ପଞ୍ଜାବୀ ଚିକେନ
ଭୁବନେଶ୍ୱର: ଘରେ ପ୍ରସ୍ତୁତ କରନ୍ତୁ ପଞ୍ଜାବୀ ଚିକେନ। ଜାଣି ରଖନ୍ତୁ ଏହାକୁ ପ୍ରସ୍ତୁତ କରିବାର ପ୍ରଣାଳୀ ।
ଆବଶ୍ୟକ ସାମଗ୍ରୀ:
ଚିକେନ – ୫୦୦ ଗ୍ରାମ
ତେଲ – ଆବଶ୍ୟକ ଅନୁଯାୟୀ
ଅଦା ରସୁଣ ବଟା – ଆବଶ୍ୟକ ଅନୁଯାୟୀ
କଟା ପିଆଜ – ୨ଟି
ହଳଦୀ ଗୁଣ୍ଡ – ଆବଶ୍ୟକ ଅନୁଯାୟୀ
ଲଙ୍କା ଗୁଣ୍ଡ –…