Latest Odisha News

BREAKING NEWS

Browsing Tag

Birth Anniversary

ରାଜ୍ୟ ସରକାରଙ୍କ ପକ୍ଷରୁ ପାଳିତ ହେବ ହରେକୃଷ୍ଣ ମହତାବଙ୍କର ୧୨୫ତମ ଜନ୍ମ ଶତବାର୍ଷିକୀ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କର ୧୨୫ତମ ଜନ୍ମ ଶତବାର୍ଷିକୀ ପାଳିତ ହେବ। ଏଥିପାଇଁ ଆସନ୍ତା ନଭେମ୍ବର ୨୧ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ କରାଯିବ । ବିଭାଗୀୟ ନିର୍ଦ୍ଦେଶକ ଦିଲୀପ ରାଉତରାଏଙ୍କ…

ଗୁରୁ ସିଂହାରୀ ଶ୍ୟାମସୁନ୍ଦର କରଙ୍କ ୧୧୬ତମ ଜୟନ୍ତୀ ପାଳିତ

ଭୁବନେଶ୍ୱର : ଗୁରୁ କେଳୁ ଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମିଳିତ ଆନୁକୂଲ୍ୟରେ ଗବେଷଣା କେନ୍ଦ୍ରର ପ୍ରେକ୍ଷାଳୟ ‘ଉତ୍କଳ ରଙ୍ଗମଞ୍ଚ’ ରେ ଗୁରୁ ସିଂହାରୀ ଶ୍ୟାମସୁନ୍ଦର କରଙ୍କ ୧୧୬ତମ ଜୟନ୍ତୀ ଉପଲକ୍ଷେ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ…

ସେବକ ବୀର ଚାଖି ଖୁଣ୍ଟିଆ

ଚାଖି ଖୁଣ୍ଟିଆଙ୍କ ଜୟନ୍ତୀ ଉପଲକ୍ଷେ ସେ ଥିଲେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅଙ୍ଗଲାଗି ସେବକ।  ମାତୃଭୂମି ପ୍ରତି କର୍ତ୍ତବ୍ୟ ପାଳନରେ ପ୍ରବଳ ପରାକ୍ରମ ସହ ଇଂରେଜ ସରକାର ବିରୋଧରେ ଯୁଦ୍ଧ କରିଥିଲେ। ଅବଶିଷ୍ଟ ଜୀବନ ଜଗନ୍ନାଥଙ୍କ ସେବକ ଭାବରେ କାଟି ଦେଇଥିଲେ। ଦେଶପ୍ରେମ ଓ ପ୍ରଭୁପ୍ରେମର…

ବହ୍ନିକନ୍ୟା ପାର୍ବତୀ

ପାର୍ବତୀ ଗିରିଙ୍କ ଜନ୍ମ ଜୟନ୍ତୀ ଉପଲକ୍ଷେ ସେ ଥିଲେ ଝଡ଼ର ଈଗଲ । ବିପ୍ଳବର ବହ୍ନିଶିଖା। ମୁକ୍ତି ସଂଗ୍ରାମର ଆଲୋକ ବର୍ତ୍ତିକା। ଅଳ୍ପ ବୟସରୁ ମାତୃଭୂମି ପାଇଁ ତେଜି ଦେଇଥିଲେ ତମାମ ସୁଖ। ଇଂରେଜ ବିରୁଦ୍ଧରେ ସ୍ୱର ଉତ୍ତୋଳନ କରି ହସି ହସି କାରାବରଣ କରିଥିଲେ। ମହିଳା ସଶକ୍ତିକରଣର ସେ…

ନଗେନ୍ଦ୍ରନାଥ ପ୍ରଧାନଙ୍କ ୮୮ତମ ଜନ୍ମ ଜୟନ୍ତୀ ପାଳିତ

ଭୁବନେଶ୍ୱର : ଅଖିଳ ଭାରତୀୟ ସାହିତ୍ୟ ପରିଷଦ, ଓଡ଼ିଶା ପକ୍ଷରୁ ବିଶିଷ୍ଟ ସାହିତ୍ୟ ସାଧକ, ଗବେଷକ, ସମାଜସେବୀ ତଥା ସଙ୍ଗଠକ ସ୍ବର୍ଗତଃ ନଗେନ୍ଦ୍ରନାଥ ପ୍ରଧାନଙ୍କ ୮୮ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ବିଶିଷ୍ଟ ସାହିତ୍ୟିକ, ଗବେଷକ ପ୍ରଦୀପ୍ତ କୁମାର ପଣ୍ଡାଙ୍କୁ ୬ଷ୍ଠ…

ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଗୋପାଳଚନ୍ଦ୍ର ପ୍ରହରାଜଙ୍କ ୧୫୦ତମ ଜୟନ୍ତୀ ପାଳିତ

ଭୁବନେଶ୍ୱର : ଓଡ଼ିଶା ସାହିତ୍ୟ ଏକାଡେମୀ ଓ ପ୍ରହରାଜ ପ୍ରତିଭା ପୂଜା ପରିଷଦଙ୍କ ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ଜୟଦେବ ଭବନଠାରେ ରାଜ୍ୟସ୍ତରୀୟ ପ୍ରହରାଜଙ୍କ ୧୫୦ତମ ଜୟନ୍ତୀ ପାଳିତ ହୋଇଯାଇଛି । ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ହୃଷୀକେଶ ମଲ୍ଲିକଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ସାରସ୍ୱତ…

ଅତିବଡ଼ୀ ଜଗନ୍ନାଥ ଦାସଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ

ଭୁବନେଶ୍ୱର : ସିଦ୍ଧସାଧକ ଭାଗବତକାର ଜଗନ୍ନାଥ ଦାସଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ସମାରୋହ ସ୍ଥାନୀୟ ସଂସ୍କୃତି ଭବନ ପ୍ରେକ୍ଷାଳୟରେ ପାଳିତ ହୋଇଯାଇଛି । ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ହୃଷୀକେଶ ମଲ୍ଲିକଙ୍କ ପୌରୋହିତ୍ୟରେ ଏହି କାର୍ଯ୍ୟକ୍ରମକୁ ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର ପ୍ରଦୀପ…

ଦିନନାଥ ପାଠୀଙ୍କ ୮୧ତମ ଜୟନ୍ତୀ ପାଳିତ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ବିଭୂତି କାନୁନଗୋ ଚାରୁ ଓ କାରୁକଳା ମହାବିଦ୍ୟାଳୟ ଆନୁକୂଲ୍ୟରେ ବିଶିଷ୍ଟ ଚିତ୍ରଶିଳ୍ପୀ କେନ୍ଦ୍ର ଲଳିତ କଳା ଏକାଡେମୀର ପୂର୍ବତନ ସଭାପତି ତଥା ବିଭୂତି କାନୁନ୍‌ଗୋ ଚାରୁ ଓ କାରୁକଳା ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ଦିନନାଥ…

କବି ପ୍ରସନ୍ନ ମିଶ୍ରଙ୍କ ୮୨ ତମ ଜୟନ୍ତୀ ‘ଫାଲଗୁନ ଆସର’ ପାଳିତ

ଭୁବନେଶ୍ବର : ବିଶିଷ୍ଟ କବି ପ୍ରସନ୍ନ କୁମାର ମିଶ୍ରଙ୍କ ୮୨ ତମ ଜୟନ୍ତୀ 'ଫାଲଗୁନ ଆସର' ଶୀର୍ଷକରେ ସ୍ଥାନୀୟ ବୁଦ୍ଧ ମନ୍ଦିର ପରିସରରେ ପାଳିତ ହୋଇଯାଇଛି। କବି କେଦାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କବୀ ଅପର୍ଣ୍ଣା ମହାନ୍ତି, କବି ଆଶୁତୋଷ ପରିଡ଼ା, ନାଟ୍ୟକାର ରମେଶ…

ବ୍ୟାସକବି ଫକୀର ମୋହନ ସେନାପତିଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର : ସୂଚନା ଓ ଲୋକସମ୍ପର୍କ ବିଭାଗ ଏବଂ ରାଜ୍ୟସ୍ତରୀୟ ବ୍ୟାସକବି ଫକୀର ମୋହନ ସ୍ମୃତି ସଂସଦର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ଜୟଦେବ ଭବନଠାରେ ଆୟୋଜିତ ଆୟୋଜିତ ରାଜ୍ୟସ୍ତରୀୟ ବ୍ୟାସକବି ଫକୀର ମୋହନ ସେନାପତିଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଧାୟକ ପ୍ରଫୁଲ୍ଲ…