Latest Odisha News

BREAKING NEWS

Browsing Tag

Covid guidelines

‘ପାର୍ବଣ ଆସନ୍ତାବର୍ଷ ବି ଆସିବ, ପ୍ରଥମେ ଜୀବନ ରହୁ’

ଭୁବନେଶ୍ୱର: ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ଉପର ତଳ ହେଉଛି । ପ୍ଲାଟ୍ୟୁ ସ୍ଥିତିରେ ରହିଛି ସଂକ୍ରମଣ । କିନ୍ତୁ ପାର୍ବଣରେ ବଜାରରେ ଲୋକଙ୍କ ଭିଡ ବଢୁଛି । ଏମିତି ହେଲେ ପୁଣି ଥରେ ସଂକ୍ରମଣ ଉପରମୁହାଁ ହୋଇପାରେ ବୋଲି ଚେତେଇ ଦେଇଛନ୍ତି ଡିଏମଇଟି ଡାକ୍ତର ସିବିକେ ମହାନ୍ତି । ସେ କହିଛନ୍ତି,…

ଲକଡାଉନ୍ ଖୋଲିବ ନା ବଢ଼ିବ: ଜୁଲାଇ ଗାଇଡଲାଇନ୍ ନେଇ ଅପରାହ୍ଣ ସାଢ଼େ ୨ଟାରେ ମୁଖ୍ୟ ସଚିବଙ୍କ ପ୍ରେସ ବିବୃତ୍ତି

ଭୁବନେଶ୍ୱର: ଆସନ୍ତାକାଲି ସକାଳ ୫ଟାରେ ରାଜ୍ୟରେ ସରୁଛି ଆଂଶିକ ଲକଡାଉନ୍ । ଆଜି ଆସିବ ଜୁଲାଇ ମାସ ପାଇଁ ଗାଇଡଲାଇନ୍ । ଅପରାହ୍ଣ ସାଢ଼େ ୨ଟାରେ ମୁଖ୍ୟ ସଚିବ ସୁରେଶ ମହାପାତ୍ର ପ୍ରେସ ବିବୃତି ଜାରି କରିବେ । ଜୁଲାଇରେ ସଂକ୍ରମଣ ହାର କମିଥିବାରୁ ଆଉ କେଉଁ ସବୁ ଜିଲ୍ଲା କାଟାଗୋରୀ-ଇକୁ ଯିବ ?…

ପିପିଲି ଉପନିର୍ବାଚନ ଲାଗି ଅଧିକ ୭୫ଟି ବୁଥ୍, କୋଭିଡ୍ କଟକଣାରେ ହେବ ଭୋଟ୍

ଭୁବନେଶ୍ୱର: ପିପିଲି ଉପନିର୍ବାଚନରେ ବଢ଼ିବ ମତଦାନ କେନ୍ଦ୍ର ସଂଖ୍ୟା । ପୂର୍ବରୁ ୨୭୧ଟି ବୁଥ୍ ଥିବାବେଳେ ଏବେ ଏହାକୁ ୩୪୮କୁ ବୃଦ୍ଧି କରାଯାଇଛି । ଏ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ସୋହାନୀ ସୂଚନା ଦେଇଛନ୍ତି । ଅତିରିକ୍ତ ଭାବେ ୭୫ଟି ସହାୟକ ବୁଥ୍ କରାଯାଉଛି ବୋଲି…

ମନ୍ଦିରରେ କୋଭିଡ୍ ଗାଇଡ୍ ଲାଇନ୍ ଉଲଂଘନ କଲେ ବନ୍ଦ ହେବ ମନ୍ଦିର 

ଭୁବନେଶ୍ବର: ମନ୍ଦିରରେ କୋଭିଡ୍ ଗାଇଡ୍ ଲାଇନ୍ ଉଲଂଘନ କଲେ ବନ୍ଦ ହେବ ମନ୍ଦିର । ମହାଶିବରାତ୍ରୀ ଉପଲକ୍ଷେ ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ବରେ ବ୍ୟାପକ ପୋଲିସ ବ୍ୟବସ୍ଥା କରାଯାଇଛି । ଭକ୍ତମାନଙ୍କ ଗାଡିଗୁଡିକ ପାର୍କିଂ ପାଇଁ ତିନୋଟି ସ୍ଥାନରେ ବ୍ୟବସ୍ଥା ରହିଛି । ମନ୍ଦିର ମୁଖ୍ୟ ଦ୍ବାର…

କଟକଣା ସତ୍ତ୍ୱେ ଖୋଲାଥିଲା ରାଜଧାନର ଏହି ସ୍କୁଲ; ସିଲ କଲା ବିଏମସି

ଭୁବନେଶ୍ୱର: କୋଭିଡ ୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ଶିକ୍ଷାନୁଷ୍ଠାନ ଗୁଡିକୁ ବନ୍ଦ ରଖାଯାଇଛି। ଅନଲାଇନର୍ବ ଚାଲିଛି ପାଠପଢା। ମାତ୍ର ସରକାରଙ୍କ ଏହି ନିର୍ଦେଶକୁ ଅବମାନନା କରି ବିଦ୍ୟାଳୟ ଖୋଲିଛନ୍ତି ଚିନ୍ତାମଣିଶ୍ବରସ୍ଥିତ ସାଇ ସରସ୍ବତୀ ଶିଶୁ ମନ୍ଦିର ସ୍କୁଲ କର୍ତ୍ତୃପକ୍ଷ।…

ଆଜିଠୁ ଯୁକ୍ତ୨ ଇନ୍‌ଷ୍ଟାଣ୍ଟ ପରୀକ୍ଷା

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହୋଇଛି ଯୁକ୍ତ ୨ ଇନ୍‌ଷ୍ଟାଂଟ ପରୀକ୍ଷା । ଏକାଥରେ ରେଗୁଲାର, ଏକ୍ସ-ରେଗୁଲାର ଓ ଡିଷ୍ଟାନ୍ସ ଏଜୁକେସନ ଛାତ୍ରଛାତ୍ରୀଙ୍କ ପରୀକ୍ଷା ହେବ । ନଭେମ୍ବର ୧୧ରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଭାଗର ଥିଓରି ଓ ୧୨ ତାରିଖ‌ରେ ପ୍ରାକ୍ଟିକାଲ/ପ୍ରୋଜେକ୍ଟ ପେପର୍‌…

ନଭେମ୍ବର ୨ରୁ ୧୭ଟି ରୁଟ୍‌ରେ ଗଡିବ ‘ମୋ ବସ୍‌’

ଭୁବନେଶ୍ୱର: ନଭେମ୍ବର ୨ରୁ ଭୁବନେଶ୍ୱରର ୧୭ଟି ରୁଟରେ ଗଡିବ ‘ମୋ ବସ୍‌’ । ଏନେଇ କ୍ୟାପିଟାଲ ରିଜିଅନ୍ ଅର୍ବାନ ଟ୍ରାନ୍ସପୋର୍ଟ ତଥା କ୍ରୁଟ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନା ଅନୁସାରେ ରୁଟ୍‌ ନମ୍ବର ୧୧, ୧୨, ୧୬, ୧୭, ୧୮, ୧୯, ୨୦, ୨୨, ୨୩, ୨୪, ୨୫, ୨୭, ୨୮, ୩୦, ୩୩, ୫୦ ଓ ୭୦ରେ ମୋ…

‘ବିସର୍ଜନ ନିୟମ ଭାଙ୍ଗିଲେ ହେବ କଡା କାର୍ଯାନୁଷ୍ଠାନ’

ଭୁବନେଶ୍ୱର: କରୋନା କାଳରେ ପାଳିତ ହେଉଛି ଦୁର୍ଗା ପୂଜା । କୋଭିଡ ଗାଇଡଲାଇନ୍ ପାଳନ ସହ ବିନା ଭକ୍ତରେ ମା’ଙ୍କ ପୂଜା ପାଳିତ ହେଉଛି । ତେବେ ମୂର୍ତ୍ତି ବିସର୍ଜନ ପାଇଁ ମଧ୍ୟ କଡା କଟକଣା ଲାଗୁ ହୋଇଛି । କଡା ନିୟମ ଲାଗୁ କରିଛି ବିଏମ୍‌ସି । ମୂର୍ତ୍ତି ବିସର୍ଜନ ପାଇଁ ପ୍ରତିବର୍ଷ ଭଳି ଚଳିତ…

ଏଥର ବିନା ଦର୍ଶକରେ ରାବଣ ପୋଡି

ଭୁବନେଶ୍ୱର: କରୋନା ପାଇଁ ଚଳିତ ବର୍ଷ ଫିକା ପଡିବ ଦଶହରା । ଏଥିସହ ବିନା ଦର୍ଶକରେ ହେବ ରାବଣ ପୋଡି । ଘରେ ବସି ଫେସ୍‌ବୁକ୍ ଓ ୟୁଟ୍ୟୁବରେ ଲାଇଭ ଦେଖିବେ ଦର୍ଶକ । କଟକରେ ପ୍ରଶାସନର ଅନୁମତି କ୍ରମେ ରାବଣ ପୋଡି ଉତ୍ସବକୁ ଅନୁମତି ମିଳିଛି । କିନ୍ତୁ କରୋନା କଟକଣା ଯୋଗୁଁ ଚଳିତଥର ଏଠାରେ ବିନା…

କଟକଣା ଭିତରେ ଆଜିଠୁ ଖୋଲିଲା ସ୍କୁଲ

ନୂଆଦିଲ୍ଲୀ: କରୋନା କଟକଣା ଭିତରେ ଆଜିଠୁ ଖୋଲିଲା ସ୍କୁଲ । ଦେଶର ଅନେକ ସ୍ଥାନରେ ଆଜିଠୁ ସ୍କୁଲ ଖୋଲିଛି । ଉତ୍ତରପ୍ରଦେଶ, ପଞ୍ଜାବ ଏବଂ ସିକ୍କିମରେ ସ୍କୁଲ ଖୋଲିଛି। ଏଥିସହିତ ରାଜ୍ୟ ସରକାର ସ୍କୁଲ ଖୋଲିବା ପାଇଁ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ବିଦ୍ୟାଳୟଗୁଡ଼ିକରେ ଏହି ସବୁ ଗାଇଡଲାଇନ୍…