Latest Odisha News

BREAKING NEWS

Browsing Tag

pakhala

ଡହ ଡହ ଖରାରେ ବଢୁଛି ଦହି ପଖାଳର ଆଦର

ଓଡ଼ିଆ ଜାତିର ସଂସ୍କୃତି ତଥା ଏକ ବିଚାରଧାରା ଭାବେ ପଖାଳ ପରିଗଣିତ ହୋଇଥାଏ। ସାଧାରଣତଃ ପଖାଳ ଗରମ ଭାତରେ ପାଣି ମିଶାଇ କେଇ ଘଣ୍ଟାରୁ ଆରମ୍ଭ କରି ରାତିଏ ଯାଏ ରଖାଯାଇଥାଏ। ଅଧିକ ସମୟ ରହୁଥିବା ପଖାଳ ପାଟିକୁ ଟିକିଏ ଆମ୍ବିଳା ଲାଗିଥାଏ। ସଜ ବା ବାସି ପଖାଳରେ ଦହି ଓ ଭଜା ଜିରା, ରସୁଣ,…

ସ୍ୱାସ୍ଥ୍ୟପାଇଁ ଉପକାରୀ ବାସି ପଖାଳ…

ଆମେ ଜାଣିଛେ ବାସି ଖାଦ୍ୟ ସ୍ୱାସ୍ଥ୍ୟ ପାଇଁ ଆଦୌ ଗ୍ରହଣୀୟ ନୁହେଁ । ପଖାଳ ଖାଇବାକୁ ପାଟିକୁ ସ୍ୱାଦିଷ୍ଟ ଲାଗିବା ସହ ପେଟ ପାଇଁ ମଧ୍ୟ ଖୁବ ଉପକାରୀ। ସେହିପରି ବାସି ପଖାଳ ସ୍ୱାସ୍ଥ୍ୟ ପାଇଁ ବେଶ ଲାଭଦାୟକ । ପଖାଳ ସମସ୍ତଙ୍କ ପ୍ରିୟ । ପଖାଳର ବିଶେଷ ଗୁଣ କାରଣରୁ ପଖାଳ ଦିବସ ମଧ୍ୟ ପାଳନ…

ପଖାଳ ଦିବସ ପାଳିଲେ ଓଡ଼ିଆ ନେତା ଓ କର୍ମୀ, ସୋସିଆଲ ମିଡିଆରେ ଶୁଭେଚ୍ଛା ଓ ଫୋଟୋ ପୋଷ୍ଟ୍

ଭୁବନେଶ୍ୱର : ବିଶ୍ୱ ପଖାଳ ଦିବସ ଅବସରରେ ଗାଁଠୁ ସହର, ପ୍ରଦେଶରୁ ପ୍ରବାସୀ ଓଡ଼ିଆଙ୍କ ଯାଏଁ, ସବୁଠି ହୋଇଛି ପଖାଳ ଖିଆର ଆୟୋଜନ । ଓଡ଼ିଆଙ୍କ ପ୍ରିୟ ପଖାଳ କଂସା ପାଖରେ ଆଜି ଦେଖିବାକୁ ମିଳିଛି ଭଳିକିଭଳି ସୁସ୍ବାଦୁ ଖାଦ୍ୟର ପସରା, ଏସବୁ ଭିତରେ ପଲିଟିକାଲ ପଖାଳକୁ ନେଇ ମଧ୍ୟ ଚର୍ଚ୍ଚା ଜୋର ।…

ରୋଗ ପ୍ରତିରୋଧକ ଶକ୍ତି ବଢାଏ ପଖାଳ !

ଭୁବନେଶ୍ୱର: ବଢିଚୁରା ସାଙ୍ଗକୁ ମାଛ ଭଜା ହେଉ କି ଭର୍ତ୍ତା, ଗରମ ଦିନରେ ଦହି ପଖାଳର ମଜ୍ଜା ଏବେ ସମସ୍ତେ ନେବାରେ ଲାଗିଛନ୍ତି । ମୁଣ୍ଡଫଟା ଖରା ସାଙ୍ଗକୁ ଅସହ୍ୟ ଗରମରେ ଓଡ଼ିଶାର ଘରେ ଘରେ ସକାଳୁ କଂସାଏ ପଖାଳ ଖୋଜାପଡ଼ିଥାଏ । ସାଧାରଣ ଦିନ ଅପେକ୍ଷା ଖରାଦିନରେ ପଖାଳର ମଜ୍ଜା ପ୍ରକୃତରେ ନିଆରା…