Latest Odisha News

BREAKING NEWS

ବିଜେଡି ସଭାପତି ପଦ ଲାଗି ନାମାଙ୍କନ ପତ୍ର ଦାଖଲ କଲେ ନବୀନ

ଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡି)ର ସଭାପତି ପଦ ଲାଗି ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଦିନ ନିଜ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ଆଜି ନବୀନ ନିବାସରୁ ବାହାରି ସକାଳ ୧୦ଟାରେ ସମୟରେ ଦଳୀୟ କାର୍ଯ୍ୟାଳୟରେ ପହଞ୍ଚି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ।

ରାଜ୍ୟ ବିଜେଡି କାର୍ଯ୍ୟାଳୟରେ ୮ମ ଥର ପାଇଁ ଦଳର ସଭାପତି ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ସେ। ଆସନ୍ତା ୨୬ ତାରିଖରେ ବିଧିବଦ୍ଧ ଭାବେ ଦଳର ସୁପ୍ରିମୋ ରୂପେ ଘୋଷିତ ହେବେ ବୋଲି ସୁତ୍ରରୁ ପ୍ରକାଶ ।

Leave A Reply

Your email address will not be published.