Latest Odisha News

BREAKING NEWS

ବିଜୟ ମିଶ୍ରଙ୍କ ଦେହାନ୍ତ ଅପୂରଣୀୟ କ୍ଷତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାର ଲୋକପ୍ରିୟ ବିଶିଷ୍ଠ ନାଟ୍ୟକାର ବିଜୟ ମିଶ୍ରଙ୍କ ବିୟୋଗରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି, ଓଡ଼ିଆ ଚଳଚ୍ଚିତ୍ର ଜଗତ ଓ ସାହିତ୍ୟ ପାଇଁ ସ୍ୱଗର୍ତ ବିଜୟ ମିଶ୍ରଙ୍କ ଅବଦାନ ଅତୁଳନୀୟ ।
ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ସ୍ୱର୍ଗତ ବିଜୟ ମିଶ୍ରଙ୍କ ଦେହାନ୍ତରେ ଦୁଃଖ ପ୍ରକାଶ କରିଛନ୍ତି । ଏଥିସହ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି । ତାଙ୍କ ବିୟୋଗରେ ଓଡ଼ିଆ ନାଟ୍ୟ ଜଗତରେ ଏକ ଅପୂରଣୀୟ କ୍ଷତି ହୋଇଛି ବୋଲି ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରି କହିଛନ୍ତି । ଏଥିସହ ତାଙ୍କ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସବବେଦନା ଜଣାଇଛନ୍ତି ।

Leave A Reply

Your email address will not be published.