ୟର ୩୦ ଲକ୍ଷ ବିଦ୍ୟୁତ୍ ଉପଭୋକ୍ତା ପ୍ରଭାବିତ

ଭୁବନେଶ୍ୱର: ଗତ ବୁଧବାର ଦିନ ବାତ୍ୟା ଅମ୍ଫନ୍ ପ୍ରଭାବରେ ଓଡ଼ିଶା ଉପକୂଳବର୍ତ୍ତୀ ଅଞ୍ଚଳରେ ବହୁ କ୍ଷୟକ୍ଷତି ହୋଇଥିବା ବେଳେ ରାଜ୍ୟର ପ୍ରାୟ ୩୦ ଲକ୍ଷ ବିଦ୍ୟୁତ୍ ଉପଭୋକ୍ତା ପ୍ରଭାବିତ ହୋଇଛନ୍ତି। ଶକ୍ତି ବିଭାଗର ରିପୋର୍ଟ ଅନୁଯାୟୀ, ବିଦ୍ୟୁତ୍ ବିତରଣ କମ୍ପାନୀ କେନ୍ଦ୍ରୀୟ ବିଦ୍ୟୁତ୍…

ବାତ୍ୟା ଅମ୍ଫନ ପ୍ରଭାବରେ ଓଡ଼ିଶାର ୮୯ ବ୍ଲକ୍ ପ୍ରଭାବିତ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ଓଡ଼ିଶା ସରକାର ଗୁରୁବାର ଦିନ ବାତ୍ୟା ଅମ୍ଫନ୍ ସମ୍ପର୍କରେ କେନ୍ଦ୍ରକୁ ଅବଗତ କରାଇଛନ୍ତି। ଏନେଇ କେନ୍ଦ୍ର କ୍ୟାବିନେଟ ସଚିବ ରାଜୀବ ଗୌବାଙ୍କ ସହ ଏକ ଭିଡିଓ ସମ୍ମିଳନୀରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ କହିଛନ୍ତି ଯେ, ଏହି ବାତ୍ୟା ଯୋଗୁଁ ୮୯ଟି ବ୍ଲକର ପ୍ରାୟ ୧୫୦୦ଟି…

ଆଗାମୀ ୧୨ ଘଣ୍ଟା ମଧ୍ୟରେ ଏହି ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବାତ୍ୟା ‘ଅମ୍ଫାନ୍‌’ ପଶ୍ଚିମବଙ୍ଗର ଦୀଘା ଓ ବାଂଲାଦେଶର ହାତିଆ ଦୀପ ଦେଇ ଦିନ ୩ଟା ୩୦ରୁ ସନ୍ଧ୍ୟା ୫ଟା ୩୦ ମଧ୍ୟରେ ସୁନ୍ଦରବନ ଅଞ୍ଚଳ ଅତିକ୍ରମ କରିଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୫୫ରୁ ୧୬୫ କିଲୋମିଟର ରହିଥିବା ସହିତ ୧୮୫ ର ଝଟକା ଥିଲା । ଏହାର ପ୍ରଭାବରେ ଆଗାମୀ…

ବାଲେଶ୍ୱର ଓ ଭଦ୍ରକରେ ସନ୍ଧ୍ୟାରେ ବଢ଼ିପାରେ ପବନର ବେଗ: ଆଇଏମ୍‌ଡି

ନୂଆଦିଲ୍ଲୀ: ବତ୍ୟା ଅମ୍ଫାନ ଯୋଗୁଁ ଉତ୍ତର ଓଡ଼ିଶାରେ ବଢ଼ୁଛି ପବନର ବେଗ । ଏବେ ଏହା ପଶ୍ଚିମବଙ୍ଗକୁ ଗତି କରିଛି, କିନ୍ତୁ ଏହାର ପ୍ରଭାବ ଉତ୍ତର ଓଡ଼ିଶାରେ ପଡିଛି । ବାଲେଶ୍ୱରରେ ୯୧ କିଲୋମିଟର ବେଗରେ ପବନ ବହୁଛି । ଏନେଇ ଆଇଏମ୍‌ଡି ଡିଜି ସୂଚନା ଦେଇଛନ୍ତି । ସେହିପରି ଚାନ୍ଦବାଲିରେ ମଧ୍ୟ…

ପଶ୍ଚିମବଙ୍ଗରେ ପ୍ରଳୟ ରଚୁଛି ବାତ୍ୟା ‘ଅମ୍ଫାନ’

କୋଲକାତା: ପଶ୍ଚିମବଙ୍ଗରେ ପ୍ରଳୟ କରୁଛି ସାମୁଦ୍ରିକ ବାତ୍ୟା ‘ଅମ୍ଫାନ’ । ପଶ୍ଚିମବଙ୍ଗର ଦୀଘା, ବାଂଲାଦେଶ ହତିୟା ମଧ୍ୟରେ ସୁନ୍ଦରବନ ଦେଇ ଅମ୍ଫାନର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହାର ପ୍ରଭାବରେ କୋଲକାତାରେ ପ୍ରବଳ ବର୍ଷା ପବନ ଜାରି ରହିଛି । ଉତ୍ତର ୨୪ ପ୍ରଗ୍ରଣା, ଦକ୍ଷିଣ…