Latest Odisha News

BREAKING NEWS

Browsing Tag

Bhubaneswar Municipal Corporation

ଭୁବନେଶ୍ୱର, କଟକ, ବ୍ରହ୍ମପୁର ମେୟର ପଦବୀ ପାଇଁ ସଂରକ୍ଷଣ ଚୂଡ଼ାନ୍ତ, କିଏ କେଉଁଠି ଜାଣନ୍ତୁ

ଭୁବନେଶ୍ୱର: ପୌର ନିର୍ବାଚନ କ୍ଷେତ୍ରରେ ଆଉ ପାଦେ ଆଗେଇଛନ୍ତି ରାଜ୍ୟ ସରକାର । ଭୁବନେଶ୍ୱର, କଟକ ଓ ବ୍ରହ୍ମପୁର ମହାନଗର ନିଗମ ମେୟର ପଦ ପାଇଁ ଚୂଡ଼ାନ୍ତ ସଂରକ୍ଷଣ ତାଲିକା ଜାରି ହୋଇଛି । ଏନେଇ ନଗର ଓ ଉନ୍ନୟନ ବିଭାଗ ପକ୍ଷରୁ ବାହାରିଛି ବିଧିବଦ୍ଧ ବିଜ୍ଞପ୍ତି । ଚୂଡ଼ାନ୍ତ ସଂରକ୍ଷଣ ତାଲିକା…

ଭୁବନେଶ୍ୱରରେ ଗଣେଶ ପୂଜା ପାଇଁ ବିଏମସିର ନୂଆ ଗାଇଡଲାଇନ୍

ଭୁବନେଶ୍ୱର: ଆଉ ସପ୍ତାହେ ପରେ ଗଣେଶ ପୂଜା । କରୋନା କଟକଣାରେ କେମିତି ପୂଜା ହେବ ସେନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଜାରି ହୋଇଛି ନୂଆ ଗାଇଡଲାଇନ୍ । ମଣ୍ଡପ/ପେଣ୍ଡାଲରେ କୋଭିଡ କଟକଣାରେ ପୂଜା କରିବାକୁ କମିଶନରେଟ ପୁଲିସର ଅନୁମତି ନେବାକୁ ପଡ଼ିବ । ମଣ୍ଡପ/ପେଣ୍ଡାଲର ତିନି ପଟକୁ…

ଭୁବନେଶ୍ୱରରେ ଶତ ପ୍ରତିଶତ ଟିକାକରଣ

ଭୁବନେଶ୍ୱର: ଜୁଲାଇ ଶେଷ ସୁଦ୍ଧା ପୂରଣ ହେଲା ଟାର୍ଗେଟ । ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଶତ ପ୍ରତିଶତ ଟିକାକରଣ ହୋଇଛି । ଗତକାଲି ସୁଦ୍ଧା ଭୁବନେଶ୍ୱରରେ ୧୮ଲକ୍ଷ ୩୫ହଜାର ୯୦୩ ଡୋଜ୍ ଟିକା ଦିଆଯାଇଛି । ସେଥିରୁ ପ୍ରଥମ ଡୋଜ୍ ଟିକା ନେଇଛନ୍ତି ୧୦ଲକ୍ଷ ୫୯ହଜାର ୭୫୩ ଜଣ । ୭ଲକ୍ଷ ୭୬ହଜାର…

ଭୁବନେଶ୍ୱର ସ୍ୱିଗି, ଜମାଟୋ ଡେଲିଭରୀ ଏଜେଣ୍ଟଙ୍କୁ ଟିକାକରଣ

ଭୁବନେଶ୍ୱର: ରାଜଧାନୀରେ ଅନଲାଇନରେ ଖାଦ୍ୟ ଦେଉଥିବା ଏଜେଣ୍ଟଙ୍କ ପାଇଁ ସ୍ୱତନ୍ତ୍ର ଟିକାକରଣ ବ୍ୟବସ୍ଥା । ସ୍ୱିଗି ଓ ଜୋମାଟୋ ଏଜେଣ୍ଟଙ୍କୁ ଟିକା ଆଜି ଦିଆଯାଉଛି । ଏଥିପାଇଁ ଗଜପତି ନଗରରେ ଥିବା ସପ୍ତମ ବାଟାଲିୟନ୍ ହାଇସ୍କୁଲ ପରିସରରେ ସ୍ୱତନ୍ତ୍ର ସେଣ୍ଟର କରାଯାଇଛି । ଅନଲାଇନ୍ ଫୁଡ୍…

ଭୁବନେଶ୍ୱରରେ ୪୫ ବର୍ଷରୁ ଅଧିକ ବୟସ୍କଙ୍କୁ ଦ୍ୱିତୀୟ ଡୋଜ୍ ଟିକା ପାଇଁ ଦରକାର ନାହିଁ ସ୍ଲଟ୍ ବୁକିଂ

ଭୁବନେଶ୍ୱର: ରାଜଧାନୀରେ ୪୫ ବର୍ଷରୁ ଅଧିକ ବୟସ୍କଙ୍କ ଟିକାକରଣ ପାଇଁ ଭୁବନେଶ୍ୱର ମହାନଗର ନିଗମର ସ୍ୱତନ୍ତ୍ର ବ୍ୟବସ୍ଥା । ଦ୍ୱିତୀୟ ଡୋଜ୍ ପାଇଁ ଅପେକ୍ଷା କରିଥିବା ବ୍ୟକ୍ତିଙ୍କୁ ଆଜିଠୁ ଆଉ ସ୍ଲଟ ବୁକିଂ କରିବାକୁ ପଡ଼ିବ ନାହିଁ । ସେମାନେ ସିଧାସଳଖ ସେଣ୍ଟରକୁ ଯାଇ ଦ୍ୱିତୀୟ ଡୋଜ୍ ଟିକା ନେଇ…

ଭୁବନେଶ୍ୱର ଇନ୍ଦ୍ରଧନୁ ମାର୍କେଟ ୨୪ ଘଣ୍ଟା ପାଇଁ ସିଲ୍

ଭୁବନେଶ୍ୱର: କରୋନା କଟକଣାର ଉଲ୍ଲଂଘନ । ଭୁବନେଶ୍ୱର ନୟାପଲ୍ଲୀ ସ୍ଥିତ ଇନ୍ଦ୍ରଧନୁ ମାର୍କେଟ ୨୪ ଘଣ୍ଟା ପାଇଁ ସିଲ୍ ହୋଇଛି । କୋଭିଡ୍ ନିୟମ ଉଲ୍ଲଂଘନ ହେଉଥିବାରୁ ସିଲ୍ କରିଛି ଭୁବନେଶ୍ୱର ମହାନଗର ନିଗମ । ଆସନ୍ତାକାଲି ଶନିବାର ଓ ତାପରଦିନ ରବିବାର ସପ୍ତାହାନ୍ତ ସଟ୍‌ଡାଉନ ରହିଛି । ଏହି…

କରୋନା ମୁକାବିଲା ଚିନ୍ତା: ଭୁବନେଶ୍ୱରରେ ରାପିଡ୍ ରେସପନ୍ସ ଟିମ୍ ସଂଖ୍ୟା ବୃଦ୍ଧି, ପ୍ରତି ଜୋନ ପାଇଁ ୧୩ଟି ଟିମ୍

ଭୁବନେଶ୍ୱର: କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଛି । ମୁକାବିଲା ପାଇଁ ବଦଳୁଛି ରଣନୀତି । ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ପୁଣି ଥରେ ବଢ଼ିଛି ରାପିଡ଼ ରେସପନ୍ସ ଟିମ୍‌(RRT) ସଂଖ୍ୟା । ବିଏମସିର ୬୭ଟି ଓ୍ୱାର୍ଡ ପାଇଁ ୩୯ ଟିମ୍ ଗଠନ କରାଯାଇଛି ।…

ଭୁବନେଶ୍ୱରରେ ପୁଣି ଭକ୍ତଙ୍କ ପାଇଁ ଧାର୍ମିକ ଅନୁଷ୍ଠାନ ବନ୍ଦ, କରୋନା ପାଇଁ କଟକଣା

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାରେ ବଢୁଛି ସଂକ୍ରମଣ । ବିଶେଷ କରି ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଅଧିକ ଲୋକ ସଂକ୍ରମିତ ହେଉଛନ୍ତି । ସେକେଣ୍ଡ ଓ୍ୱେଭକୁ ଦୃଷ୍ଟିରେ ରଖି ବଡ଼ ନିଷ୍ପତ୍ତି ନେଇଛି ବିଏମସି । ପୁଣି ବନ୍ଦ ହେବ ସମସ୍ତ ଧାର୍ମିକ ଅନୁଷ୍ଠାନ । ଭକ୍ତଙ୍କ ପ୍ରବେଶ ଉପରେ ରୋକ…

ବିଏମସି ପକ୍ଷରୁ ସରସ୍ୱତୀ ସାହୁଙ୍କୁ କୋଭିଡ ଯୋଦ୍ଧା ସମ୍ମାନ

ଭୁବନେଶ୍ୱର: ଗତ ୨୮ ତାରିଖରୁ ଦୁର୍ଘଟଣାର ସମ୍ମୁଖୀନ ହୋଇ ଚିକିତ୍ସିତ ହେଉଥିବା ବେଳେ ମୃତ୍ୟୁବରଣ କରିଥିବା ଭୁବନେଶ୍ୱର ମହାନଗର ନିଗମର କମ୍ୟୁନିଟି ସଂଗଠକ ସରସ୍ୱତୀ ସାହୁଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଛି । ମୃତଦେହ ଏସସିବିରୁ ସତ୍ୟନଗର ଶ୍ମଶାନକୁ ଆଣିବା ପରେ ବିଏମସି କମିଶନର…

ଲଗାଣ ବର୍ଷାରେ ବେହାଲ ରାଜଧାନୀ

ଭୁବନେଶ୍ୱର: ଲଗାଣ ବର୍ଷାରେ ରାଜଧାନୀ ଭୁବନେଶ୍ୱରର ଜଳାର୍ଣ୍ଣବ ହୋଇଛି । ବୁଧବାରଠାରୁ ବର୍ଷା ଲାଗି ରହିଥିବାରୁ ତଳିଆ ଅଞ୍ଚଳରେ ପାଣି ଜମି ରହିଛି । ଏପରିକି ଜାତୀୟ ରାଜପଥରେ ବି ପାଣି ଭର୍ତ୍ତି ହୋଇଛି । ଫ୍ଲାଏ ଓଭର ରାସ୍ତାରେ ବି ସେଇ ସମାନ ଅବସ୍ଥା । ବିଶେଷ କରି ଜଳ ନିଷ୍କାସନର ସୁବିଧା ନ…