ନୂଆଦିଲ୍ଲୀ: ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାର ଦୋଷୀ ପବନ ଗୁପ୍ତାର ରାଜକ୍ଷମା ଆବେଦନ ଖାରଜ ହୋଇଛି । ବୁଧବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହାକୁ ଖାରଜ କରିଛନ୍ତି । ଏଥିସହ ୪ ଦୋଷୀଙ୍କ ସବୁ ଆଇନଗତ ବିକଳ୍ପ ମଧ୍ୟ ଶେଷ ହୋଇଛି ।
ରାଜକ୍ଷମା ଆବେଦନ ଖାରଜ ହେବା ପରେ ୪ ଦୋଷୀ ଫାଶୀ ଖୁଂଟରେ ଝିଲାବା ଏକ ପ୍ରକାର ସୁନିଶ୍ଚିତ ହୋଇଯାଇଛି । ଏଥିସହ ଦିଲ୍ଲୀ ପଟିଆଲା ହାଉସ କୋର୍ଟରେ ନିର୍ଭୟାଙ୍କ ଓକିଲ ୪ ଦୋଷୀଙ୍କ ନୂଆ ଡେଥ ୱାରେଂଟ ଜାରି କରିବା ପାଇଁ ଆବେଦନ କରିଛନ୍ତି ।
ସୂଚନା ଯୋଗ୍ୟ ଯେ, ସୁପ୍ରିମକୋର୍ଟଙ୍କ ଗାଇଡ ଲାଇନ୍ ଅନୁସାରେ କ୍ଷମା ଆବେଦନ ଖାରଜ ହେବା ପରେ ଦୋଷୀ ପବନକୁ ୧୪ ଦିନର ନୋଟିସ ଦିଆଯିବ । ଏଥିରୁ ସ୍ପଷ୍ଟ ଜଣାପଡୁଛି ଯେ, ୧୪ ଦିନ ପରେ ଦୋଷୀଙ୍କୁ ଫାଶୀ ମିଳିପାରେ ।
BREAKING NEWS
- କେଜ୍ରିୱାଲଙ୍କ ପାଇଁ କେଜ୍ରିୱାଲ କୋ ଆଶୀର୍ବାଦ ଅଭିଯାନ ଆରମ୍ଭ କଲେ ସୁନୀତା
- ନିର୍ବାଚନ ପୂର୍ବରୁ ଫେସବୁକରୁ ଏହି ଫିଚର୍ସ ହଟାଇବାକୁ ମେଟାର ନିଷ୍ପତ୍ତି, ରାଜନୈତିକ ଦଳ ଉପରେ ପଡିବ ପ୍ରଭାବ
- ସମ୍ବଲପୁର ମାଟିରେ ପ୍ରଣବ; କହିଲେ, ‘ବାପାଙ୍କର କର୍ମଭୁମି ଥିବାରୁ ଆଜି ମୋ ଘରେ ଠିଆ ହେବା ପରି ଲାଗୁଛି’
- ସୁରେନ୍ଦ୍ର ସିଂ ଭୋଇ ହେବେ ବିଜେଡିର ବଲାଙ୍ଗିର ସାଂସଦ ପ୍ରାର୍ଥୀ !
- ମୁଖତାରୀ ଅନସାରୀ ମୃତ୍ୟୁ ମାମଲା, ହାଇଆଲର୍ଟରେ ୟୁପି
- ବିହାରରେ ଛିଣ୍ଡିଲା ଆରଜେଡି ଓ କଂଗ୍ରେସ ଆସନ ଭାଗବଣ୍ଟା, ୨୬ଟି ଆସନରେ ଆରଜେଡି
- ଆୟକର ବିଭାଗ ପକ୍ଷରୁ କଂଗ୍ରେସକୁ ୧୭୦୦ କୋଟି ଟଙ୍କାର ଟ୍ୟାକ୍ସ ନୋଟିସ୍
- ଏଆଇ ଠୁ ନେଇ ସ୍ଵାସ୍ଥ୍ୟ ପର୍ଯ୍ୟନ୍ତ, ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଆଲୋଚନା କଲେ ବିଲ୍ ଗେଟ୍ସ
- କଂଗ୍ରେସ ଛାଡିଲେ ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ, ବିଜେଡିରେ ମିଶିବା ନେଇ ଚର୍ଚ୍ଚା
- ସାଲେପୁରରୁ ବିଜେଡି ଟିକେଟ ନେବେ ପ୍ରକାଶ !