Latest Odisha News

BREAKING NEWS

Browsing Tag

Governor ganeshi lal

ମଣିଷକୁ ମାନବତ୍ୱ ପ୍ରଦାନ କରିବା ଶିକ୍ଷାର ଲକ୍ଷ୍ୟ: ରାଜ୍ୟପାଳ ଗଣେଶୀ ଲାଲ

ଭୁବନେଶ୍ୱର: କିଟ୍‍ ବିଶ୍ୱବିଦ୍ୟାଳୟର ରୌପ୍ୟଜୟନ୍ତୀ ପୂର୍ତ୍ତି ଅବସରରେ ଆଜି ସର୍ବଭାରତୀୟ କୁଳପତି ସମ୍ମିଳନୀ ତଥା ଶିକ୍ଷା ଉପରେ ଏକ ଅନ୍ତର୍ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‍ ମଣିଷ ଜୀବନରେ ଶିକ୍ଷାର ଗୁରୁତ୍ୱ…

ପଦ୍ମଶ୍ରୀ ଭବାନୀ ପଟ୍ଟନାୟକଙ୍କୁ ଶ୍ରଦ୍ଧାଂଜଳି ଜଣାଇଲେ ରାଜ୍ୟପାଳ

ଭୁବନେଶ୍ୱର : ପରଲୋକାଗତ ସ୍ୱାଧୀନତା ସଂଗ୍ରାମୀ ତଥା ଗାନ୍ଧିବାଦୀ ନେତା ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକଙ୍କୁ ଶ୍ରଦ୍ଧାଂଜଳି ଜଣାଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ଆଜି ସକାଳେ ଭୁବନେଶ୍ୱର ରାଜମହଲ ସ୍ଥିତ ତାଙ୍କ ବାସଭବନରେ ପହଞ୍ଚି ମରଶରୀରରେ ପୁଷ୍ପଅର୍ପଣ କରିବା ସହ…

ବଲିଉଡ ଅଭିନେତା ଋଷି କପୁରଙ୍କ ବିୟୋଗରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର : ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭେଟେରାନ ଅଭିନେତା ଋଷି କପୁରଙ୍କ ପରଲୋକରେ ଶୋକପ୍ରକାଶ କରିଛନ୍ତି । Deeply saddened by the unexpected demise of prolific actor and superstar #RishiKapoor. It’s a huge loss to…

ନୂଆ ମହାମାରୀ ରୋଗ ଅଧ୍ୟାଦେଶକୁ ରାଜ୍ୟପାଳଙ୍କ ମଂଜୁରୀ: ଉଲ୍ଲଂଘନକାରୀଙ୍କ ପାଇଁ ଅଧିକ ଦଣ୍ଡ ବ୍ୟବସ୍ଥା

ଭୁବନେଶ୍ୱର : ଆସନ୍ତାକାଲି ହେବାକୁ ଥିବା ରାଜ୍ୟ କ୍ୟାବିନେଟ ବୈଠକରେ କରୋନା ସମ୍ପର୍କୀତ ସମସ୍ତ ବିଷୟ ଆଲୋଚନା ହେବାର ଅବ୍ୟବିହିତ ପୂର୍ବରୁ ରାଜ୍ୟପାଳ ଡଃ ଗଣେଶୀ ଲାଲ ମହାମାରୀ ରୋଗ ଆଇନ ୧୮୯୭ର ସଂଶୋଧିତ ଅଧ୍ୟାଦେଶକୁ ମଂଜୁରୀ ପ୍ରଦାନ କରିଥିବା ସୂଚନା ମିଳିଛି । ନୂଆ ସଂଶୋଧିତ ମହାମାରୀ…

୫ମ ଥର ଲାଗି ଓଡିଶାର ମୁଖ୍ୟମନ୍ତ୍ରୀ ଭାବେ ନବୀନଙ୍କ ଶପଥ ଗ୍ରହଣ

ଭୁବନେଶ୍ୱର : ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ବୁଧବାର ଦିନ ୫ମ ଥର ଲାଗି ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ । ଇଡକୋ ପ୍ରଦର୍ଶନୀ ପଡିଆରେ ଆୟୋଜିତ ବିଶାଳ ଶପଥ ଗ୍ରହଣ ଉତ୍ସବରେ ନବୀନ ବହୁ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ…