Latest Odisha News

BREAKING NEWS

Browsing Tag

CYCLONE AMPHAN

ବାତ୍ୟା ଲାଗି ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ, ଆତଙ୍କିତ ନ’ହୋଇ ସରକାରଙ୍କ ସହ ସହଯୋଗ କରନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଅମ୍ଫାନ’ର ମୁକାବିଲା ନିମନ୍ତେ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଦିନ ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନଙ୍କ ସହିତ ସମୀକ୍ଷା କରିଛନ୍ତି । ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ପ୍ରଭାବିତ ହେବାକୁ ଥିବା…

ବାତ୍ୟା ଅମ୍ଫାନ: ଗଭୀର ଅବପାତରେ ପରିଣତ ହେଲା, ସାମୁଦ୍ରିକ ଝଡ଼ର ରୂପ ନେବ

ଭୁବନେଶ୍ୱର: ବାତ୍ୟା ଅମ୍ଫାନକୁ ନେଇ ଏବେ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ  ଅଂଚଳ ରେ ଥିବା ଅବପାତ ଗଭୀର-ଅବପାତ ର ରୂପ ନେଇସାରିଛି | ଅଧିକ ପଢନ୍ତୁ - ଅମ୍ଫାନ ମୁକାବିଲା: ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କଲା ଯାଜପୁର ଜିଲ୍ଲା…

ସମ୍ଭାବ୍ୟ ବାତ୍ୟା ପରିସ୍ଥିତି ଲାଗି ୪ଟି ଜିଲ୍ଲାକୁ ହାଇ ଆଲର୍ଟ !

ଭୁବନେଶ୍ୱର: ବଙ୍ଗୋପସାଗରରେ ଝଡ଼ ଯୋଗୁଁ ଉତ୍ତର ଉପକୂଳବର୍ତ୍ତୀ ଓଡ଼ିଶାର ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ୱର ଜିଲ୍ଲାକୁ ହାଇ ଆଲର୍ଟ ଜାରି କରାଯାଇଛି । ଆଜି ଏସମ୍ପର୍କରେ ରାଜ୍ୟ ମୁଖ୍ୟ ସଚିବ ଅସିତ୍ ତ୍ରିପାଠୀ ଏବଂ ସ୍ୱତନ୍ତ୍ର ରିଲିଫ୍ କମିଶନର୍ (ଏସଆରସି) ପ୍ରଦୀପ…

ବାତ୍ୟା ପୂର୍ବରୁ ଉପକୂଳ ଓଡ଼ିଶାରେ ପ୍ରଭାବ: ମେ’ ୧୯, ୨୦ରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବାତ୍ୟା ଅମ୍ଫାନର ଗତିପଥ ଓ ଦିଗ ସମ୍ପର୍କରେ ଭାରତୀୟ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିବେ, ମାତ୍ର ଏହା ପୂର୍ବରୁ ପାଣିପାଗ ବିଶେଷଜ୍ଞମାନଙ୍କ ପୂର୍ବାନୁମାନ ଅନୁଯାୟୀ ଏହି ବାତ୍ୟା ବାଂଲାଦେଶର ସ୍ଥଳପଥ ଛୁଇଁବାର ସମ୍ଭାବନା ରହିଛି । ଅନ୍ୟ କେତେକ ପାଣିପାଗ ବିଶେଷଜ୍ଞଙ୍କ…