Home ରାଜନୀତି

ରାଜନୀତି

କେନ୍ଦ୍ର ସହାୟତାରେ ବୋଧେ ଓଡ଼ିଶା ସନ୍ତୁଷ୍ଟ: ପିସିସି ସଭାପତି

ଭୁବନେଶ୍ୱର: ଓଡ଼ିଶାକୁ ସାମୁଦ୍ରିକ ଝଡ ଅମ୍ଫାନ ସହାୟତା ପ୍ରସଙ୍ଗରେ ଉଭୟ କେନ୍ଦ୍ର ଓ ରାଜ୍ୟକୁ କଟାକ୍ଷ କରିଛନ୍ତି ପିସିସି ସଭାପତି ନିରଂଜନ ପଟ୍ଟନାୟକ । ସେ କହିଛନ୍ତି, କ୍ଷୟକ୍ଷତି ନେଇ ଓଡ଼ିଶା କେନ୍ଦ୍ର ପାଖରୁ ଚାଁହୁ ଥିଲା କଣ? ସେ ଦେଲେ କଣ...

କରୋନା ମୁକାବିଲା ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ପିସିସି ସଭାପତି

ଭୁବନେଶ୍ୱର: କରୋନା ମୁକାବିଲା ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି କଂଗ୍ରେସ । ପିସିସି ସଭାପତି ନିରଂଜନ ପଟ୍ଟନାୟକ ସରକାରଙ୍କ କରୋନାକୁ ନେଇ ନିଆଯାଇଥିବା ସଚେତନମୂଳକ ପଦକ୍ଷେପକୁ ସମାଲୋଚନା କରିଛନ୍ତି । ସେ କହିଛନ୍ତି, ଲକଡାଉନ୍ ୪ରେ ତ ସବୁ କିଛି ଖୋଲୁଛନ୍ତି ।...

କୃଷି କ୍ଷେତ୍ର ପାଇଁ ଅର୍ଥମନ୍ତ୍ରୀ ସୀତାରମଣଙ୍କ ୧୧ଟି ପଦକ୍ଷେପ ଘୋଷଣା

ଭୁବନେଶ୍ୱର : କୃଷି କ୍ଷେତ୍ରର ଉନ୍ନତି ପାଇଁ ୧୧ଟି ପଦକ୍ଷେପ ନିଆଯିବ । ଆଜି ଆତ୍ମନିର୍ଭର ଭାରତ ଅଭିଯାନ ପ୍ୟାକେଜର ତୃତୀୟ ଭାଗ ବିବରଣୀ ଦେବା ଅବସରରେ ଏହି ଘୋଷଣା କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । କୃଷି ଭିତ୍ତିଭୂମିକୁ ସୁଦୃଢ...

ପଦ୍ମଶ୍ରୀ ଭବାନୀ ପଟ୍ଟନାୟକଙ୍କୁ ଶ୍ରଦ୍ଧାଂଜଳି ଜଣାଇଲେ ରାଜ୍ୟପାଳ

ଭୁବନେଶ୍ୱର : ପରଲୋକାଗତ ସ୍ୱାଧୀନତା ସଂଗ୍ରାମୀ ତଥା ଗାନ୍ଧିବାଦୀ ନେତା ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକଙ୍କୁ ଶ୍ରଦ୍ଧାଂଜଳି ଜଣାଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ଆଜି ସକାଳେ ଭୁବନେଶ୍ୱର ରାଜମହଲ ସ୍ଥିତ ତାଙ୍କ ବାସଭବନରେ ପହଞ୍ଚି ମରଶରୀରରେ ପୁଷ୍ପଅର୍ପଣ କରିବା ସହ ଶ୍ରଦ୍ଧାଂଜଳି...

ପରଲୋକରେ ସ୍ୱାଧୀନତା ସଂଗ୍ରାମୀ ପଦ୍ମଶ୍ରୀ ଭବାନୀ ପଟ୍ଟନାୟକ

ଭୁବନେଶ୍ୱର : ସ୍ୱାଧୀନତା ସଂଗ୍ରାମୀ ତଥା ରାଜ୍ୟସଭା ସଦସ୍ୟ ପଦ୍ମଶ୍ରୀ ଭବାନୀ ପଟ୍ଟନାୟକଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୯୯ ବର୍ଷ ହୋଇଥିଲା । ଗତ କିଛି ଦିନ ହେଲା ସେ ଅସୁସ୍ଥ ଥିଲେ । ଆଜି ସନ୍ଧ୍ୟାରେ ସେ ନିଶ୍ୱାସ...

ମୋଦିଙ୍କ ମନ୍ତ୍ର ‘ସ୍ଥାନୀୟ ହିଁ ଗୁରୁତ୍ୱପୂର୍ଣ୍ଣ’, ଲୋକାଲ ବ୍ରାଣ୍ଡ୍‌କୁ ଗ୍ଲୋବାଲ କରିବା ପାଇଁ ଦେଲେ ଆହ୍ୱାନ

ନୂଆଦିଲ୍ଲୀ: କରୋନା ସଂକ୍ରମଣ ଓ ଲକ୍ ଡାଉନ ନେଇ ଦେଶବାସୀଙ୍କୁ ସମ୍ବୋଧନ କରିବା ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଆଜି ସ୍ଥାନୀୟ ହିଁ ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି । କରୋନା ବିପର୍ଯ୍ୟୟ ସମୟ ଆମକୁ ଏହି ଶିକ୍ଷା ଦେଇଛି ବୋଲି ସେ କହିଛନ୍ତି ।...

ଲକ୍‌ଡାଉନ -୪ ନେଇ ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ : ଚତୁର୍ଥ ପର୍ଯ୍ୟାୟ ଲକ୍ ଡାଉନ ନୂଆ ରୂପରେ ଏବଂ ନୂଆ ଧାରାରେ ଆସିବ ବୋଲି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରି ଏହି ସମ୍ପର୍କରେ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ । ଲକ୍‌ଡାଉନ -୪...

ଆତ୍ମନିର୍ଭର ଭାରତ ପାଇଁ ପ୍ରଧାନମନ୍ତ୍ରୀଙ୍କ ୨୦ ଲକ୍ଷ କୋଟି ଟଙ୍କାର ଅର୍ଥନୈତିକ ପ୍ୟାକେଜ ଘୋଷଣା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପ୍ୟାକେଜ ଘୋଷଣା । ଆତ୍ମନିର୍ଭର ଭାରତ ପାଇଁ ୨୦ ଲକ୍ଷ କୋଟି ଟଙ୍କାର ଅର୍ଥନୈତିକ ପ୍ୟାକେଜ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଚାଷୀ, ଶ୍ରମିକ, କୁଟୀର ଶିଳ୍ପ, ଏମଏସଏମଇ, ମଧ୍ୟମ ବର୍ଗଙ୍କ ପାଇଁ ଏଥିରେ ସ୍ୱତନ୍ତ୍ର ପ୍ୟାକେଜ...

ଅଜିତ ଯୋଗୀଙ୍କୁ ହୃଦଘାତ, ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ

ଭୁବନେଶ୍ୱର : ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀଙ୍କୁ ହୃଦଘାତ । ଗୁରୁତର ଅବସ୍ଥାରେ ତାଙ୍କୁ ରାୟପୁରର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଭେଂଟିଲେଟରରେ ରଖାଯାଇଥିବା ଡାକ୍ତର କହିଛନ୍ତି । ୭୪ ବର୍ଷୀୟ ଏହି ରାଜନେତା...

ବିଜେଡି ନେତା ସୁବାସ ଚୌହ୍ୱାନ ଗୁରୁତର, ଭୁବନେଶ୍ୱରରେ ଘରୋଇ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର: ପଶ୍ଚିମ ଓଡିଶା ଉନ୍ନୟନ ପରିଷଦର ଅଧ୍ୟକ୍ଷ ସୁବାସ ଚୌହ୍ୱାନଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇପଡିବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘରେ ଥିବା ବେଳେ ସେ ଅସୁସ୍ଥ ହୋଇପଡିଥିଲେ ତାଙ୍କୁ ପରିବାର ପକ୍ଷରୁ ତୁରନ୍ତ ହସ୍ପିଟାଲ ଅଣାଯାଇଥିବା...

ସାହିତ୍ୟ