Latest Odisha News

BREAKING NEWS

ଓଡିଆ ସାହିତ୍ୟିକ ଅଜୟ କୁମାର ପଟ୍ଟନାୟକ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଁ ମନୋନୀତ

ଭୁବନେଶ୍ୱର: ପ୍ରସିଦ୍ଧ ଓଡିଆ ସାହିତ୍ୟିକ ଅଜୟ କୁମାର ପଟ୍ଟନାୟକଙ୍କୁ ୨୦୧୯ ବର୍ଷର କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଁ ମନୋନୀତ କରାଯାଇଛି । ଅଜୟ କୁମାର ପଟ୍ଟନାୟକଙ୍କୁ ତାଙ୍କ ପୁସ୍ତକ ‘ଶ୍ରେଷ୍ଠ ହିନ୍ଦୀ ଗଳ୍ପ’ ପାଇଁ ପୁରସ୍କାର ମିଳିବ । ଯାହାକି ଓଡିଆ ଭାଷାରେ ଅନୁବାଦ ହୋଇଥିବା ହିନ୍ଦୀ ଗଳ୍ପର ସଂକଳନ ।

Leave A Reply

Your email address will not be published.