Latest Odisha News

BREAKING NEWS

Browsing Tag

Novak Djokovic

ଟୋକିଓ ଅଲିମ୍ପିକ୍ସରେ ଭାଗ ନେବେ ଜୋକୋଭିଚ

ଟୋକିଓ:ନିକଟରେ କ୍ୟାରିୟରର ୨୦ତମ ଗ୍ରାଣ୍ଡସ୍ଲାମ ଜିତିଥିବା ସର୍ବିୟାର ନୋଭାକ ଜୋକୋଭିଚ ଟୋକିଓ ଅଲିମ୍ପିକ୍ସରେ ଖେଳିବା ନେଇ ଘୋଷଣା କରିଛନ୍ତି । କରୋନା ମହାମାରୀ ଯୋଗୁ କିଛି ଦିନ ହେବ ତାଙ୍କ ଖେଳିବା ନେଇ ସସ୍ପେନ୍ସ ରହିଥିଲା । ଏବେ ସେ ଏଥିନେଇ ସମ୍ମତି ପ୍ରକାଶ କରିବା ପରେ ପ୍ରଶଂସକଙ୍କ…

ନୋଭାକ୍ ଜୋକୋଭିଚଙ୍କ କୋଚଙ୍କୁ କରୋନା

ବିଶ୍ୱର ଏକ ନମ୍ୱର ଟେନିସ୍ ଖେଳାଳି ନୋଭାକ୍ ଜୋକୋଭିଚଙ୍କ ପରେ ତାଙ୍କ କୋଚ୍ ଗୋରାନ୍ ଇଭାନିସେବିଚଙ୍କୁ କରୋନା । ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ୍ ବାହାରିଛି । ଏହାପରେ ହୋମ୍ ଆଇସୋଲେସନରେ ଅଛନ୍ତି ଗୋରାନ୍ । ଗୋରାନ୍ କହିଛନ୍ତି, ଜୋକୋଭିଚଙ୍କ ଦ୍ୱାରା ଆୟୋଜିତ ଏକ ପ୍ରଦର୍ଶନୀ…