Latest Odisha News

ଦିନିକିଆରେ ୯ ହଜାର ରନ ପୂରଣ କଲେ ରୋହିତ ଶର୍ମା

ବେଙ୍ଗାଲୁରୁ: ଆଜି ବେଙ୍ଗାଲୁରୁର ଚିନ୍ନାସ୍ୱାମୀ ଷ୍ଟାଡ଼ିୟମରେ ଭାରତ ଓ ଅଷ୍ଟ୍ରେଲିଆ ଦିନିକିଆ ଦିବାରାତ୍ର ମ୍ୟାଚରେ ରୋହିତ ଶର୍ମା ଏକ ନୂଆ କିର୍ତ୍ତୀମାନ ହାସଲ କରିଛନ୍ତି । ସେ ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚରେ ୯,୦୦୦ ରନ ପୂରଣ କରିଛନ୍ତି ।

ଏଠାରେ ସୂଚନାଯୋଗ୍ୟ ଅଷ୍ଟ୍ରେଲିଆର ୨୮୬/୯ ଜବାବରେ ଭାରତ ଏବେ ବ୍ୟାଟିଂ କରୁଛି । ଭାରତ ଓପନର୍ ରୋହିତ ଶର୍ମା ୪୧ ରନ ଏବଂ କେଏଲ ରାହୁଲ୍ ୧୪ ରନ କରି ବ୍ୟାଟିଂ ଜାରି ରଖିଛନ୍ତି ।

Leave A Reply

Your email address will not be published.