ଆଇଏସଏଲ:ବାମ୍ବୋଲିନରେ ଗୋଲବର୍ଷା, ଇଷ୍ଟବେଙ୍ଗଲକୁ ହରାଇଲା ଓଡିଶା

ଭୁବନେଶ୍ୱର: ଗୋଆର ବାମ୍ବୋଲିନ ଷ୍ଟାଡିୟମରେ ଚାଲିଥିବା ଆଇଏସଏଲର ଏକ ମୁକାବିଲାରେ ଗୋଲ ବର୍ଷା ଦେଖିବାକୁ ମିଳିଛି । ଓଡିଶା ଏଫସି ଓ ଇଷ୍ଟବେଙ୍ଗଲ ମଧ୍ୟରେ ଅନୁଷ୍ଠିତ ଏହି ମୁକାବିଲାରେ ୧୧ ଗୋଲ ସ୍କୋର ହୋଇଥିଲା । ଓଡିଶା ୬-୫ ଗୋଲରେ ଅପେକ୍ଷାକୃତ ଶକ୍ତିଶାଳୀ...

ଓଡିଶା ମହିଳା ଲିଗ୍ ଫୁଟବଲ ଫେବୃୟାରୀ ୨୮ରୁ

ଭୁବନେଶ୍ୱର: ଓଡିଶା ଫୁଟବଲ ଆସୋସିଏଶନ ଏବଂ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ଆନୁକୂଲ୍ୟରେ ଓଡିଶା ମହିଳା ଲିଗ୍ ଫୁଟବଲ ଟୁର୍ଣ୍ଣାମେଂଟ ୨୮ ଫେବୃୟାରୀରୁ ଆରମ୍ଭ ହେବାକୁ ଯାଉଛି । ଏହା ୨୭ ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ । ଏହି ମୁକାବିଲାର ସମସ୍ତ...

ବିଜୟ ହାସଲ କରି ସମ୍ମାନର ସହ ଅଭିଯାନ ଶେଷ କରିବ ଓଡିଶା ଏଫସି: ଷ୍ଟିଭେନ

ଭୁବନେଶ୍ୱର: ଇଣ୍ଡିଆନ ସୁପର ଲିଗ୍ ଫୁଟବଲରେ ଶନିବାର ଗୋଆରେ ଓଡିଶା ଏଫସି ଓ ଇଷ୍ଟବେଙ୍ଗଲ ମଧ୍ୟରେ ମୁକାବିଲା ହେବ । ଚଳିତ ସିଜନରେ ଓଡିଶାର ପ୍ରଦର୍ଶନ ଅତ୍ୟନ୍ତ ନୈରାଶ୍ୟଜନକ ରହିଛି । ଦଳ ଏ ପର୍ଯ୍ୟନ୍ତ ମାତ୍ର ଗୋଟିଏ ମ୍ୟାଚରେ ବିଜୟ ହାସଲ...

ଖେଳାଳିମାନେ ଲୟକୁ ଫେରିଛନ୍ତି: କୋଚ ପେୟଟନ

ଭୁବନେଶ୍ୱର: ଇଣ୍ଡିଆନ ସୁପର ଲିଗ୍ ଫୁଟବଲରେ କେରଳ ବ୍ଲାଷ୍ଟର୍ସ ବିପକ୍ଷ ମ୍ୟାଚ ଓଡିଶା ଏଫସି ଡ୍ର ରଖିବା ଫଳରେ ଖେଳାଳିମାନଙ୍କ ମନୋବଳ ବଢ଼ିଛି । କ୍ରମାଗତ ପରାଜୟ ପରେ ଏଥର ଖେଳାଳିମାନେ ଲୟକୁ ଫେରିଛନ୍ତି ବୋଲି କୋଚ ଗେରୀ ପେୟଟନ କହିଛନ୍ତି ।...

ମୋହନବାଗାନ ନିକଟରୁ ଓଡିଶା ଏଫସିର ଶୋଚନୀୟ ପରାଜୟ

ବାମ୍ବୋଲିମ୍‌: ଚଳିତ ଇଣ୍ଡିଆନ ସୁପର ଲିଗ୍ ଫୁଟବଲରେ ପୁନର୍ବାର ଓଡିଶା ଏଫସିର ଆଉ ଏକ ନୈରାଶ୍ୟଜନକ ପ୍ରଦର୍ଶନ ଦେଖିବାକୁ ମିଳିଛି । ଶନିବାର ଅନୁଷ୍ଠିତ ମୁକାବିଲାରେ ମୋହନବାଗାନ ଏଟିକେ ୪-୧ ଗୋଲରେ ଓଡିଶାକୁ ପରାସ୍ତ କରିଛି । ସମ୍ପୂର୍ଣ୍ଣ ମ୍ୟାଚରେ ମୋହନବାଗାନ ପ୍ରଭାବ...

ଭଲ ପ୍ରଦର୍ଶନ ପାଇଁ ଖେଳାଳିମାନଙ୍କୁ ଗୁରୁମନ୍ତ୍ର ଦେଲେ ଓଡିଶା ଏଫସି କୋଚ

ଭୁବନେଶ୍ୱର: ଇଣ୍ଡିଆନ ସୁପର ଲିଗ୍ ଫୁଟବଲରେ ଓଡିଶା ଏଫସି ପ୍ରଦର୍ଶନ ନୈରାଶ୍ୟଜନକ ଥିବା ବେଳେ କୋଚ ଷ୍ଟୁଆର୍ଟ ବାକ୍ସଟର ବିବାଦୀୟ ପରିସ୍ଥିତିରେ ବିଦା ହୋଇଛନ୍ତି । ଏହି ଘଡିସନ୍ଧି ମୂହର୍ତରେ ଗେରାଲ୍ଡ ପେୟଟନ କୋଚ ଦାୟିତ୍ୱ ପ୍ରଦାନ କରାଯାଇଛି । କଠିନ ପରିଶ୍ରମ,...

ରେପ୍ ମନ୍ତବ୍ୟ ଯୋଗୁ ବିଦା ହେଲେ ଓଡିଶା ଏଫସି କୋଚ ଷ୍ଟୁଆର୍ଟ ବାକ୍ସଟର

ଭୁବନେଶ୍ୱର: ଇଣ୍ଡିଆନ ସୁପର ଲିଗ୍ ଫୁଟବଲରେ ମଙ୍ଗଳବାର ଓଡିଶା ଏଫସି ବିବାଦୀୟ ମନ୍ତବ୍ୟ ଦେଇଥିବା ନେଇ କୋଚ ଷ୍ଟୁଆର୍ଟ ବାକ୍ସଟରଙ୍କୁ ବିଦା କରିଛି । କ୍ଲବ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯିବ ସହ ଚୁକ୍ତି ମଧ୍ୟ ବାତିଲ କରାଯାଇଛି । ସୋମବାର ସେ...

ମେସିଙ୍କ ସହ ୫୫୫ ମିଲିୟନ ୟୁରୋ ଚୁକ୍ତି କରିଛି ବାର୍ସିଲୋନା !

ବାର୍ସିଲୋନା : ମହାନ ଫୁଟବଲ ଖେଳାଳି ଲିଓନେଲ ମେସିଙ୍କ ସହ ବାର୍ସିଲୋନା ୫୫୫ ମିଲିୟନ ୟୁରୋର ଚୁକ୍ତି କରିଛି ବୋଲି ରିପୋର୍ଟ ପ୍ରକାଶ ପାଇଛି । କ୍ଲବ କିମ୍ବା ମେସିଙ୍କ ପକ୍ଷରୁ ଏ ନେଇ କିଛି କୁହାଯାଇ ନାହିଁ । ସ୍ପେନିଶ ନ୍ୟୁଜପେପର...

ଓଡିଶା ଏଫସି ପକ୍ଷରୁ ଖେଳିବେ ସ୍କଟଲାଣ୍ଡ ମିଡଫିଲ୍ଡର ଇନମ୍ୟାନ

ଭୁବନେଶ୍ୱର: ଇଣ୍ଡିଆନ ସୁପର ଲିଗ୍ ଫୁଟବଲରେ ନୈରାଶ୍ୟଜନକ ପ୍ରଦର୍ଶନ ଜାରି ରଖିଥିବା ଓଡିଶା ଏଫସି ପ୍ରଦର୍ଶନ ସ୍ତର ସୁଧାରିବା ପାଇଁ ନୂତନ ରଣନୀତି ଆପଣାଇଛି । ଦଳ ଏଟିକେ ମୋହନବାଗାନ ସହ ବଦଳ ଚୁକ୍ତି ମାଧ୍ୟମରେ ସ୍କଟଲାଣ୍ଡର ବ୍ରାଡ ଇନମ୍ୟାନଙ୍କୁ ସାମିଲ କରିଛି...

ଆଇଏସଏଲ: ବେଙ୍ଗାଲୁର ସହ ମ୍ୟାଚ ଡ୍ର ରଖିଲା ଓଡିଶା ଏଫସି

ଭୁବନେଶ୍ୱର: ଚଳିତ ଇଣ୍ଡିଆନ ସୁପର ଲିଗ ଫୁଟବଲରେ ରବିବାର ଓଡିଶା ଏଫସି ଓ ବେଙ୍ଗାଲୁର ମ୍ୟାଚ ୧-୧ ଡ୍ରରେ ସମାପ୍ତ ହୋଇଛି । ଏହି ସଂଘର୍ଷପୂର୍ଣ୍ଣ ମୁକାବିଲାର ଆରମ୍ଭରୁ ଓଡିଶା ଭଲ ପ୍ରଦର୍ଶନ କରିଥିଲା । ମ୍ୟାଚର ୮ମ ମିନିଟରେ ଡିଏଗୋ ମୌରିସିଓ...

ସାହିତ୍ୟ