Latest Odisha News

BREAKING NEWS

ପୁରୀ ସାହିଯାତରେ ରାବଣ: ସମ୍ପନ୍ନ ହେଲା ଲଙ୍କାପୋଡ଼ି ନୀତି

ପୁରୀ: ପୁରୀ ସାହିଯାତ ପ୍ରସିଦ୍ଧି ଲାଭ କରିଥିବା ବେଳେ ଲକ୍‌ଡାଉନରେ ଏହି ସାହିଯାତର ମଜ୍ଜା ଦେଖିବାକୁ ମିଳିନାହିଁ । ଔପଚାରିକ ଭାବେ ଆଜି ଅନୁଷ୍ଠିତ ହୋଇଯାଇଛି ଲଙ୍କାପୋଡ଼ି ନୀତି ।

ଆଜି ଶ୍ରୀମନ୍ଦିରରୁ ଶ୍ରୀରାମ ଓ ଲକ୍ଷ୍ମଣଙ୍କ ଚଳନ୍ତି ପ୍ରତିମା ଶ୍ରୀଜଗନ୍ନାଥ ବଲ୍ଲଭ ମଠକୁ ବିଜେ କରିଥିଲେ । ଏଠାରେ ସାହିଯାତ କଳାକାରଙ୍କ ଦ୍ୱାରା ଅନୁଷ୍ଠିତ ହୋଇଥିଲା ଲଙ୍କାପୋଡ଼ି । ହନୁମାନ ଓ ରାବଣ ଏହି ପାରମ୍ପରିକ ଉତ୍ସବରେ ଅଂଶଗ୍ରହଣ କରିଥିଲେ ।

Leave A Reply

Your email address will not be published.