Latest Odisha News

BREAKING NEWS

Browsing Tag

Farming

ବିଲରେ ଫସଲ କରିବ ଡ୍ରୋନ୍

ନୂଆଦିଲ୍ଲୀ: ବଦଳିଛି ସମୟ, ବଦଳିଛି ବିଜ୍ଞାନ । ଆଧୁନିକ ଜ୍ଞାନ କୌଶଳକୁ ନେଇ ଚାଷ କାର୍ଯ୍ୟରେ ବେଶ୍ ଉନ୍ନତି ହେଉଛି । କୃଷି କ୍ଷେତ୍ରରେ ବିଜ୍ଞାନର ଉପଯୋଗ କରିବା ପାଇଁ କେନ୍ଦ୍ର ସରକାର ମଧ୍ୟ  ସମସ୍ତ ପ୍ରକାର ଉଦ୍ୟମ କରୁଛନ୍ତି। ଏବେ ପୁଣି ପାଦେ ଆଗେଇଛି ବିଜ୍ଞାନ । ଚାଷ କ୍ଷେତ୍ରରେ…

ଫ୍ରୋଜେନ ମଟର ବ୍ୟବସାୟ କରନ୍ତୁ..ପାଆନ୍ତୁ ୫୦ରୁ ୮୦ ପ୍ରତିଶତ ଲାଭ

ଭୁବନେଶ୍ଠର: ଶୀତଦିନେ ବଜାରରେ ଫ୍ରୋଜେନ ମଟରର ବେଶ୍ ଚାହିଦା ରହିଛି । ଏପରି ପରିସ୍ଥିତିରେ ଆପଣ ଏହି ବ୍ୟବସାୟ ଆରମ୍ଭ କରି ବହୁତ ଭଲ ରୋଜଗାର କରିପାରିବେ । ସାଧାରଣତଃ ସମସ୍ତେ ଫ୍ରୋଜନ ମଟର ତରକାରୀ ପସନ୍ଦ କରନ୍ତି । ଘରେ ଘରେ ପ୍ରିୟ ଖାଦ୍ୟ ଭାବରେ ମଟର ବ୍ୟବହୃତ ହେଉଥାଏ ।  ତେଣୁ ବଜାରରେ…

ମୌସୁମୀ ବର୍ଷା ଓ ଚାଷକୁ ନେଇ କ’ଣ କହିଲେ କୃଷି ମନ୍ତ୍ରୀ ?

ଭୁବନେଶ୍ୱର: ରାଜ୍ୟର ସବୁ ଅଞ୍ଚଳକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ମୌସୁମୀ ସକ୍ରିୟ ସହ ପାଖାପାଖି ୧୭.୩ ମିମି ବର୍ଷା ରେକର୍ଡ ହୋଇଛି । ଯାହା ଗତ ୨୪ ଘଣ୍ଟାର ସ୍ୱାଭାବିକ ବର୍ଷା ୯.୨ ମିମି ତୁଳନାରେ ୮୮% ଅଧିକ ରହିଛି । ଏବେ ବର୍ଷା ହେଉଥିବା ବେଳେ ଯଦି…

ଚାଷ ପାଇଁ ଶ୍ରଦ୍ଧା ଆବଶ୍ୟକ , କୁଣ୍ଠା ନୁହେଁ

କୃଷି ଭିତ୍ତିକ ନିୟମିତ ସ୍ତମ୍ଭ: ‘ଆମ ଚାଷୀ ଆମ ପରିଚୟ’ ସାମ୍ପ୍ରତିକ ସମୟର ବାସ୍ତବ ଚିତ୍ରକୁ ଯଦି ଲକ୍ଷ୍ୟ କରାଯାଏ ଚାଷୀର ମନ କଥା ବୁଝିବାକୁ ଆଜି ଯାଏଁ ବି କେହି ସମର୍ଥ ନୁହନ୍ତି । ଏକ ନିରୀହ ଚାର୍ହାଣିରେ ସେ ଅସୁମାରୀ ଲୋକଙ୍କ ମନରେ ଫୁଟାଇ ପାରେ ଅଫୁରନ୍ତ ହସ । ସେଇଥି ପାଇଁ ତ ସେ…

ଶ୍ୟାମଳ କ୍ଷେତରେ ସୁବର୍ଣ୍ଣର ହସ

(ପ୍ରତି ଶୁକ୍ରବାର କୃଷି ଭିତ୍ତିକ ନିୟମିତ ସ୍ତମ୍ଭ: ‘ଆମ ଚାଷୀ ଆମ ପରିଚୟ’) ଫାଲଗୁନର ଫଲ୍‌ଗୁରେ କ୍ଷେତକୁ କର୍ଷଣରେ କର୍ଷିତ କରେ କୃଷକ । ହଳକର୍ଷିତ ଭୂମିରେ ଦେଖାଦିଏ ବର୍ଷିତ ଜଳର ସମାହାର । ମାଟିରେ ଆସେ ବାସ୍ନା । କୃଷକର ମନରେ ଆନନ୍ଦର ଉନ୍ମେଷ । ବିପିତ ବିହନ ସବୁ ଗଜା ମେଲେ, ଆଉ କୃଷକ…

ଚାଷ ଜମିରେ କ୍ୟାପ୍ଟେନ କୁଲ ଧୋନୀ

ରାଂଚି: ଫିଲ୍ଡରେ ଧୋନୀ । ତେବେ ଏହା କ୍ରିକେଟ ଫିଲ୍ଡ ନୁହେଁ । ଏହି ଫିଲ୍ଡ ହେଉଛି ଚାଷୀର । ଯେଉଁଠି ଚାଷୀ ମୁଣ୍ଡ ଝାଳ ତୁଣ୍ଡରେ ମାରି ଫସଲ ଅମଳ କରେ । ଆଉ ଏବେ ଏହି ଫିଲଡ୍‌ର ଜଣେ ଚାଷୀ ପାଲଟିଛନ୍ତି କ୍ରିକେଟ ଫିଲ୍ଡର କ୍ୟାପ୍ଟେନ । କରୋନା ପାଇଁ କ୍ରିକେଟ ମ୍ୟାଚ୍ ବନ୍ଦ ଥିବା ବେଳେ…

ଅନାଦର ନୁହେଁ, ଗ୍ରହଣ କରନ୍ତୁ…

(ପ୍ରତି ଶୁକ୍ରବାର କୃଷି ଭିତ୍ତିକ ନିୟମିତ ସ୍ତମ୍ଭ: ‘ଆମ ଚାଷୀ ଆମ ପରିଚୟ’) ଶୀର୍ଷକଟି ଶୁଣିବାକୁ ଟିକେ ଅଲଗା ଲାଗୁଛି । ହେଲେ ଏହାର ମର୍ମକୁ ବୁଝିଲେ ଆପଣ ବି ଏଇ କଥାକୁ ଦୋହରାଇବେ । ପୂର୍ବରୁ ଆପଣଙ୍କ ଠାରେ ଚାଷୀର ମର୍ମବେଦନାକୁ ନିଜ ପାରୁ ପର୍ଯ୍ୟନ୍ତ ଉପସ୍ଥାପନ ବି କରିଛି । ତେବେ ଏଇ…

ଦରଦୀ ପ୍ରାଣର ମହାନ ବ୍ୟକ୍ତିତ୍ୱ

(ପ୍ରତି ଶୁକ୍ରବାର କୃଷି ଭିତ୍ତିକ ନିୟମିତ ସ୍ତମ୍ଭ: ‘ଆମ ଚାଷୀ ଆମ ପରିଚୟ’) ଗାଁ ମଫସଲିଆ ସେ । ତାରି ପାଇଁ ଜୀବନ ଜୀଇଁବାର ଆଶା ଦେଖେ ମନୁଷ୍ୟ । ମାଟି ମାର ସେ କୁଶଳୀ କାରିଗର । ସଭ୍ୟତାର ମାପକାଠି । ସେ ନଥିଲେ ଦିନରେ ଦି ଓଳି ଖାଇବା ସ୍ୱପ୍ନ ପାଲଟିଯିବ । ସତରେ ସେ ହିଁ ପ୍ରକୃତ ବିନ୍ଧାଣୀ…