Latest Odisha News
Browsing Tag

Odisha Governor

ଉତ୍କଳ ବିଶ୍ୱବିଦ୍ୟାଳୟର ୫୨ତମ ସମାବର୍ତ୍ତନ ଉତ୍ସବ, ‘ପ୍ରତିଭା ଓ ଦକ୍ଷତାର ଅଭାବ ନାହିଁ’: ରାଜ୍ୟପାଳ

ଭୁବନେଶ୍ୱର: ଛାତ୍ରଛାତ୍ରୀଙ୍କ ନିକଟରେ ପ୍ରତିଭା ଓ ଦକ୍ଷତାର ଅଭାବ ନାହିଁ । ସେମାନେ ଭଲ ପରିବେଶ ଓ ପ୍ରୋତ୍ସାହନ ପାଇଲେ ସମୟ ଭିତ୍ତିକ ପ୍ରଦର୍ଶନ କରିପାରିବେ । ପ୍ରଯୁକ୍ତି ବିଦ୍ୟା ଚେତନାରେ ରୂପାନ୍ତରିତ ହେବା ଦରକାର । ଫଳରେ ଛାତ୍ରଛାତ୍ରୀମାନେ ସଫଳତାର ଅନ୍ତିମ ସୋପାନରେ ପହଞ୍ଚି ପାରିବେ।…

ମଣିଷକୁ ମାନବତ୍ୱ ପ୍ରଦାନ କରିବା ଶିକ୍ଷାର ଲକ୍ଷ୍ୟ: ରାଜ୍ୟପାଳ ଗଣେଶୀ ଲାଲ

ଭୁବନେଶ୍ୱର: କିଟ୍‍ ବିଶ୍ୱବିଦ୍ୟାଳୟର ରୌପ୍ୟଜୟନ୍ତୀ ପୂର୍ତ୍ତି ଅବସରରେ ଆଜି ସର୍ବଭାରତୀୟ କୁଳପତି ସମ୍ମିଳନୀ ତଥା ଶିକ୍ଷା ଉପରେ ଏକ ଅନ୍ତର୍ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‍ ମଣିଷ ଜୀବନରେ ଶିକ୍ଷାର ଗୁରୁତ୍ୱ…

ତିନି ଦିନଆ ପୁରୀ ଗସ୍ତରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ

ପୁରୀ: ତିନି ଦିନିଆ ଗସ୍ତରେ ଆଜି ପୁରୀରେ ପହଞ୍ଚିଛି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ରାଜଭବନର ନବୀକରଣ ଭବନକୁ ସେ ଉଦଘାଟନ କରିଛନ୍ତି । ଫନି ବାତ୍ୟାରେ ରାଜଭବନ ବ୍ୟାପକ କ୍ଷତିଗ୍ରସ୍ତ ହୋଇଥିଲା । ରାଜଭଵନ ପରିସରରେ ଥିବା ଶୀଲା ଉପବନରେ ବୃକ୍ଷରୋପଣ କରି ବନୀକରଣର ଶୁଭାରମ୍ଭ କରିଛନ୍ତି…

୬ ବିଶ୍ୱବିଦ୍ୟାଳୟର କୁଳପତିଙ୍କୁ ନିଯୁକ୍ତି ଦେଲେ କୁଳାଧିପତି

ଭୁବନେଶ୍ୱର: ୬ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ କଲେ ଓଡ଼ିଶା ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ। ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ହେଲେ ପ୍ରଫେସର ସବିତା ଆଚାର୍ଯ୍ୟ । ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର କୁଳପତି ହୋଇଛନ୍ତି ପ୍ରଫେସର ଅପରାଜିତା ଚୌଧୁରୀ । ପ୍ରଫେସର ଦୀନବନ୍ଧୁ…

ନୂଆ ମହାମାରୀ ରୋଗ ଅଧ୍ୟାଦେଶକୁ ରାଜ୍ୟପାଳଙ୍କ ମଂଜୁରୀ: ଉଲ୍ଲଂଘନକାରୀଙ୍କ ପାଇଁ ଅଧିକ ଦଣ୍ଡ ବ୍ୟବସ୍ଥା

ଭୁବନେଶ୍ୱର : ଆସନ୍ତାକାଲି ହେବାକୁ ଥିବା ରାଜ୍ୟ କ୍ୟାବିନେଟ ବୈଠକରେ କରୋନା ସମ୍ପର୍କୀତ ସମସ୍ତ ବିଷୟ ଆଲୋଚନା ହେବାର ଅବ୍ୟବିହିତ ପୂର୍ବରୁ ରାଜ୍ୟପାଳ ଡଃ ଗଣେଶୀ ଲାଲ ମହାମାରୀ ରୋଗ ଆଇନ ୧୮୯୭ର ସଂଶୋଧିତ ଅଧ୍ୟାଦେଶକୁ ମଂଜୁରୀ ପ୍ରଦାନ କରିଥିବା ସୂଚନା ମିଳିଛି । ନୂଆ ସଂଶୋଧିତ ମହାମାରୀ…