Latest Odisha News

BREAKING NEWS

Browsing Tag

Freedom fighter

ମୁକ୍ତି ସଂଗ୍ରାମର ମହାନ ସଂଗ୍ରାମୀ ଜାତୀୟ କବି ବୀରକିଶୋର

ରାଜଲକ୍ଷ୍ମୀ ତ୍ରିପାଠୀ  ଦେଶ ସ୍ବାଧୀନତା ସଂଗ୍ରାମର ଅଶ୍ରୁଳ କାହାଣୀ ଯେପରି ବେଦନାଦାୟକ ସେପରି ରୋମାଞ୍ଚକର ଓ ପ୍ରେରଣାପ୍ରଦ। ଆମ ସ୍ବାଧୀନତା ପ୍ରାପ୍ତିର ଦୀର୍ଘ ବର୍ଷ ପରେ ମଧ୍ୟ ଆଜି ସେ ସଂଗ୍ରାମ ଓ ସଂଗ୍ରାମୀମାନଙ୍କ ତ୍ୟାଗର ଇତିହାସ ପ୍ରାୟ ବିସ୍ମୃତ। ଭାରତବର୍ଷର ମୁକ୍ତି…

୧୦୬ ବର୍ଷ ବୟସରେ ଆଖି ବୁଜିଲେ ବାଲିକୁଦାର ଗାନ୍ଧୀ ବିଶ୍ୱନାଥ ଦାସ

ଜଗତସିଂହପୁର: ବାଲିକୁଦାର ଗାନ୍ଧୀ ବିଶ୍ୱନାଥ ଦାସଙ୍କ ଦେହାନ୍ତ ହୋଇଛି । ୧୦୬ ବର୍ଷ ବୟସରେ ଜଗତସିଂହପୁର ଜିଲ୍ଲାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବିଶ୍ୱନାଥ ଦାସ ଆଖି ବୁଜିଛନ୍ତି । ଗତ କିଛିଦିନ ଧରି ବିଶ୍ୱନାଥ ଅସୁସ୍ଥ ଥିବାବେଳେ ସୋମବାର ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ହୋଇଛି ।…

ଆଞ୍ଚଳିକ ନାୟକଙ୍କ ନାମରେ ନାମିତ ହେବ ଏମ୍ସ 

ନୂଆଦିଲ୍ଲୀ:  ସ୍ଥାନୀୟ ସ୍ୱାଧୀନତା ସଂଗ୍ରାମୀ ଓ ଏୈତିହାସିକ ଘଟଣାର ସ୍ମାରକିଙ୍କ ନାମରେ ଦେଶର ଦିଲ୍ଲୀ ସମେତ ସମସ୍ତ ୨୩ଟି ଏମ୍ସ ନାମକରଣ କରିବାକୁ କେନ୍ଦ୍ର ସରକାର ପ୍ରସ୍ତାବ ଦେଇଛନ୍ତି ।କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏ ସର୍ମ୍ପକରେ ପରାମର୍ଶ ଲୋଡିବା ପରେ ଅଧିକାଂଶ…

ଆଜି ଭଗବାନ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସ: ଯାହାଙ୍କ ପାଇଁ ପ୍ରମାଦ ଗଣୁଥିଲେ ଇଂରେଜ ଶାସକ…

– ଦେବଦତ୍ତ ରଥ ଊନବିଂଶ ଶତାବ୍ଦୀର ଶେଷ ଭାଗରେ ଭାରତର ପୁର୍ବାଞ୍ଚଳର ଘଞ୍ଚ ଜଙ୍ଗଲ ମଧ୍ୟରେ ଯେଉଁ ବିପ୍ଲବର ସ୍ୱର ଝଙ୍କୁତ ହୋଇଥିଲା, ‘ଆବୁଆ ରାଜା ଇତେ ଜାନା, ମହାରାନୀ ରାଜ ଟୁଡୁ ଜାନା’ (ମହାରାଣୀଙ୍କ ସାମ୍ରାଜ୍ୟ ପତନ ହେଉ ଏବଂ ଆମ ସାମ୍ରାଜ୍ୟର ପ୍ରତିଷ୍ଠା ହେଉ)। ଯାହା ଥିଲା ବ୍ରିଟିଶ୍…

କରୋନାକୁ ପରାସ୍ତ କଲେ ୧୦୩ ବର୍ଷୀୟ ସ୍ୱାଧିନତା ସଂଗ୍ରାମୀ

କର୍ଣ୍ଣାଟକ: ବୟସ ୧୦୩ । ପରିଚୟ ଏଚ୍‌.ଏସ୍ ଦୋରସ୍ୱାମୀ । ଦିନେ ଏହି ଗାନ୍ଧିବାଦୀ ଦେଶର ସ୍ୱାଧିନତା ପାଇଁ ସଂଗ୍ରାମ କରିଥିଲେ । ତେବେ ଗତକାଲି ଏହି ସ୍ୱାଧିନତା ସଂଗ୍ରାମୀ କରୋନା ସହ ଲଢି ବିଜୟୀ ହୋଇଛନ୍ତି । କରୋନାରେ ସଂକ୍ରମିତ ହୋଇ ଦୋରସ୍ୱାମୀ ଗତ ଶୁକ୍ରବାର ବେଙ୍ଗାଳୁରୁର ଶ୍ରୀ ଜୟଦେବା…

ପରଲୋକରେ ବର୍ଷିୟାନ ସ୍ୱାଧୀନତା ସଂଗ୍ରାମୀ ନକୁଳ ଦାସ

ଭୁବନେଶ୍ୱର: ସମାଜସେବୀ ତଥା ବର୍ଷିୟାନ ସ୍ୱାଧୀନତା ସଂଗ୍ରାମୀ ନକୁଳ ଦାସଙ୍କର ବୁଧବାର ଦିନ ସିଜନଗର ବାସଭବନରେ ଦେହାନ୍ତ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା । ସ୍ୱର୍ଗତ ଦାସ ବାର୍ଦ୍ଧକ୍ୟ ଜନିତ ଅସୁସ୍ଥତାରେ ପୀଡ଼ିତ ରହିଥିଲେ । ତାଙ୍କର ଗୋଟିଏ ପୁଅ ଓ ଝିଅ ରହିଥିବା ବେଳେ…

ପଦ୍ମଶ୍ରୀ ଭବାନୀ ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦ୍ମଶ୍ରୀ ଭବାନୀ ପଟ୍ଟନାୟକଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି । ସେ ଜଣେ ମହାନ ଗାନ୍ଧିବାଦୀ ଭାବେ ସର୍ବଦା ସ୍ମରଣୀୟ ରହିବେ ବୋଲି ଉଲ୍ଲେଖ କରି ଟ୍ୱିଟ୍ କରିଛନ୍ତି ନବୀନ । ସେ ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ…

ପରଲୋକରେ ସ୍ୱାଧୀନତା ସଂଗ୍ରାମୀ ପଦ୍ମଶ୍ରୀ ଭବାନୀ ପଟ୍ଟନାୟକ

ଭୁବନେଶ୍ୱର : ସ୍ୱାଧୀନତା ସଂଗ୍ରାମୀ ତଥା ରାଜ୍ୟସଭା ସଦସ୍ୟ ପଦ୍ମଶ୍ରୀ ଭବାନୀ ପଟ୍ଟନାୟକଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୯୯ ବର୍ଷ ହୋଇଥିଲା । ଗତ କିଛି ଦିନ ହେଲା ସେ ଅସୁସ୍ଥ ଥିଲେ । ଆଜି ସନ୍ଧ୍ୟାରେ ସେ ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିଲେ । ତାଙ୍କୁ ତୁରନ୍ତ…

ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଚାଖୀ ଖୁଣ୍ଟିଆଙ୍କ ଆଜି ଜୟନ୍ତୀ, ଜାଣନ୍ତୁ ତାଙ୍କ ସମ୍ପର୍କରେ…

ଭୁବନେଶ୍ୱର: ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଝାସ ଦେଇ ସେବା ଓ ପରୋପକାରରେ ନିଜ ଜୀବନକୁ ଉତ୍ସର୍ଗ କରିଥିବା ବ୍ୟକ୍ତିଙ୍କ ମଧ୍ୟରୁ ଅନ୍ୟତମ ହେଉଛନ୍ତି ଚାଖୀ ଖୁଣ୍ଟିଆ ତଥା ଚନ୍ଦନ ହଜୁରୀ । ସେ ସିପାହୀ ବିଦ୍ରୋହ ଓ ଝାନ୍ସୀ ରାଣୀ ଲକ୍ଷ୍ମୀବାଇଙ୍କ ଅନ୍ୟତମ ପରାମର୍ଶଦାତାଙ୍କ ଭାବେ ମଧ୍ୟ…

ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ପ୍ରାଣନାଥ ପଟ୍ଟନାୟକଙ୍କ ଜୟନ୍ତୀ, ଜାଣନ୍ତୁ ତାଙ୍କ ଜୀବନୀ ସମ୍ପର୍କରେ

ଭୁବନେଶ୍ୱର: ୧୯୦୫ ମସିହା ନଭେମ୍ବର ୧୬ ତାରିଖ ତଥା ଆଜିର ଦିନରେ ଜନ୍ମଗ୍ରହଣ କରିଥିଲେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ପ୍ରାଣନାଥ ପଟ୍ଟନାୟକ । ସେ ପୁରୀ ଜିଲ୍ଲାର କଣାସ ନିକଟସ୍ଥ ଡିମିରି ଗ୍ରାମର ବାସିନ୍ଦା । ଶ୍ରୀ ପଟ୍ଟନାୟକ ଥିଲେ ଏକାଧାରରେ ଜଣେ ଅଗ୍ରଗଣ୍ୟ ମୁକ୍ତିଯୋଦ୍ଧା, କୃଷକ ଓ…