Latest Odisha News

BREAKING NEWS

Browsing Tag

Actor Sabyasachi Mishra

ତାମିଲନାଡ଼ୁରେ ପ୍ରବାସୀ ଓଡ଼ିଆଙ୍କୁ ନିର୍ଯାତନାର ଭିଡିଓ ଭାଇରାଲ୍, ସହାୟତା କଲେ ସବ୍ୟସାଚୀ

ଭୁବନେଶ୍ୱର: ତାମିଲନାଡ଼ୁରେ ପ୍ରବାସୀ ଓଡ଼ିଆଙ୍କୁ ନିର୍ଯାତନା । ଜଣେ ବ୍ୟକ୍ତି ୪ରୁ ୫ ଜଣ ଯୁବକଙ୍କୁ ଏକ କୋଠରୀରେ ରଖି ଏକ ମୋଟା କାଠରେ ପିଟୁଛନ୍ତି । ଯେତେ କାକୁତି ମିନତି ହେଲେ ବି ଶୁଣୁନାହାଁନ୍ତି ନିର୍ଦ୍ଦୟ ବ୍ୟକ୍ତ ଜଣଙ୍କ । ଏମିତି ଏକ ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଥିଲା । ଆଉ…

କୋଭିଡ୍ ଯୁଦ୍ଧରେ ପ୍ରବାସୀ ଓଡ଼ିଆଙ୍କୁ ସାହାଯ୍ୟ କରୁଛନ୍ତି ଅଭିନେତା ସବ୍ୟସାଚୀ ମିଶ୍ର

ଭୁବନେଶ୍ୱର: ଦେଶବ୍ୟାପୀ କରୋନା ସଂକ୍ରମଣ ମାମଲା ବଢ଼ୁଥିବା ବେଳେ ବିଭିନ୍ନ ରାଜ୍ୟରେ ବେଡ୍ ଓ ଅକ୍ସିଜେନ୍ ସମସ୍ୟା ଆତଙ୍କ ସୃଷ୍ଟି କରିଛି । ଭୂତାଣୁ ସଂକ୍ରମଣର ଘଡ଼ିସନ୍ଧି ମୁହୂର୍ତ୍ତରେ ସମସ୍ତେ ସାହାଯ୍ୟ ଚାହୁଁଛନ୍ତି । ଏଭଳି ଅସାଧାରଣ ସ୍ଥିତିରେ ପର ରାଇଜରେ କାମ କରୁଥିବା ଅସହାୟ ଓଡ଼ିଆଙ୍କ…

କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଲାଗି ଅଭିନେତା ସବ୍ୟସାଚୀଙ୍କ ନୂଆ ଅଭିଯାନ

ଭୁବନେଶ୍ୱର: କରୋନାର ପ୍ରଥମ ପର୍ଯ୍ୟାୟ ବେଳେ ଲକଡାଉନ୍ ଯୋଗୁଁ ବହୁ ପ୍ରବାସୀ ଅସୁବିଧାର ସମ୍ମୁଖୀନ ହୋଇଥିଲେ । ସେମାନଙ୍କୁ ସାହାଯ୍ୟ କରିଥିଲେ ଅଭିନେତା ସବ୍ୟସାଚୀ ମିଶ୍ର । ଖାଲି ପ୍ରବାସୀ କାହିଁକି ଅନ୍ୟ ଗରିବଙ୍କ ମୁହଁରେ କୋଭିଡ୍ ବେଳେ ସବ୍ୟସାଚୀ ହସ ଭରିଥିଲେ କିଛି ସାହାଯ୍ୟ କରି ।…

ଅର୍ଚ୍ଚିତା ଯାଦୁ ଜାଣିଛନ୍ତି, କାହିଁକି ଏମିତି କହିଲେ ସବ୍ୟସାଚୀ

ଭୁବନେଶ୍ୱର: ପ୍ରେମ, ବିବାହ ପରେ ବି ସବ୍ୟ-ଅର୍ଚ୍ଚିତାଙ୍କୁ ନେଇ ଚର୍ଚ୍ଚା ଜାରି ରହିଛି । ରାଜସ୍ଥାନରେ ରାଜକୀୟ ଢଙ୍ଗରେ ସସପେନ୍ସ ବାହାଘର ପରେ ଅର୍ଚ୍ଚିତା ଯାଦୁ (ମ୍ୟାଜିକ୍) ଜାଣିଥିବା କହିଛନ୍ତି ଅଭିନେତା ସବ୍ୟସାଚୀ ମିଶ୍ର । ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଅର୍ଚ୍ଚିତାଙ୍କୁ ପ୍ରଶଂସା…

ପ୍ରଥମେ କିଏ ପ୍ରପୋଜ୍ କରିଥିଲେ ? ସବ୍ୟ ନା ଅର୍ଚ୍ଚିତା…

ଭୁବନେଶ୍ୱର: ରିଅଲ୍ ହୋଇଛି ରିଲ୍ ଯୋଡ଼ି । ମାର୍ଚ୍ଚ ୧ ତାରିଖରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ସବ୍ୟସାଚୀ ଓ ଅର୍ଚ୍ଚିତା । ରାଜସ୍ଥାନରେ ରାଜକୀୟ ଢଙ୍ଗରେ ବିବାହ ସମ୍ପନ୍ନ ପରେ ସେଲିବ୍ରିଟି ନବ ଦମ୍ପତି ଶୁକ୍ରବାର ସନ୍ଧ୍ୟାରେ ଓଡ଼ିଶା ଫେରିଛନ୍ତି । ଭୁବନେଶ୍ୱର ବିମାନବନ୍ଦରରେ ନବ…

ବାହାଘର ଦିନ ସବ୍ୟସାଚୀଙ୍କୁ କାହିଁକି ଅପେକ୍ଷା କରେଇଲେ ଅର୍ଚ୍ଚିତା….ଜାଣନ୍ତୁ

ଭୁବନେଶ୍ବର : ଓଲିଉଡର ଚର୍ଚ୍ଚିତ ଯୋଡି ସବ୍ୟାର୍ଚ୍ଚିତା ବିବାହ କରିଛନ୍ତି । ସୋମବାର ରାଜସ୍ଥାନର ଏକ ଦୁର୍ଗରେ ପରିବାର ସଦସ୍ୟ ଓ ଅଳ୍ପ ସଂଖ୍ୟକ ଅତିଥିଙ୍କ ମଧ୍ୟରେ ସେମାନଙ୍କ ବିବାହ ଅନୁଷ୍ଠିତ ହୋଇଛି । ସୋସିଆଲ ମିଡିଆରେ ସବ୍ୟାର୍ଚ୍ଚିତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି । ଗତକାଲି…

ଆଜି ସବ୍ୟସାଚୀ-ଅର୍ଚ୍ଚିତାଙ୍କ ବାହାଘର; ବାଲୁକା କଳାରେ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ

ଭୁବନେଶ୍ୱର: ଓଲିଉଡ୍‌ର ଚୁଲ୍‌ବୁଲି ଅଭିନେତ୍ରୀ ଅର୍ଚ୍ଚିତା ସାହୁଙ୍କ ସହ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ବାହାଘର ହେବାକୁ ଯାଉଛି। ଓଡ଼ିଆ ସିନେମା ଜଗତର ଦୁଇ ସୁପରହିଟ ଯୋଡ଼ି ସୋମବାର ଦିନ ରାଜସ୍ଥାନର ଏକ ବିଳାସପୂର୍ଣ୍ଣ ସ୍ଥାନରେ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। …

ଜନ୍ମଦିନର ଶୁଭେଚ୍ଛା ଜଣାଇଥିବା ଅଭିନେତା ସବ୍ୟସାଚୀଙ୍କୁ ଟ୍ୱିଟ୍ କରି ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନ୍ମଦିନରେ ଟ୍ୱିଟରେ ଶୁଭେଚ୍ଛା ଜଣାଇଥିବା ଓଲିଉଡ ଅଭିନେତା ସବ୍ୟସାଚୀ ମିଶ୍ରଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଗତକାଲି ମୋଦି ତାଙ୍କର ୭୦ ତମ ଜନ୍ମଦିନ ପାଳନ କରିଛନ୍ତି । ଏହି ଅବସରରେ ସବ୍ୟସାଚୀ ତାଙ୍କୁ ଓଡିଆରେ ଏକ ଟ୍ୱିଟ୍ କରିଥିଲେ ଯେଉଁଥିରେ…

ପ୍ରବାସୀ ଓଡିଆ ଶ୍ରମିକଙ୍କୁ ଭୁବନେଶ୍ୱରରେ ସ୍ୱାଗତ କଲେ ଅଭିନେତା ସବ୍ୟସାଚୀ

ଭୁବନେଶ୍ୱର: ଆନ୍ଧ୍ରପ୍ରଦେଶର ବିଭିନ୍ନ ଜିଲ୍ଲାରେ ଫସି ରହିଥିବା ୩୨ ଜଣ ଓଡିଆ ଶ୍ରମିକମାନଙ୍କ ପାଇଁ ସାହାରା ପାଲଟିଛନ୍ତି ଓଲିଉଡ୍ ଅଭିନେତା ସବ୍ୟସାଚୀ । ସୋସିଆଲ୍ ମିଡିଆରେ ଏହି ଶ୍ରମିକଙ୍କ ଆକୁଳ ନିବେଦନ ପରେ ନିଜେ ବସ୍‌ର ବନ୍ଦୋବସ୍ତ କରି ସେମାନଙ୍କୁ ଓଡିଶା ଫେରାଇ ଆଣିଛନ୍ତି ସେ ।…

‘ଥ୍ୟାଙ୍କ ୟୁ ସବ୍ୟଭାଇ’

ଭୁବନେଶ୍ୱର : ରାଜସ୍ଥାନରେ ଫସି ରହିଥିବା ୮୦ ଜଣ ଓଡିଆ ଛାତ୍ରଛାତ୍ରୀ ବସ୍ ଯୋଗେ ଓଡିଶା ଫେରିଛନ୍ତି । ବସରେ ବସିବା ପରେ ଏକ ଭିଡିଓ ସୋସିଆଲ ମିଡିଆରେ ଦେଖିବାକୁ ମିଳିଥିଲା । ଯେଉଁଥିରେ ସବୁ ପିଲା ହାତରେ ସ୍ମାଇଲ ପ୍ଲିଜ ହାରିବନି ଓଡିଶା ଲେଖାଥିବା ପୋଷ୍ଟର ହାତରେ ଧରିଥିଲେ । ଏଥି ସହ…