କ୍ରିକେଟରେ ମଧ୍ୟ ବର୍ଣ୍ଣ ବୈଷ୍ୟମତା ରହିଛି : କ୍ରିସ ଗେଲ୍‌

ନ୍ୟୁୟର୍କ: ଆମେରିକାର କୃଷ୍ଣକାୟ ବ୍ୟକ୍ତି ଜର୍ଜ ଫ୍ଲାଏଡଙ୍କ ମୃତ୍ୟୁ ନେଇ ଆମେରିକାରେ ଜୋରଦାର ବିକ୍ଷୋଭ ଜାରି ରହିଛି । ବିଭିନ୍ନ ଦେଶର ସେଲିବ୍ରେଟି ମଧ୍ୟ ଏ ନେଇ ସେମାନଙ୍କ ମତ ମଧ୍ୟ ରଖିଛନ୍ତି । ୱେଷ୍ଟଇଣ୍ଡିଜର ଷ୍ଟାର କ୍ରିକେଟର କ୍ରିସ ଗେଲ୍ ମଙ୍ଗଳବାର...

ମହମ୍ମଦ ସାମୀଙ୍କ ସହ ଅନ୍ତରଙ୍ଗ ମୂହର୍ତର ଫଟୋ ଛାଡିଲେ ପତ୍ନୀ ହସୀନ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଦଳର ପେସ୍ ବୋଲର ମହମ୍ମଦ ସାମୀ ଓ ତାଙ୍କ ପତ୍ନୀ ହସୀନ ଜାହାଁଙ୍କ ମଧ୍ୟରେ ବିବାଦ କମିବାର ନାମ ନେଉ ନାହିଁ । ସୋସିଆଲ ସାଇଟରେ ସାମୀଙ୍କ ସହ ଏକ ଅନ୍ତରଙ୍ଗ ମୂହର୍ତର ଫଟୋ ହସୀନ ଛାଡିଛନ୍ତି ।...

ବାପା ହେବେ ହାର୍ଦ୍ଦିକ

ମୁମ୍ବାଇ:ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଖୁବ୍ ଶୀଘ୍ର ବାପା ହେବାକୁ ଯାଉଛନ୍ତି । ହାର୍ଦ୍ଦିକ ଓ ସର୍ବିୟାର ନତାଶା ଷ୍ଟେନୋକୋଭିକ ବର୍ଷ ଆରମ୍ଭରେ ସେମାନଙ୍କ ପ୍ରେମ ସ୍ୱୀକାର କରିବା ସହ ନିର୍ବନ୍ଧ କରିଥିଲେ । ନତାଶା ଗର୍ଭବତୀ ଅଛନ୍ତି...

ଖେଳରତ୍ନ ପାଇଁ ରୋହିତଙ୍କ ନାମ ସୁପାରିଶ କଲା ବିସିସିଆଇ

ନୂଆଦିଲ୍ଲୀ:ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ (ବିସିସିଆଇ) ରୋହିତ ଶର୍ମାଙ୍କ ନାମ ଖେଳରତ୍ନ ପୁରସ୍କାର ପାଇଁ ସୁପାରିଶ କରିଛି । ଏହା ବ୍ୟତୀତ ଶିଖର ଧାୱନ, ଈଶାନ୍ତ ଶର୍ମା ଓ ଦୀପ୍ତି ଶର୍ମାଙ୍କୁ ଅର୍ଜୁନ ପୁରସ୍କାର ଦେବା ପାଇଁ ପ୍ରସ୍ତାବ ଦେଇଛି । କେନ୍ଦ୍ର...

ଆଇସିସି ବୈଠକ: ଟି୨୦ ବିଶ୍ୱକପ ସମ୍ପର୍କରେ ଶୁଣାଣୀ ହୋଇପାରିଲାନି

ନୂଆଦିଲ୍ଲୀ:ଅନ୍ତର୍ଜାତୀୟ କ୍ରିକେଟ କାଉନସିଲର ପରବର୍ତୀ ବୈଠକ ଜୁନ ୧୦କୁ ଘୁଂଚାଇ ଦିଆଯାଇଛି । ଗୁରୁବାର ବୈଠକରେ ଅଷ୍ଟ୍ରେଲିଆରେ ହେବାକୁ ଥିବା ଟି୨୦ ବିଶ୍ୱକପ ସମ୍ପର୍କରେ ନିଷ୍ପତି ନିଆଯାଇ ପାରି ନ ଥିଲା । କରୋନା ଯୋଗୁ ବିଶ୍ୱକପକୁ ଘୁଂଚାଇ ଦିଆଯାଇଛି । ଏହା...

ଆସନ୍ତୁ ଜାଣିବା କରୋନା ପରେ ସଚିନଙ୍କ କେଉଁ କେଉଁ ରେକର୍ଡ ଭାଙ୍ଗିବା ଲକ୍ଷ୍ୟରେ ରହିଛନ୍ତି କୋହଲି

ମୁମ୍ବାଇ:ଅନ୍ତର୍ଜାତୀୟ କ୍ରିକେଟରେ ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭଙ୍ଗ କରିବା ଏକ ସ୍ୱପ୍ନ ପରି ମନେ ହେଉଥିଲା । ମାତ୍ର ଟିମ୍ ଇଣ୍ଡିଆ ଅଧିନାୟକ ବିରାଟ କୋହଲି ଚମତ୍କାର ପ୍ରଦର୍ଶନ ଜାରି ରଖି ପ୍ରଶଂସକଙ୍କ ମନରେ ଆଶା ସଂଚାର କରିଛନ୍ତି ।...

ଟ୍ୟାକ୍ସ ମାମଲାରେ ବିସିସିଆଇ-ଆଇସିସି ସାମ୍ନା ସାମ୍ନି: ଟି୨୦ ବିଶ୍ୱକପ ଘୁଂଚିପାରେ

ନୂଆଦିଲ୍ଲୀ:ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ଓ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ ଟ୍ୟାକ୍ସ ମାମଲାରେ ସାମ୍ନା ସାମ୍ନି ହୋଇଛନ୍ତି । ଫଳରେ ଟି୨୦ବିଶ୍ୱକପ ୨୦୨୧ ଆୟୋଜନ ନେଇ ସନ୍ଦେହ ସୃଷ୍ଟି ହୋଇଛି । ଅଫିସିଆଲ ଭାବେ କୌଣସି ଘୋଷଣା କରାଯାଇ ନାହିଁ । ଆୟୋଜକ...

ନିଶା ଦ୍ରବ୍ୟ ରଖିବା ଅଭିଯୋଗରେ ଶ୍ରୀଲଙ୍କା ପେସର ଗିରଫ

କଲମ୍ବୋ: ଶ୍ରୀଲଙ୍କାର ଯୁବ ପେସ ବୋଲର ଶେହାନ ମଧୁଶଙ୍କାଙ୍କୁ ସ୍ଥାନୀୟ ପୋଲିସ ନିଶା ଦ୍ରବ୍ୟ ରଖିବା ଅଭିଯୋଗରେ ଗିରଫ କରିଛି । ୨୫ ବର୍ଷୀୟ ଏହି ଯୁବ ଖେଳାଳିଙ୍କୁ ୨ ସପ୍ତାହ ପାଇଁ ହାଜତକୁ ପଠାଇ ଦିଆଯାଇଛି । ତାଙ୍କ ନିକଟରୁ ୨...

ପାକ୍ କ୍ରିକେଟର ତୌଫିକ ଉମରଙ୍କୁ କରୋନା

କରାଚୀ:ପ୍ରଥମ ଥର ପାଇଁ କ୍ରିକେଟ ଖେଳାଳିଙ୍କୁ ସଂକ୍ରମିତ କରିଛି କରୋନା । ପାକିସ୍ତାନ କ୍ରିକେଟର ତୌଫିକ ଉମରଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି । ସେ ଘରେ କ୍ୱାରେଂଟାଇନରେ ରହିବେ । ଅସୁ୍‌ସ୍ଥ ଅନୁଭବ କରିବାରୁ ମୁଁ ନିଜର ଟେଷ୍ଟ କରାଇଥିଲି ।...

ଚଳିତ ବର୍ଷ ଟି୨୦ ବିଶ୍ୱକପ ଆଶା ମଉଳିଲା

ମୁମ୍ବାଇ: ଚଳିତ ବର୍ଷ ଶେଷ ଭାଗରେ ହେବାକୁ ଥିବା ଆଇସିସି ଟି୨୦ ବିଶ୍ୱକପ ଆଶା ଏକପ୍ରକାର ମଉଳି ଯାଇଛି କହିଲେ ଭୁଲ ହେବ ନାହିଁ । କରୋନା ଭାଇରସ ଯୋଗୁ ଅକ୍ଟୋବର-ନଭେମ୍ବରରେ ଏହାକୁ ଆୟୋଜନ କରିବା ସମ୍ଭବପର ନୁହେଁ । ଆଇସିସି ସ୍ପଷ୍ଟ...

ସାହିତ୍ୟ