Latest Odisha News

BREAKING NEWS

Browsing Tag

International Yoga Day

କିଟ୍ ଓ କିସ୍‌ରେ ଅନ୍ତର୍ଜାତୀୟ ଯୋଗ ଦିବସ

ଭୁବନେଶ୍ୱର: ସମଗ୍ର ଭାରତର ବିଭିନ୍ନ ସ୍ଥାନରେ ୯ମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଥିବା ବେଳେ କିଟ୍ ଓ କିସ୍‌ରେ ମଧ୍ୟ ବୁଧବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଚଳିତବର୍ଷର ବିଷୟବସ୍ତୁ ଥିଲା ‘ବସୁଧୈବ କୁଟୁମ୍ବକମ୍‍’ । କିଟ୍ ଓ କିସ୍ ପକ୍ଷରୁ ଏହି ଅବସରରେ ପ୍ରାତଃ ୬ଟା…

ସୋଆରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

ଭୁବନେଶ୍ୱର: ଉତମ ଛାତ୍ର ହେବା ପାଇଁ ସୁସ୍ଥ ରହିବା ଆବଶ୍ୟକ । ସୁସ୍ଥ ଓ ନିରାମୟ ଜୀବନ ପାଇଁ ଯୋଗାଭ୍ୟାସର ଅନେକ ଆବଶ୍ୟକତା ରହିଛି ବୋଲି କହିଛନ୍ତି ବିଶିଷ୍ଟ ସ୍ନାୟୁଶଲ୍ୟ ବିଶେଷଜ୍ଞ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରମୁଖ ଉପଦେଷ୍ଟା (ସ୍ୱାସ୍ଥ୍ୟ ବିଜ୍ଞାନ) ପ୍ରଫେସର ଅଶୋକ କୁମାର…

ମାଲଦିବସରେ ଯୋଗ ଦିବସ ପାଳନ ବେଳେ ଭାରତୀୟଙ୍କୁ ଆକ୍ରମଣ

ମେଲ: ଭାରତ ମହାସାଗରରେ ଅବସ୍ଥିତ ଦ୍ୱୀପ ଦେଶ ମାଲଦିବସରେ ଭାରତୀୟଙ୍କ ଉପରେ ହୋଇଛି ଆକ୍ରମଣ । ସେଠାରେ ଅବସ୍ଥାପିତ ଭାରତୀୟ ହାଇକମିଶନଙ୍କ ଦ୍ୱାରା ଆୟୋଜିତ ଅର୍ନ୍ତଜାତୀୟ ଯୋଗ ଦିବସ ପାଳନ ବେଳେ ବିରୋଧ ପ୍ରଦର୍ଶନକାରୀ ଏକ ଗୋଷ୍ଠୀ ଆକ୍ରମଣ କରିଥିଲେ । ମଙ୍ଗଳବାର ହାଇ କମିଶନଙ୍କ ଦ୍ୱାରା…

ସାରା ବିଶ୍ୱରେ ପାଳିତ ହେଉଛି ଯୋଗ ଦିବସ । ୨୦୨୨ ପାଇଁ ସ୍ଳୋଗାନ୍ ‘ମାନବ ଜାତି ପାଇଁ ଯୋଗ’

ଭୁବନେଶ୍ବର: ବିଶ୍ୱ ସଂସ୍ଥା ଅନୂୁଯାୟୀ ସମ୍ପୂର୍ଣ୍ଣ ଓ ସୁସ୍ଥ ଶରୀର, ମନ, ସମାଜ ଓ ଆଧ୍ୟାତ୍ମିକ ଜୀବନ ପାଇଁ ଯୋଗ ହେଉଛି ଏକ ସର୍ବୋକ୍ରୃଷ୍ଟ ମାଧ୍ୟମ । ତେବେ ଚଳିତ ବର୍ଷ ଯୋଗ ଦିବସ ଉପଲକ୍ଷେ ଥିମ୍ ରହିଛି ‘ମାନବ ଜାତି ପାଇଁ ଯୋଗ’ । ଯୋଗ ହିଁ ଏକମାତ୍ର ମାଧ୍ୟମ ଯାହା ମନକୁ ଶାନ୍ତ କରିଥାଏ ।…

ଆସନ୍ତାକାଲି ଯୋଗ ଦିବସକୁ ସଫଳ କରିବାକୁ ଅନୁରୋଧ କଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ  ଯୋଗ ଦିବସକୁ ସଫଳ କରିବା ଏବଂ ଯୋଗକୁ ଅଧିକ ଲୋକପ୍ରିୟ କରିବା ପାଇଁ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି । ପ୍ରଧାନମନ୍ତ୍ରୀ ଟୁଇଟ୍‍ କରିଛନ୍ତି; “ଆସନ୍ତାକାଲି, ୨୧  ଜୁନ୍ ଅନ୍ତର୍ଜାତୀୟ ଯୋଗ ଦିବସ ।  ‘ମାନବିକତା ପାଇଁ ଯୋଗ' ବିଷୟବସ୍ତୁ ଦ୍ୱାରା…

ଅନ୍ତର୍ଜାତୀୟ ଯୋଗ ଦିବସ

ଭୁବନେଶ୍ୱର: ଆଜି ହେଉଛି ବିଶ୍ୱ ଯୋଗ ଦିବସ । ସାରା ବିଶ୍ୱ ଏହି ଯୋଗ ଦିବସ ପାଳିବା ସହିତ ବିଭିନ୍ନ ସ୍ଥାନରେ କରାଯାଉଛି ଯୋଗାଭ୍ୟାସ । ଶାରିରୀକ ଓ ମାନସିକ ସ୍ତରରେ ସୁସ୍ଥତା ପାଇଁ ନିୟମିତ ଯୋଗ କରିବା ଜରୁରୀ ହୋଇଛି । ପୁରୀରେ ବାଲୁକା କଳା ମାଧ୍ୟମରେ ଯୋଗ ନେଇ ଲୋକଙ୍କୁ ସଚେତନତା ଦିଆଯାଇଥିବା…

ମହର୍ଷି ପତଞ୍ଜଳୀଙ୍କୁ କାହିଁକି କୁହାଯାଏ ଯୋଗଗୁରୁ…

ନୂଆଦିଲ୍ଲୀ: ସାରା ବିଶ୍ଵରେ ଆଜି ଯୋଗ ଦିବସ ପାଳନ କରାଯାଉଅଛି। କୁହାଯାଏ ଶରୀର ଓ ମନକୁ ଗୋଟିଏ ସୂତ୍ରରେ ବାନ୍ଧିଥାଏ ଯୋଗ। ହିନ୍ଦୁଶାସ୍ତ୍ରରେ ପତଞ୍ଜଳୀଙ୍କୁ ଯୋଗଗୁରୁ ବୋଲି ବିବେଚନା କରାଯାଇଥାଏ। ତାଙ୍କ ନାମାନୁସାରେ ପତଞ୍ଜଳୀ ଯୋଗସୂତ୍ର ମଧ୍ୟ ପ୍ରକାଶ କରାଯାଇଛି। ହେଲେ ପତଞ୍ଜଳୀଙ୍କ…

‘ଯୋଗ ଦିବସ’ ଅବସରରେ ଶିଳ୍ପୀ ସୁଦର୍ଶନଙ୍କ ଆକର୍ଷଣୀୟ ବାଲୁକା କଳା ପ୍ରଦର୍ଶନ

ପୁରୀ: ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ବାଲୁକା ଶିଳ୍ପୀ ତଥା ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ‘ଯୋଗ ଦିବସ’ ଅବସରରେ ପୁରୀ ବେଳାଭୂମିରେ ଆକର୍ଷଣୀୟ ବାଲୁକା କଳା ପ୍ରଦର୍ଶନ କରିଛନ୍ତି । https://twitter.com/sudarsansand/status/1406839396758822915?s=19 ବିଶିଷ୍ଟ ବାଲୁକା…

ଯୋଗ ଦିବସରେ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା: କରୋନା କାଳରେ ଆଶାର କିରଣ ଆଣିଛି ଯୋଗ

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେ କହିଛନ୍ତି, ସୁସ୍ଥ ରହିବା ପାଇଁ ଯୋଗ ଜରୁରୀ । ମହାମାରୀ ବିରୋଧରେ ଲଢ଼େଇରେ ଯୋଗ ଆଶାର କିରଣ ଆଣିଛି । ଯୋଗ ଆମ ପାଇଁ ସୁରକ୍ଷାକବଚ ଭଳି କାମ କରୁଛି । ଲୋକଙ୍କ ଭିତରେ…

ଅନ୍ତର୍ଜାତୀୟ ଯୋଗ ଦିବସ, ମୋଦିଙ୍କ ବାର୍ତ୍ତା ‘ଯୋଗ ଆଣେ ଏକତା’

ଭୁବନେଶ୍ୱର : ଆଜି ଷଷ୍ଠ ଅନ୍ତର୍ଜାତୀୟ ଯୋଗ ଦିବସ । ଚଳିତବର୍ଷର ଥିମ୍ ରହିଛି ‘ଘରେ ରହି ପରିବାର ସହ ଯୋଗ କରନ୍ତୁ’ । ସକାଳୁ ଇଲୋକ୍ଟ୍ରୋନିକ୍ସ ଓ ଡିଜିଟାଲ ପ୍ଲାଟଫର୍ମରେ ପାଳନ ଆରମ୍ଭ ହୋଇଛି ଯୋଗ ଦିବସ । ଏହି ଅବସରରେ ଦେଶବାସୀଙ୍କୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…