Latest Odisha News

BREAKING NEWS

Browsing Tag

Bahuda Yatra

କାଳିଆ ପ୍ରେମରେ ପଡ଼ି ବର୍ଷାରେ ଭିଜିଲେ କ୍ରିଷନ୍ କୁମାର

ପୁରୀ: ଶୃଙ୍ଖଳିତ ଭାବରେ ଶେଷ ହୋଇଛି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ତିନି ରଥ ନିର୍ଦ୍ଧାରିତ ସମୟ ପୂର୍ବରୁ ସିଂହଦ୍ୱାର ଆଗରେ ଲାଗିଥିଲା । ଖରା ବର୍ଷାକୁ ଖାତିର ନକରି ସେବାୟତ ମହା ଆନନ୍ଦରେ ରଥ ଟାଣିଥିଲେ । ଏତିକିବେଳେ ଆଉ ଗୋଟିଏ ଦୃଶ୍ୟ ବି ସାମନାକୁ ଆସିଥିଲା । ଶ୍ରୀମନ୍ଦିର ମୁଖ୍ୟ…

ଦିଲ୍ଲୀ ହାଉଜ ଖାସ ଜଗନ୍ନାଥ ମନ୍ଦିରରେ ବାହୁଡ଼ା ଯାତ୍ରା

ନୂଆଦିଲ୍ଲୀ: ଦିଲ୍ଲୀର ହାଉଜ ଖାସ ଭିଲେଜ ସ୍ଥିତ ଜଗନ୍ନାଥ ମନ୍ଦିରଠାରେ ୪୩ତମ ପବିତ୍ର ବାହୁଡ଼ା ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ମନ୍ଦିର ପରିଚାଳନା ସଂସ୍ଥା ଶ୍ରୀନୀଳାଚଳ ସେବା ସଂଘ ତରଫରୁ କୋଭିଡ୍ କଟକଣାକୁ ସମ୍ପୂର୍ଣ୍ଣ ପାଳନ କରି ବାହୁଡ଼ା ଯାତ୍ରା କରାଯାଇଥିଲା । ଶ୍ରୀଗୁଣ୍ଡିଚା ଗୃହରେ…

ଶାନ୍ତି ଶୃଙ୍ଖଳାର ସହ ଶେଷ ହେଲା ବାହୁଡ଼ା ଯାତ୍ରା

ପୁରୀ : ଜନ୍ମବେଦୀରୁ ଫେରିଲେ ମହାପ୍ରଭୁ । ନଅ ଦିନର ଲୀଳାଖେଳା ପରେ ଆଜି ବାହୁଡିଛନ୍ତି ଶ୍ରୀଜିଉ । ନୀତି ନିର୍ଘଣ୍ଟ ଅନୁସାରେ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ସେବାୟତ ସହଯୋଗରୁ ଓ ମହାପ୍ରଭୁଙ୍କ ଆଶୀର୍ବାଦରୁ ସବୁକିଛି ଭଲରେ ହୋଇଥିବା କହିଛନ୍ତି…

ରଥାରୁଢ଼ ହେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ: ଜନ୍ମବେଦୀ ଛାଡ଼ି ବାହୁଡ଼ା ଯାତ୍ରାରେ ବାହାରିଛନ୍ତି ମହାପ୍ରଭୁ । ଧାଡ଼ି ପହଣ୍ଡିରେ ଆସି ରଥାରୁଢ଼ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ପ୍ରଥମେ ଚକ୍ରରାଜ ସୁଦର୍ଶନ, ପରେ ପରେ ବଡ଼ ଠାକୁର ଶ୍ରୀବଳଭଦ୍ର ରଥେ ବିଜେ କରିଛନ୍ତି । ସେମାନଙ୍କ ପରେ ପହଣ୍ଡିରେ ଆସି ରଥାରୁଢ଼ ହୋଇଥିଲେ ଦେବା…

ରଥାରୁଢ଼ ହେଲେ ଶ୍ରୀସୁଦର୍ଶନ, ପ୍ରଭୁ ଶ୍ରୀବଳଭଦ୍ର ଓ ଦେବୀ ସୁଭଦ୍ରା

ପୁରୀ: ଜନ୍ମବେଦୀ ଯାତ୍ରା ସାରି ଆଜି ବଡ଼ଦେଉଳ ଅଭିମୁଖେ ଫେରିବେ ମହାପ୍ରଭୁ । ରଥ ଚଢ଼ା ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ବାହୁଡ଼ିବେ ଶ୍ରୀଜଗନ୍ନାଥ । ସମସ୍ତ ନୀତିକାନ୍ତି ସରିବା ପରେ ନିର୍ଦ୍ଧାରିତ ସମୟର ତିନି ଘଣ୍ଟା ଆଗରୁ ମହାପ୍ରଭୁଙ୍କର ଦିବ୍ୟ ପହଣ୍ଡି ଆରମ୍ଭ ହୋଇଥିଲା । ପ୍ରଥମେ ଗୋଟି…

ବାହୁଡ଼ା ଯାତ୍ରା ପାଇଁ ପୋଲିସ ଛାଉଣୀରେ ପୁରୀ ସହର

ପୁରୀ: ବିନା ଭକ୍ତରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ହେଉଛି । ସହରରେ ଲାଗିଛି ୪୮ ଘଣ୍ଟିଆ କର୍ଫ୍ୟୁ । ଆସନ୍ତାକାଲି ରାତି ୮ଟା ଯାଏ ବଳବତ୍ତର ରହିବ । ଲୋକଙ୍କୁ ଘରୁ ବାହାରିବା ଉପରେ କଟକଣା ଜାରି ହୋଇଛି । ପୋଲିସ ଛାଉଣୀରେ ପୁରୀ ସହର । ପଇଁତରା ମାରୁଛି ପୋଲିସ ପାଟ୍ରୋଲିଂ…

ଆଜି ଶ୍ରୀକ୍ଷେତ୍ରରେ ବାହୁଡ଼ା ଯାତ୍ରା

ପୁରୀ: ଜନ୍ମବେଦୀରେ ସରିଲା ମହାପ୍ରଭୁଙକ୍ ଲୀଳାଖେଳା । ନବଦିନାତ୍ମକ ଯାତ୍ରା ସାରି ଆଜି ବଡ଼ଦେଉଳ ଅଭିମୁଖେ ବାହାରିବେ ଚତୁର୍ଦ୍ଧା ମୂର୍ତ୍ତି । ପୁଣି ଥରେ ରଥ ଚଢ଼ି ବାହୁଡ଼ିବେ ଶ୍ରୀଜିଉ । ଏଥିପାଇଁ ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ନିକଟରେ ଅପେକ୍ଷାରତ ଅଛନ୍ତି ତାଳଧ୍ୱଜ, ଦେବଦଳନ ଓ…

ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜି ରାତି ୮ଟାରୁ ପୁରୀରେ ଲାଗିବ କର୍ଫ୍ୟୁ

ପୁରୀ: ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି । ଶାନ୍ତିଶୃଙ୍ଖଳାରେ ଓ ସୁରୁଖୁରୁରେ ବାହୁଡ଼ା ଯାତ୍ରା ସାରିବା ପାଇଁ ପ୍ରଶାସନ ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଛି । ବିନା ଭକ୍ତରେ ବାହୁଡ଼ା ଯାତ୍ରା ପାଇଁ ଆଜିଠାରୁ ପୁରୀ ସହରରେ ଲାଗିବ ୧୪୪ ଧାରା । ଆଜି…

ବାହୁଡା ଯାତ୍ରା ପାଇଁ ପ୍ରସ୍ତୁତି, ବଡ଼ଦାଣ୍ଡରେ ସ୍ଥିତି ପରଖିଲେ ଏସପି

ପୁରୀ : ଦିନକ ପରେ ବାହୁଡା ଯାତ୍ରା । ଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିରକୁ ଫେରିବେ ମହାପ୍ରଭୁ । ଏଥିପାଇଁ ତିନି ରଥର ଦକ୍ଷିଣ ମୋଡ ବି ଶେଷ ହୋଇଛି । ବାହୁଡା ଯାତ୍ରା ପାଇଁ ଆସନ୍ତାକାଲି ରାତି ୮ଟାରୁ ପୁରୀରେ ଲାଗୁ ହେବ କର୍ଫ୍ୟୁ । ତେବେ ଏହା ପୂର୍ବରୁ ବଡ଼ଦାଣ୍ଡରେ ସ୍ଥିତି ଅନୁଧ୍ୟାନ…

କ୍ୟାମେରା ଲେନ୍ସରେ ମହାପ୍ରଭୁଙ୍କ ‘ବାହୁଡ଼ା ଯାତ୍ରା’…

ପୁରୀ: ଭାଇ ଭଉଣୀଙ୍କୁ ନେଇ ରତ୍ନବେଦୀରୁ ଜନ୍ମବେଦୀ ବୁଲିଯାଇଥିଲେ ମହାପ୍ରଭୁ ଶ୍ରୀଜଗନ୍ନାଥ । ଶରଧାବାଲିରେ ଥିବା ଶ୍ରୀଗୁଣ୍ଡିଚା ମନ୍ଦିର ଜନ୍ମବେଦୀରୁ ଆଜି ଶ୍ରୀମନ୍ଦିରକୁ ବାହୁଡ଼ା ଯାତ୍ରାରେ ବାହୁଡ଼ିଛନ୍ତି । ଅଧିକ ପଢନ୍ତୁ: ମାଉସୀ ମା’ ଅଟକାଇଲେ ରଥ; ମହାପ୍ରଭୁ ଖାଇଲେ ପୋଡ଼ପିଠା…