Latest Odisha News

BREAKING NEWS

Browsing Tag

Buguda

କରୋନା ଲକ୍ଷଣ ଥାଇ ଶିକ୍ଷକଙ୍କ ମୃତ୍ୟୁ, ପୂର୍ବରୁ କରୋନା ନେଇଥିଲା ଜଣେ ଶିକ୍ଷକଙ୍କ ପ୍ରାଣ

ବୁଗୁଡ଼ା: ମହାମାରୀ କରୋନା ତାଣ୍ଡବ ଥମୁନି । ମୃତ୍ୟୁର ଫାଶରେ ବାନ୍ଧୁଛି ମହାମାରୀ । କରୋନା ଲକ୍ଷଣ ଥାଇ ବ୍ରହ୍ମପୁର ବଡ଼ ମେଡିକାଲରେ ଆଉ ଜଣେ ଶିକ୍ଷକଙ୍କ ମୃତ୍ୟୁ ହୋଇଛି । ବୁଗୁଡା ବ୍ଲକ କୁଶପଲ୍ଲୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ଟି.ମୂରଲୀ ଆଖି ବୁଜିଛନ୍ତି । ଜର ଓ…

ଜଜ୍‌ଙ୍କ ଜାଲ ଦସ୍ତଖତ କରି ଅଭିଯୁକ୍ତକୁ ବେଲ୍‌ ଦେବା ଘଟଣାରେ ଏଏସଆଇ ଗିରଫ

ବୁଗୁଡା : ଜଜଙ୍କ ଜାଲ ଦସ୍ତଖତ କରି ଅଭିଯୁକ୍ତକୁ ବେଲ୍‌ ଦେବା ଘଟଣାରେ ଏଏସଆଇଙ୍କୁ ଗିରଫ କରିଛି ବୁଗୁଡା ପୋଲିସ । ଗିରଫ ଏଏସ୍‌ଆଇଙ୍କ ନାଁ ସୂର୍ଯ୍ୟନାରାୟଣ ବେହେରା । ସୂଚନା ଅନୁଯୟୀ, କରଚୁଲି ଗାଁର ବିଜୟ ବେହେରା ଓରଫ ବାବୁଲି ନିଜ ପୁତୁରାକୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ଜାନୁଆରୀ…

ବୁଗୁଡ଼ାରେ ଘର ଘର ବୁଲି ସ୍ୱାସ୍ଥ୍ୟ ପରୀକ୍ଷା କଲେ ସ୍ୱାସ୍ଥ୍ୟକର୍ମୀ

ବୁଗୁଡ଼ା: ଗଞ୍ଜାମ ଜିଲ୍ଲାରେ ଜିଲ୍ଲା ପ୍ରଶାସନର ନିର୍ଦ୍ଦେଶକ୍ରମେ ସ୍ୱାସ୍ଥ୍ୟକର୍ମୀମାନେ ଘରକୁ ଘର ବୁଲି ସ୍ୱାସ୍ଥ୍ୟ ପରୀକ୍ଷା ଆରମ୍ଭ କରିଛନ୍ତି । ବୁଗୁଡ଼ାରେ ମଧ୍ୟ ସ୍ୱାସ୍ଥ୍ୟକର୍ମୀମାନେ ଘରେ ଘରେ ସ୍ୱାସ୍ଥ୍ୟ ପରୀକ୍ଷା କରିଛନ୍ତି । ବୁଗୁଡ଼ାରେ ସୋମବାର ଦିନ ଠାରୁ କର୍ମଚାରୀବୃନ୍ଦ ଘରକୁ ଘର…

ତାମିଲନାଡୁରୁ ନିଜ ଗାଁ’ରେ ପହଞ୍ଚିଲା ପ୍ରବାସୀ ଓଡ଼ିଆ ଶ୍ରମିକ ତ୍ରିନାଥଙ୍କ ମରଶରୀର

ବୁଗୁଡା: ଗଞ୍ଜାମ ଜିଲ୍ଲା ବୁଗୁଡା ବ୍ଲକ ଖୋଳଖାଳି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବେଠିଆ ବୋରଦା ଗ୍ରାମର ତ୍ରିନାଥ ମହାରଣା (୭୬)ଙ୍କ ମରଶରୀର ତାମିଲନାଡୁରୁ ନିଜ ଗ୍ରାମ ବେଠିଆ ବରଦାରେ ୨୫ ତାରିଖ ସକାଳେ ପହଞ୍ଚିଥିବା ଜଣାପଡିଛି। ଘଟଣା କ୍ରମରେ ସ୍ବର୍ଗତ ତ୍ରିନାଥ ମହାରଣାଙ୍କ ସମେତ ୧୬ ଜଣ ଓଡ଼ିଆ…

ବୁଗୁଡା ବ୍ଲକର ବିଭିନ୍ନ ଅସ୍ଥାୟୀ ସଙ୍ଗରୋଧ କେନ୍ଦ୍ରରୁ ୨୫୧ ଜଣ ଫେରିଲେ ଘରକୁ

ବୁଗୁଡା: ଗଞ୍ଜାମ ଜିଲ୍ଲା ବୁଗୁଡା ବ୍ଲକର ବିଭିନ୍ନ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ସଙ୍ଗରୋଧରେ ଥିବା ୨୫୧ ଜଣ  ବ୍ୟକ୍ତି ଘରେ ପହଞ୍ଚିଛନ୍ତି । ପ୍ରଶାସନ ପକ୍ଷରୁ  ମଇ ୨୨ ତାରିଖ ସନ୍ଧ୍ୟା ସୁଦ୍ଧା ନିଜ ଘରେ ଛଡ଼ା ଯାଇଥିବା ବେଳେ ଦୁଇ ସପ୍ତାହ ନିଜ ଘରେ ସଙ୍ଗରୋଧରେ ରହିବାବୁ ପରାମର୍ଶ…

ଶିକାର ଉଦ୍ୟମ ବେଳେ ବୁଗୁଡା ବନବିଭାଗର ଚଢଉ, ଜଣେ ଗିରଫ ଅନ୍ୟ ଦୁଇ ଫେରାର

ବୁଗୁଡା – ବୁଗୁଡା ବନାଞ୍ଚଳର କୈଳାସ ନଗର ନିକଟ କିରିଆମ୍ବା ୧୦ନମ୍ବର ସଂରକ୍ଷଣ ଜଙ୍ଗଲରେ ଶିକାର ଉଦ୍ୟମ କରୁଥିବା ବେଳେ ବନ ବିଭାଗ ପକ୍ଷରୁ ଚଢାଉ କରି ଜଣଙ୍କୁ ଗିରଫ କରାଯାଇଛି । ଏଥି ସହ ଅନ୍ୟ ଦୁଇ ଜଣ ଫେରାର ହୋଇଯାଇଛନ୍ତି । ଏ ନେଇ ଏକ ମାମଲା ରୁଜୁ କରାଯାଇଛି । ଜଙ୍ଗଲରେ ବିଦ୍ୟୁତ ଫାଶ…

କରୋନା ସହ ଲଢେଇ: ଘର ଘର ବୁଲି ସରପଞ୍ଚ ବାଣ୍ଟିଲେ ରନ୍ଧାଖାଦ୍ୟ

ବୁଗୁଡ଼ା: ଗଞ୍ଜାମ ଜିଲ୍ଲା ବୁଗୁଡା ବ୍ଲକ ଅନ୍ତର୍ଗତ ଗୋଳାବନ୍ଧ ପଞ୍ଚାୟତର ଯୁବ ସରପଞ୍ଚ ବସନ୍ତ କୁମାର ସାମଲ ଘର ଘର ବୁଲି ରନ୍ଧାଖାଦ୍ୟ ବାଣ୍ଟୁଥିବା ଦେଖିବାକୁ ମିଳିଛି। ଗରିବ ଲୋକଙ୍କୁ ରାନ୍ଧଖାଦ୍ୟ ଦେବାପାଇଁ ସରକାରଙ୍କ ନିଷ୍ପତ୍ତି ପ୍ରକାରେ ଘର ଘର ବୁଲି ରାନ୍ଧଖାଦ୍ୟ ଦିଆଯାଉଥିବା ଶ୍ରୀ…