Home ସାହିତ୍ୟ ସାହିତ୍ୟ ସମ୍ବାଦ

ସାହିତ୍ୟ ସମ୍ବାଦ

୯୦ରେ ପାଦ ଥାପିଲେ ପଦ୍ମଶ୍ରୀ ଦେବୀ ପ୍ରସନ୍ନ ପଟ୍ଟନାୟକ

ଭୁବନେଶ୍ୱର: ଭାରତବର୍ଷର ପ୍ରଖ୍ୟାତ ଭାଷାତତ୍ତ୍ୱବିତ୍ ତଥା ଓଡ଼ିଆ ଭାଷାକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ଦେବାର ମୁଖ୍ୟନାୟକ, ପଦ୍ମଶ୍ରୀ ପ୍ରଫେସର ଡଃ ଦେବୀପ୍ରସନ୍ନ ପଟ୍ଟନାୟକ ଆଜି ୯୦ ବର୍ଷରେ ପଦାର୍ପଣ କରିଛନ୍ତି । ଏହି ଉପଲକ୍ଷେ ଏକ ଉଚ୍ଚକୋଟିର ସ୍ମାରକ ପୁସ୍ତକ ଲୋକାର୍ପଣ ହୋଇଛି ।...

କବି ନୃସିଂହ ତରାଇଙ୍କ ଚତୁର୍ଥ କବିତା ସଂକଳନ ‘ଆକାଶରେ ମେଘ ନାହିଁ’ ଲୋକାର୍ପିତ

ଭୁବନେଶ୍ୱର: ବିଜୟିନୀ ପବ୍ଲିକେଶନସ୍ ଦ୍ୱାରା ପ୍ରକାଶିତ ପ୍ରଗତିଶୀଳ ଯୁବକବି ନୃସିଂହ ତରାଇଙ୍କ ଚତୁର୍ଥ କବିତା ସଂକଳନ ‘ଆକାଶରେ ମେଘ ନାହିଁ’ ଗୀତଗୋବିନ୍ଦ ସଦନରେ ଏକ ବର୍ଣ୍ଣାଢ୍ୟ ସଭାରେ ଲୋକାର୍ପିିତ ହୋଇଯାଇଛି । ପ୍ରାରମ୍ଭରେ କବି ନିରାକାର ଦାସ ସ୍ୱାଗତ ଭାଷଣ ଦେଇ ବ୍ୟସ୍ତବହୁଳ...

ପ୍ରଧାନମନ୍ତ୍ରୀଙ୍କ #SheInspiresUs ରେ ଓଡିଆ ଲେଖିକା ସୁଲଗ୍ନା ମହାନ୍ତି

ଭୁବନେଶ୍ୱର/ନୂଆଦିଲ୍ଲୀ: ପ୍ରେରଣାଦାୟୀ ମହିଳାମାନଙ୍କୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆରମ୍ଭ କରିଥିବା  କ୍ୟାମ୍ପେନ #SheInspiresUs ରେ ସ୍ଥାନ ପାଇଛନ୍ତି ଓଡିଆ ଲେଖିକା ସୁଲଗ୍ନା ମହାନ୍ତି । ଭାରତ ସରକାରଙ୍କ ପକ୍ଷରୁ ‘ସି ଇନସ୍ପାଇରସ ଅସ୍‌’ରେ ସୁଲଗ୍ନାଙ୍କ ସମ୍ପର୍କରେ ଟ୍ୱିଟ୍ କରାଯାଇଛି । ଏଥିରେ ସୁଲଗ୍ନା...

ବିଶିଷ୍ଟ କଥାଶିଳ୍ପୀ ବିଣାପାଣି ମହାନ୍ତି ପାଇବେ ‘ଅତିବଡ଼ୀ ସମ୍ମାନ’

ଭୁବନେଶ୍ୱର: ଓଡ଼ିଆ ସାହିତ୍ୟ ଜଗତର ପ୍ରଖ୍ୟାତ କଥାଶିଳ୍ପୀ ବିଣାପାଣି ମହାନ୍ତି ଓଡ଼ିଶା ସାହିତ୍ୟ ଏକାଡ଼େମୀର ସମ୍ମାନଜନକ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ପାଇବାକୁ ମନୋନୀତ ହୋଇଛନ୍ତି । ଚଳିତବର୍ଷ ଶ୍ରୀମତୀ ମହାନ୍ତି ମଧ୍ୟ ପଦ୍ମଶ୍ରୀ ସମ୍ମାନ ଲାଗି ମନୋନୀତ ହୋଇଛନ୍ତି । ଓଡ଼ିଆ...

କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କାରରେ ସମ୍ମାନିତ ହେଲେ ଦୁଇ ବିଶିଷ୍ଟ ଓଡ଼ିଆ ସାହିତ୍ୟିକ

ଭୁବେନେଶ୍ୱର: ଓଡ଼ିଶାର ଦୁଇଜଣ ପ୍ରଖ୍ୟାତ ସାହିତ୍ୟିକ ତରୁଣକାନ୍ତି ମିଶ୍ର ଓ କାଳିଚରଣ ହେମ୍ବ୍ରମଙ୍କୁ ସମ୍ମାନଜନକ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ସମ୍ମାନରେ ସମ୍ମାନିତ କରାଯାଇଛି । ଓଡ଼ିଆ ଭାଷା ସାହିତ୍ୟରେ ଜଣେ ପ୍ରତିଷ୍ଠିତ ଲେଖକ ଭାବେ ଗଳ୍ପ ସଙ୍କଳନ ଭାସ୍ୱତୀ ଲାଗି ତରୁଣକାନ୍ତିଙ୍କୁ ଏହି ପୁରସ୍କାର...

ଓଡ଼ିଆ ଭାଷା ପ୍ରତି କେନ୍ଦ୍ର ସାହିତ୍ୟ ଏକାଡ଼େମୀର ବୈମାତୃକ ମନୋଭାବ

ଭୁବନେଶ୍ୱର : କେନ୍ଦ୍ର ସାହିତ୍ୟ ଏକାଡ଼େମୀ ଦ୍ୱାରା ପ୍ରତିବର୍ଷ ପରି ଜାତୀୟ ସାହିତ୍ୟ ଉତ୍ସବ ଗତ ୨୪ ତାରିଖରୁ ଫେବୃୟାରୀ ୨୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଭାରତୀୟ ଭାଷା ମଧ୍ୟରେ ଆମ ଶାସ୍ତ୍ରୀୟ ମାନ୍ୟତାପ୍ରାପ୍ତ ଓଡ଼ିଆଭାଷା ଏକମାତ୍ର ଭାଷା...

ଶ୍ରାଦ୍ଧ ବାର୍ଷିକରେ ଜାଣନ୍ତୁ କାନ୍ତକବି ଲକ୍ଷ୍ମୀକାନ୍ତଙ୍କ ଅନନ୍ୟ ରଚନାବଳୀ ସମ୍ପର୍କରେ

ଭୁବନେଶ୍ୱର: ଆଜି କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଶ୍ରାଦ୍ଧ ବାର୍ଷିକ । ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିବା ଲକ୍ଷ୍ମୀକାନ୍ତଙ୍କର୍ ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ,...

ମା, ମାଟି ଓ ମାତୃଭାଷାକୁନେଇ ସାହିତ୍ୟିକମାନେ ଲେଖନୀ ଚାଳନା କରନ୍ତୁ…

କୁଜଙ୍ଗ: ଭାରତର ଆତ୍ମା ଗ୍ରାମାଂଚଳରେ ରହିଛି । ଗ୍ରାମାଂଚଳର ସର୍ବାଙ୍ଗୀନ ଉନ୍ନତିରେ ଦେଶର ଉନ୍ନତି ହୋଇ ପାରିବ । ଏଣୁ ଆଜିର ଲେଖକମାନେ ମା, ମାଟି ଓ ମାତୃଭାଷାକୁ ନେଇ ଲେଖନୀ ଚାଳନା କରନ୍ତୁ ବୋଲି ଆଜି ଓଡ଼ିଶା ସାହିତ୍ୟ ଏକାଡ଼େମୀ ଆନୁକୂଲ୍ୟରେ...

ବିପ୍ଲବୀ କବି ରବି ସିଂଙ୍କ ବିୟୋଗରେ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ବିପ୍ଲବୀ କବି ରବି ସିଂଙ୍କ ପରଲୋକରେ ନିଖିଳ ଓଡ଼ିଶା ପ୍ରଗତିଶୀଳ ଲେଖକ ମହାସଂଘ ତରଫରୁ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ସଭାପତି ପ୍ରଦୋଷ କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶ୍ରଦ୍ଧାଞ୍ଜଳି ଏବଂ କବିତା ପଠୋତ୍ସବ ହୋଇଯାଇଛି । ଏଥିରେ କବି...

ସୋଆ ସାହିତ୍ୟ ଉତ୍ସବ ଉଦ୍‌ଘାଟିତ: ସାହିତ୍ୟର ପରିସରକୁ ଉନ୍ମୁକ୍ତ କରିବା ନିମନ୍ତେ ଡଃ ୟଶଶ୍‌ଚନ୍ଦ୍ରଙ୍କ ଗୁରୁତ୍ୱ

ଭୁବନେଶ୍ୱର: ଭାରତୀୟ ଭାଷା ଓ ସାହିତ୍ୟରେ ଟିକିନିକି ପ୍ରଶ୍ନ କରିବା ଏବଂ ଆଲୋଚନାର ପରିସରକୁ ଅଧିକ ଉନ୍ମୁକ୍ତ କରିବାର ଆବଶ୍ୟକତା ରହିଛି ବୋଲି ପ୍ରଥମ ସୋଆ ସାହିତ୍ୟ ଉତ୍ସବରେ ମତ ଦେଇଛନ୍ତି ବିଶିଷ୍ଟ ଗୁଜୁରାଟି କବି ଡଃ ସିତାଂଶୁ ୟଶଶ୍‌ଚନ୍ଦ୍ର । ଆମ ଚତୁର୍ଦ୍ଦିଗର...

ସାହିତ୍ୟ