Latest Odisha News

BREAKING NEWS

Browsing Tag

Guidelines

ବଡ଼ଦିନ ଓ ନୂଆବର୍ଷ ଲାଗି ଆସିଲା ରାଜ୍ୟ ସରକାରଙ୍କ ଗାଇଡ଼ଲାଇନ୍

ଭୁବନେଶ୍ୱର: ଫିକାପଡ଼ିବ ବଡ଼ଦିନ ଓ ନୂଆବର୍ଷ ସେଲିବ୍ରେସନ । ବଡ଼ଦିନ ଓ ନୂଆବର୍ଷ ପାଇଁ ରାଜ୍ୟ ସରକାର ଜାରି କଲେ କଟକଣା । କରୋନାର ନୂଆ ଭ୍ୟାରିଆଣ୍ଟ ଓମିକ୍ରନ ସଂକ୍ରମଣକୁ ରୋକିବା ପାଇଁ ଏହି କଟକଣା କରାଯାଇଛି । ଡ଼ିସେମ୍ବର ୨୫ରୁ ଜାନୁଆରୀ ୨ତାରିଖ ପର୍ଯ୍ୟନ୍ତ କଟକଣା ଜାରି କରାଯାଇଛି ।…

ଭୁବନେଶ୍ୱରରେ ଗଣେଶ ପୂଜା ପାଇଁ ବିଏମସିର ନୂଆ ଗାଇଡଲାଇନ୍

ଭୁବନେଶ୍ୱର: ଆଉ ସପ୍ତାହେ ପରେ ଗଣେଶ ପୂଜା । କରୋନା କଟକଣାରେ କେମିତି ପୂଜା ହେବ ସେନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଜାରି ହୋଇଛି ନୂଆ ଗାଇଡଲାଇନ୍ । ମଣ୍ଡପ/ପେଣ୍ଡାଲରେ କୋଭିଡ କଟକଣାରେ ପୂଜା କରିବାକୁ କମିଶନରେଟ ପୁଲିସର ଅନୁମତି ନେବାକୁ ପଡ଼ିବ । ମଣ୍ଡପ/ପେଣ୍ଡାଲର ତିନି ପଟକୁ…

ନଭେମ୍ବରରେ ସରକାରୀ ଅଫିସ ପାଇଁ ରାଜ୍ୟ ସରକାରଙ୍କ ଗାଇଡଲାଇନ୍

ଭୁବନେଶ୍ୱର: ନଭେମ୍ବର ମାସରେ ରାଜ୍ୟରେ କେମିତି ଚାଲିବ ସରକାରୀ ଅଫିସ୍ ? ନୂଆ ଗାଇଡଲାଇନ୍ ଜାରି କରିଛନ୍ତି ରାଜ୍ୟ ସରକାର । ଏନେଇ ସାଧାରଣ ପ୍ରଶାସନ ବିଭାଗ ନିର୍ଦ୍ଦେଶନାମା ଜାରି କରିଛି । ଯେଉଁଥିରେ ଉଲ୍ଲେଖ ରହିଛି, ନଭେମ୍ବରରେ ଭୁବନେଶ୍ୱର ଓ କଟକରେ ସମସ୍ତ ସରକାରୀ ଅଫିସ ୫୦ ପ୍ରତିଶତ…

ଆସିଲା ଅନଲକ୍ ୫.୦ ନିର୍ଦେଶାବଳୀ: ପଢନ୍ତୁ କ’ଣ ଖୋଲା, କ’ଣ ବନ୍ଦ

ନୂଆଦିଲ୍ଲୀ: କୋଭିଡ-୧୯ ବିସ୍ତାରକୁ ରୋକିବା ପାଇଁ ମାର୍ଚ୍ଚ ୨୪ରେ ଲାଗୁ ହୋଇଥିବା ଦେଶବ୍ୟାପୀ ତାଲା ବନ୍ଦ ପର୍ଯ୍ୟାୟରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ (MHA) ବୁଧବାର ଦିନ ନୂତନ ନିର୍ଦ୍ଦେଶନାମା ଜାରି କରିଛି। କଣ୍ଟେନମେଣ୍ଟ ଜୋନ୍ ବାହାରେ ଥିବା ଅଞ୍ଚଳରେ ଅଧିକ କାର୍ଯ୍ୟକଳାପ ଖୋଲିବା ପାଇଁ…

ମାସ୍କ ପିନ୍ଧିବା ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ନୂଆ ନିର୍ଦ୍ଦେଶାବଳୀ ଜାରି

ନୂଆଦିଲ୍ଲୀ: ଦେଶରେ ମାଡି ଚାଲିଛି କରୋନା । ଦିନକୁ ଦିନ ଉଗ୍ର ରୂପ ଧାରଣ କରୁଛି । ଏହାକୁ ନଜରରେ ରଖି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମାସ୍କ ପିନ୍ଧିବା ଉପରେ ନୂଆ ନିର୍ଦ୍ଦେଶାବଳୀ ଜାରି କରିଛି । ୧ ବର୍ଷରୁ ୫ ବର୍ଷ ଭିତରେ ଥିବା ଛୋଟ ପିଲାମାନେ ମାସ୍କ ପିନ୍ଧିବା ଆବଶ୍ୟକ ନାହିଁ ବୋଲି ‘ହୁ’…

ସ୍କୁଲରେ କେମିତି ପାଳନ ହେବ ଅଗଷ୍ଟ ୧୫, ଆସିଲା ଗାଇଡଲାଇନ୍‌

ଭୁବନେଶ୍ୱର: ଚଳିତ ବର୍ଷ କରୋନା କଟକଣା ଭିତରେ ରାଜ୍ୟରେ ପାଳନ ହେବ ସ୍ୱାଧୀନତା ଦିବସ । ତେବେ ସ୍କୁଲରେ କିଭଳି ଅଗଷ୍ଟ ୧୫ ପାଳନ କରାଯିବ ସେ ନେଇ ଗାଇଡଲାଇନ୍ ଜାରି ହୋଇଛି । ସ୍ୱାଧୀନତା ଦିବସରେ କୌଣସି ପିଲା ସ୍କୁଲ ଆସିବେ ନାହିଁ । ପ୍ରଧାନଶିକ୍ଷକ ଓ ଅନ୍ୟ ଶିକ୍ଷକ ପତାକା ଉତ୍ତୋଳନ କରିବେ…

ଅନଲକ୍‌-୨ ପାଇଁ ଆସିଲା ନୂଆ ଗାଇଡଲାଇନ

ଭୁବନେଶ୍ୱର: ପ୍ରକାଶ ପାଇଲା ଅନଲକ୍ -୨ ପାଇଁ ନୂଆ ଗାଇଡଲାଇନ । ଏହି ଗାଇଡ ଲାଇନ ଅନୁସାରେ ଜୁଲାଇ ୩୧ ଯାଏଁ ଲକଡାଉନ ଅବଧି ବୃଦ୍ଧି ପାଇଛି । ଏହି ସମୟ ମଧ୍ୟରେ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହିବ । ଟ୍ରେନ ଓ ଅନ୍ତର୍ଜାତୀୟ ବିମାନ ଚଳାଚଳ ବନ୍ଦ ରହିବ । ସିନେମା ହଲ, ପାର୍କ ବନ୍ଦ ରହିବ ।…

ଘରୋଇ ହସ୍ପିଟାଲ ଓ ନର୍ସିଂହୋମ ପାଇଁ ବିଏମ୍‌ସିର ନୂଆ ଗାଇଡଲାଇନ

ଭୁବନେଶ୍ୱର: ରାଜଧାନୀରେ ଦିନକୁ ଦିନ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଅଧିକ ଚିନ୍ତା ବଢ଼ାଇଛି ଲୋକାଲ କଣ୍ଟାକ୍ଟ । ଏଥିପାଇଁ ବିଏମ୍‌ସି କଡା ପଦକ୍ଷେପ ନେଇଛି । ବିଶେଷ କରି ବସ୍ତି ଅଞ୍ଚଳ ପାଇଁ କରୋନା ବୃଦ୍ଧି ପାଉଥିବା କୁହାଯାଉଥିବା ବେଳେ ଏଥପ୍ରତି ଅଧିକ ଦୃଷ୍ଟି ଦେଇଛି…

ମାସ୍କ ବ୍ୟବହାର ନେଇ WHOର ନୂଆ ଗାଇଡଲାଇନ୍ ଜାରି

ନୂଆଦିଲ୍ଲୀ: ମାସ୍କର ବ୍ୟବହାର ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ନୂଆ ଗାଇଡଲାଇନ ଜାରି କରିଛି । ଗାଇଡାଲାଇନ୍‌ରେ କୁହାଯାଇଛି ଯେ, ସଂକ୍ରମିତ ସ୍ଥାନରେ ରୋଗୀଙ୍କ ସହ ମେଡିକାଲର ସମସ୍ତ କର୍ମଚାରୀ ମେଡିକାଲ ମାସ୍କ ପିନ୍ଧିବା ଜରୁରୀ । ଏମିତିକି କୋଭିଡ-୧୯ ସଂକ୍ରମଣ ନଥିବା ୱାର୍ଡରେ ମଧ୍ୟ ଡାକ୍ତର,…