ଶୋଇଥିବା ବେଳେ ଘରେ ଲାଗିଗଲା ନିଆଁ, ଗୋଟିଏ ପରିବାରର ୬ଜଣ ଜୀବନ୍ତ ଦଗ୍ଧ
ହାଇଦ୍ରାବାଦ : ଘରେ ନିଆଁ ଲାଗି ୬ ଜଣ ଜୀବନ୍ତ ଦଗ୍ଧ । ଏଭଳି ଦୁଃଖଦ ଖବର ମନଚାଯ୍ୟାଲା ଜିଲ୍ଲାର ମାଣ୍ଡାମାରି ମଣ୍ଡଳର ଭେଙ୍କଟାପୁରରୁ ଆସିଛି । ସୂଚନା ଅନୁଯାୟୀ, କୌଣସି କାରଣରୁ ବିଳମ୍ବିତ ରାତିରେ ଘରେ ନିଆଁ ଲାଗିଯାଇଥିଲା । ନିଆଁର ପ୍ରକୋପ ଏତେ ମାତ୍ରାରେ ରହିଥିଲା ଯେ ପରିବାର ଲୋକେ…