Latest Odisha News

BREAKING NEWS

Browsing Tag

ICMR

କରୋନାର ବ୍ରାଜିଲ୍ ଭାରିଆଣ୍ଟ ବିରୋଧରେ ପ୍ରଭାବଶାଳୀ ‘କୋଭାକ୍ସିନ୍’

ହାଇଦ୍ରାବାଦ: ଦେଶୀ ଟିକା ‘କୋଭାକ୍ସିନ୍’ କରୋନାର ବ୍ରାଜିଲ୍ ଷ୍ଟ୍ରେନ୍ ଉପରେ ପ୍ରଭାବଶାଳୀ । କରୋନା ଟିକା ‘କୋଭାକ୍ସିନ୍’କୁ ନେଇ ହୋଇଥିବା ନୂଆ ଅଧ୍ୟୟନରୁ ଏହା ଜଣାପଡ଼ିଛି । ପୂର୍ବରୁ କୋଭାକ୍ସିନ୍ ୟୁକେ ଭାରିଆଣ୍ଟ, B.1.1.7 ଏବଂ ମହାରାଷ୍ଟ୍ରର ଡବଲ ମ୍ୟୁଟାଣ୍ଟ କୁହାଯାଉଥିବା B.1.617…

ଭାରତରେ କରୋନା ଭାଇରସର ବ୍ରାଜିଲ୍ ଓ ଦକ୍ଷିଣ ଆଫ୍ରିକା ଷ୍ଟ୍ରେନ୍

ନୂଆଦିଲ୍ଲୀ: ଭାରତରେ କରୋନାର ବ୍ରିଟେନ୍ ଷ୍ଟ୍ରେନ ପରେ ଦକ୍ଷିଣ ଆଫ୍ରିକା ଓ ବ୍ରାଜିଲ୍ ଭାରିଆଣ୍ଟ ମିଳିଛି । ICMR ମହାନିର୍ଦ୍ଦେଶକ ବଳରାମ ଭାର୍ଗବ କହିଛନ୍ତି- ଫେବ୍ରୁଆରୀ ପ୍ରଥମ ସପ୍ତାହରେ କରୋନା ଭୂତାଣୁର ବ୍ରାଜିଲ୍ ଭାରିଆଣ୍ଟ ଚିହ୍ନଟ ହୋଇଛି । ତେବେ, ବ୍ରାଜିଲ୍ ଭାରିଆଣ୍ଟ ଉପରେ…

କରୋନାରୁ ମୁକ୍ତି ଦେଇପାରିବ ବିସିଜି ଟିକା: ଆଇସିଏମଆର୍‌

ନୂଆଦିଲ୍ଲୀ: କରୋନା ସଂକ୍ରମଣ ବଢୁଥିବା ବେଳେ ଆଇସିଏମଆର୍ ପକ୍ଷରୁ ଏକ ଆଶ୍ୱସ୍ଥୀକର ଖବର ମିଳିଛି । ପ୍ରାପ୍ତ ସୂଚନାନୁଯାୟୀ ଟିବି ତଥା ଯକ୍ଷ୍ମା ରୋଗରୁ ଉପଶମ ପାଇଁ ବ୍ୟବହୃତ ହେଉଥିବା ବିସିଜି ଟିକା ଏବେ କରୋନା ଭାଇରସ୍ ବିରୋଧରେ ଲଢେଇ କରିବା ଲାଗି ସହାୟକ ହେବ । ଏହାଛଡା ବୟସ୍କ…

କୋଭିଡ ଚିକିତ୍ସାରୁ ହଟିବ ପ୍ଲାଜମା ଥେରାପି: ICMR

ନୂଆଦିଲ୍ଲୀ: କାମ ଦେଉନି ପ୍ଲାଜମା ଥେରାପି । ଏଥିପାଇଁ କୋଭିଡ ଚିକିତ୍ସାରୁ ହଟିବ ପ୍ଲାଜମା ଥେରାପି । ନ୍ୟାଶନାଲ କ୍ଲିନିକାଲ ପ୍ରୋଟୋକଲରୁ ପ୍ଲାଜମା ଥେରାପିକୁ ହଟାଇବା ପାଇଁ ପ୍ରସ୍ତୁତି ଚାଲିଛି । ଏନେଇ ଆଇସିଏମ୍‌ଆର୍ ବିବୃତି ଜାରି କରି ଏଭଳି କହିଛନ୍ତି । ପ୍ଲାଜମା ଥେରାପିର ରେଜଲ୍ଟକୁ…

ଦେଶରେ ୭୫ ଲକ୍ଷ ଟପିଲା କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ୭୫ ଲକ୍ଷ ଟପିଲା କରୋନା ସଂକ୍ରମଣ କେସ । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୫ ଲକ୍ଷ ୫୦ ହଜାର ୨୭୩ରେ ପହଂଚିଛି । ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ି ୧ଲକ୍ଷ ୧୪ ହଜାର ୬୧୦ରେ ପହଂଚିଛି । ୨୪ ଘଂଟାରେ ୫୫ ହଜାର ୭୨୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କରୋନାରେ ୫୭୯…

ଭାରତରେ ପ୍ରଥମେ କାହାକୁ ମିଳିବ କରୋନା ଟିକା?

ନୂଆଦିଲ୍ଲୀ: ସାରା ଦେଶରେ ଦ୍ରୁତ ଗତିରେ ମାଡି ଚାଲିଛି ମହାମାରୀ କରୋନା । ଏହାର ମୁକାବିଲା ପାଇଁ ବିଭିନ୍ନ ଦେଶ ଟିକା ବାହାର କରିବା ନେଇ ଉଦ୍ୟମ ଜାରି ରଖିଛନ୍ତି । କରୋନା ଭାଇରସ ଟିକାକରଣ ଅଭିଯାନ ଆରମ୍ଭ କରିଛି ଭାରତ। ତେବେ ଏଭଳିସ୍ଥିତିି ଭାରତରେ କରୋନା ଟିକା ପ୍ରଥମେ କାହାକୁ ମିଳିବ ।…

ଦେଶରେ ୭୦ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ୭୦ ଲକ୍ଷ ଟପିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଂଟାରେ ୭୪ ହଜାର ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି । ସବୁଠାରୁ ବଡ଼ କଥା ହେଲା ଆକ୍ରାନ୍ତଙ୍କ ସଂଖ୍ୟାଠାରୁ ସୁସ୍ଥଙ୍କ ସଂଖ୍ୟା ଅଧିକ ରହିଛି। ଗତ ୨୪ଘଣ୍ଟାରେ ୮୯,୧୫୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ…

ଦେଶରେ ୫୬ ଲକ୍ଷ ଡେଇଁଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ କରୋନାକୁ ଲାଗୁନି ଲଗାମ । ପୁଣି ଗତ ୨୪ ଘଂଟା ଭିତରେ ୮୩,୩୪୭ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୬ ଲକ୍ଷ ୪୬ ହଜାର ୦୧୦ରେ ପହଂଚିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି । ଏହା ସହ…

ଦେଶରେ ୫୫ ଲକ୍ଷ ଟପିଲା କରୋନା ଆକ୍ରାନ୍ତ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତ ସଂଖ୍ୟା ୫୫ ଲକ୍ଷ ଟପିଲା । ଗତ ୨୪ ଘଂଟାରେ ସାରା ଦେଶରେ ୭୫ ହଜାର ୮୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ , ଦେଶରେ ମୋଟ୍ କରୋନା ଆକ୍ରାନ୍ତ ସଂଖ୍ୟା ୫୫ ଲକ୍ଷ ୬୨ ହଜାର ୬୬୪କୁ ବୃଦ୍ଧି ହୋଇଛି । ଏହା ମଧ୍ୟରେ ୯ ଲକ୍ଷ ୭୫ ହଜାର ୮୬୧ ଆକ୍ଟିଭ୍ ମାମଲା…

ଦେଶରେ ଟ୍ରାଏଲ୍ ଫେଜ୍‌ରେ ରହିଛି ୩ଟି ଟିକା: ICMR

ନୂଆଦିଲ୍ଲୀ: ଦେଶରେ କରୋନା ଦ୍ରୁତ ଗତିରେ ମାଡି ଚାଲିଛି । ମହାମାରୀକୁ ଲାଗୁନି ବ୍ରେକ । ମହାମାରୀର ସମୂଳେ ଧ୍ୱଂସ ପାଇଁ କେବେ ଟିକା ଆସିବା ତାକୁ ନେଇ ପୁରା ଦେଶ ଚାହିଁ ବସିଛି । ଏହାରି ଭାରତରେ ଏବେ ୩ଟି ଟିକା କ୍ଲିନିକାଲ ଟ୍ରାଏଲ୍‌ରେ ଫେଜ୍‌ରେ ରହିଛି । ଏନେଇ ଆଜି ସୂଚନା ଦେଇଛନ୍ତି…