ଦ୍ୱୈତ ନଗରୀରେ ସୁଗମ ହେବ ସୁରକ୍ଷା ବ୍ୟବସ୍ଥା, କାର୍ଯ୍ୟକ୍ଷମ ହେଲା କମିଶନରେଟ ପୋଲିସର ସିକ୍ୟୁରିଟି ଡିଭିଜନ
ଭୁବନେଶ୍ବର : ସୋମବାର କାର୍ଯ୍ୟକ୍ଷମ ହୋଇଛି କମିଶନରେଟ ପୋଲିସର ସିକ୍ୟୁରିଟି ଡିଭିଜନ୍। ଭୁବନେଶ୍ୱର-କଟକ ଦ୍ୱୈତ ନଗରୀରେ ସୁରକ୍ଷା ବ୍ୟବସ୍ଥାକୁ ସୁଗମ କରିବା ପାଇଁ ଯେଉଁ ପ୍ରସ୍ତାବ ଥିଲା, ତାହାକୁ ସରକାର ଗ୍ରହଣ କରିବା ପରେ ଆଜି ପୋଲିସ ସେବା ଭବନରେ ସ୍ୱତନ୍ତ୍ର ସିକ୍ୟୁରିଟି ୱିଙ୍ଗ୍ କମାଣ୍ଡ…